We Believe JesusFé, Esperança e Nova Vida

ଆମୋଷ 3

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · oriá

← ଆମୋଷ 2 ଆମୋଷ ଆମୋଷ 4 →

1ହେ ଇସ୍ରାଏଲର ସନ୍ତାନଗଣ, ତୁମ୍ଭେମାନେ ଏହି ବାକ୍ୟ ଶୁଣ, ଏହା ସଦାପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧରେ, ଅର୍ଥାତ୍‍, ଯେଉଁ ସମୁଦାୟ ଗୋଷ୍ଠୀକୁ ଆମ୍ଭେ ମିସର ଦେଶରୁ ବାହାର କରି ଆଣିଲୁ, ସେମାନଙ୍କ ବିରୁଦ୍ଧରେ କହିଅଛନ୍ତି,

2“ପୃଥିବୀସ୍ଥ ଯାବତୀୟ ଗୋଷ୍ଠୀ ମଧ୍ୟରେ

3ଏକ ପରାମର୍ଶ ନ ହେଲେ କି ଦୁଇ ଜଣ ଏକତ୍ର ଗମନ କରିବେ?

4ଶିକାର ନ ପାଇଲେ କି ସିଂହ ବନ ମଧ୍ୟରେ ଗର୍ଜ୍ଜନ କରିବ?

5ଫାନ୍ଦ ନ ପାତିଲେ କି ପକ୍ଷୀ ଜାଲରେ ଧରାଯାଇ ଭୂମିରେ ପଡ଼ିବ?

6ନଗର ମଧ୍ୟରେ ତୂରୀ ବଜାଗଲେ ଲୋକମାନେ କି ଭୀତ ହେବେ ନାହିଁ?

7ନିଶ୍ଚୟ ପ୍ରଭୁ ସଦାପ୍ରଭୁ ନିଜ ଗୁପ୍ତ ବିଷୟ

8ସିଂହ ଗର୍ଜ୍ଜନ କରିଅଛି, କିଏ ଭୟ ନ କରିବ?

9ତୁମ୍ଭେମାନେ ଅସ୍ଦୋଦସ୍ଥ ସକଳ ଅଟ୍ଟାଳିକାରେ

10କାରଣ ସଦାପ୍ରଭୁ କହନ୍ତି,

11ଏନିମନ୍ତେ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି,

12ସଦାପ୍ରଭୁ ଏହି କଥା କହନ୍ତି,

13“ତୁମ୍ଭେମାନେ ଏହା ଶୁଣ ଓ ଯାକୁବ ବଂଶ ବିରୁଦ୍ଧରେ ସାକ୍ଷ୍ୟ ଦିଅ,

14କାରଣ ଆମ୍ଭେ ଯେଉଁ ଦିନ ଇସ୍ରାଏଲକୁ ତାହାର ସମସ୍ତ ଅପରାଧର ପ୍ରତିଫଳ ଦେବା,

15ପୁଣି, ଆମ୍ଭେ ଶୀତକାଳର ଗୃହକୁ ଓ ଗ୍ରୀଷ୍ମକାଳର ଗୃହକୁ ଆଘାତ କରିବା;

← ଆମୋଷ 2 ଆମୋଷ ଆମୋଷ 4 →