We Believe JesusFé, Esperança e Nova Vida

ଆମୋଷ 5

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · oriá

← ଆମୋଷ 4 ଆମୋଷ ଆମୋଷ 6 →

1ହେ ଇସ୍ରାଏଲ ବଂଶ, ଆମ୍ଭେ ତୁମ୍ଭମାନଙ୍କ ବିଷୟରେ ଏହି ଯେଉଁ ବିଳାପର ବାକ୍ୟ କହୁଅଛୁ, ତାହା ଶୁଣ।

2“ଇସ୍ରାଏଲର କୁମାରୀ ପତିତ ହୋଇଅଛି,

3କାରଣ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି,

4କାରଣ ଇସ୍ରାଏଲ ବଂଶକୁ ସଦାପ୍ରଭୁ ଏହି କଥା କହନ୍ତି,

5ମାତ୍ର ବେଥେଲ୍‍ର ଅନ୍ଵେଷଣ କର ନାହିଁ,

6ସଦାପ୍ରଭୁଙ୍କର ଅନ୍ଵେଷଣ କର, ତହିଁରେ ତୁମ୍ଭେମାନେ ବଞ୍ଚିବ;

7ବିଚାରକୁ ତିକ୍ତ ଫଳରେ ପରିଣତକାରୀ ଓ ନ୍ୟାୟକୁ ଭୂମିସାତ୍‍କାରୀମାନେ;

8ଯେ କୃତ୍ତିକାର ଓ ମୃଗଶୀର୍ଷର ସୃଷ୍ଟି କରିଅଛନ୍ତି,

9ସେ ବଳବାନ ଉପରେ ହଠାତ୍‍ ସର୍ବନାଶ ଉପସ୍ଥିତ କରାନ୍ତି,

10ଯେ ନଗର-ଦ୍ୱାରରେ ଅନୁଯୋଗ କରେ, ଲୋକମାନେ ତାହାକୁ ହିଂସା କରନ୍ତି

11ତୁମ୍ଭେମାନେ ଦରିଦ୍ରକୁ ପଦ ତଳେ ଦଳୁଅଛ

12କାରଣ ତୁମ୍ଭମାନଙ୍କର ଅପରାଧ କିପରି ବହୁବିଧ

13ଏଥିପାଇଁ ଯେଉଁ ଜନ ବୁଦ୍ଧିମାନ, ସେ ଏପରି ସମୟରେ ନୀରବ ହୋଇ ରହିବ; କାରଣ ସମୟ ମନ୍ଦ ଅଟେ।

14ତୁମ୍ଭେମାନେ ଯେପରି ବଞ୍ଚିବ, ଏଥିପାଇଁ ମନ୍ଦ ଚେଷ୍ଟା ନ କର, ଭଲ ଚେଷ୍ଟା କର;

15ମନ୍ଦକୁ ଘୃଣା କର, ଭଲକୁ ଭଲ ପାଅ ଓ ନଗର-ଦ୍ୱାରରେ ନ୍ୟାୟବିଚାର କର;

16ଏଥିପାଇଁ ପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର ସଦାପ୍ରଭୁ ଏହି କଥା କହନ୍ତି,

17ପୁଣି, ଦ୍ରାକ୍ଷାକ୍ଷେତ୍ର ସକଳରେ ହାହାକାର ଶବ୍ଦ ହେବ;”

18ହାୟ, ହାୟ, ସଦାପ୍ରଭୁଙ୍କର ଦିନ ବାଞ୍ଛାକାରୀମାନେ!

19କୌଣସି ମନୁଷ୍ୟ ସିଂହଠାରୁ ପଳାଇ ଯେପରି ଭଲ୍ଲୁକର ହାବୁଡ଼ରେ ପଡ଼ିଲା,

20ସଦାପ୍ରଭୁଙ୍କର ଦିନ ଦୀପ୍ତିମୟ ନ ହୋଇ କି ଅନ୍ଧକାରମୟ ହେବ ନାହିଁ?

21“ଆମ୍ଭେ ତୁମ୍ଭମାନଙ୍କର ପର୍ବସବୁ ଘୃଣା କରୁ, ଆମ୍ଭେ ତାହା ତୁଚ୍ଛଜ୍ଞାନ କରୁ,

22ହଁ, ତୁମ୍ଭେମାନେ ଆମ୍ଭ ନିକଟରେ ତୁମ୍ଭମାନଙ୍କର ହୋମବଳି

23ତୁମ୍ଭେମାନେ ଆମ୍ଭ ନିକଟରୁ ତୁମ୍ଭମାନଙ୍କ ଗାୟନର କୋଳାହଳ ଦୂର କର;

24ମାତ୍ର ନ୍ୟାୟବିଚାର ଜଳରାଶି ତୁଲ୍ୟ ଓ ଧାର୍ମିକତା ପ୍ରବଳ ସ୍ରୋତ ତୁଲ୍ୟ ବହିଯାଉ।

25ହେ ଇସ୍ରାଏଲ ବଂଶ, ତୁମ୍ଭେମାନେ କି ପ୍ରାନ୍ତରରେ ଚାଳିଶ ବର୍ଷ ପର୍ଯ୍ୟନ୍ତ

26ହଁ, ତୁମ୍ଭେମାନେ ଆପଣାମାନଙ୍କ ପାଇଁ ଯାହା ନିର୍ମାଣ କର,

27ଏଥିନିମନ୍ତେ ଆମ୍ଭେ ତୁମ୍ଭମାନଙ୍କୁ ନିର୍ବାସାର୍ଥେ ଦମ୍ମେଶକର ଅପର ପାରିକୁ ଗମନ କରାଇବା।

← ଆମୋଷ 4 ଆମୋଷ ଆମୋଷ 6 →