1“ହେ ଶମରୀୟାର ପର୍ବତବାସିନୀ ବାଶନର ଗାଭୀସବୁ,
2ପ୍ରଭୁ ସଦାପ୍ରଭୁ ଆପଣା ପବିତ୍ରତାରେ ଶପଥ କରି କହିଅଛନ୍ତି,
3ପୁଣି, ତୁମ୍ଭମାନଙ୍କର ପ୍ରତ୍ୟେକ ଜଣ
4“ତୁମ୍ଭେମାନେ ବେଥେଲ୍କୁ ଯାଇ ଅପରାଧ କର;
5ପୁଣି, ପ୍ରଶଂସାର୍ଥକ ବଳି ନିମନ୍ତେ ତାଡ଼ି ମିଶ୍ରିତ ଦ୍ରବ୍ୟ ଉତ୍ସର୍ଗ କର
6“ଆଉ, ଆମ୍ଭେ ତୁମ୍ଭମାନଙ୍କର ସମୁଦାୟ ନଗରରେ ଦନ୍ତ ପଂକ୍ତିର ନିର୍ମଳତା
7“ଆହୁରି, ଶସ୍ୟ ପାଚିବାର ତିନି ମାସ ପୂର୍ବେ
8ତହିଁ ସକାଶୁ ଦୁଇ, ତିନି ନଗରସ୍ଥ ଲୋକମାନେ ଜଳ ପାନ କରିବା ନିମନ୍ତେ ବୁଲି ବୁଲି ଅନ୍ୟ ଏକ ନଗରକୁ ଗଲେ,
9“ଆମ୍ଭେ ଶସ୍ୟର ଶୋଷ ଓ ମ୍ଳାନି ଦ୍ୱାରା ତୁମ୍ଭମାନଙ୍କୁ ଆଘାତ କରିଅଛୁ;
10“ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରୁ ମିସର ଦେଶର ମହାମାରୀ ତୁଲ୍ୟ ମହାମାରୀ ପଠାଇଅଛୁ;
11“ପରମେଶ୍ୱର ସଦୋମ ଓ ହମୋରାକୁ ଯେପରି ଉତ୍ପାଟନ କରିଥିଲେ,
12“ଏଥିପାଇଁ ହେ ଇସ୍ରାଏଲ, ଆମ୍ଭେ ତୁମ୍ଭ ପ୍ରତି ଏରୂପ କରିବା;
13କାରଣ ଦେଖ, ଯେ ପର୍ବତଗଣ ନିର୍ମାଣ କରନ୍ତି,