1ପ୍ରଭୁ ସଦାପ୍ରଭୁ ମୋତେ ଏହିପରି ଦେଖାଇଲେ; ଦେଖ, ଏକ ଡାଲା ଗ୍ରୀଷ୍ମକାଳୀନ ଫଳ।
2ପୁଣି, ସେ କହିଲେ, “ହେ ଆମୋଷ, ତୁମ୍ଭେ କଅଣ ଦେଖୁଅଛ?” ତହିଁରେ ମୁଁ କହିଲି, “ଏକ ଡାଲା ଗ୍ରୀଷ୍ମକାଳୀନ ଫଳ।” ତେବେ ସଦାପ୍ରଭୁ ମୋତେ କହିଲେ,
3ପୁଣି, “ସେହି ଦିନ ମନ୍ଦିରର ଗାନ ସବୁ ହାହାକାର ହେବ।
4ହେ ଦୀନହୀନମାନଙ୍କୁ ଗ୍ରାସ କରିବାକୁ ଉଦ୍ୟତ
5“ତୁମ୍ଭେମାନେ ଐଫା ସାନ କରି
6ଆମ୍ଭେମାନେ ଯେପରି ରୂପା ଦେଇ ଦରିଦ୍ରକୁ
7ସଦାପ୍ରଭୁ ଯାକୁବର ଗୌରବ ନେଇ ଏହି ଶପଥ କରିଅଛନ୍ତି, “ଆମ୍ଭେ ନିଶ୍ଚୟ ସେମାନଙ୍କର କୌଣସି କର୍ମ କେବେ ପାସୋରିବା ନାହିଁ।
8ଦେଶ କି ଏଥିନିମନ୍ତେ କମ୍ପିତ ହେବ ନାହିଁ
9ପ୍ରଭୁ ସଦାପ୍ରଭୁ କହନ୍ତି,
10ପୁଣି, ଆମ୍ଭେ ତୁମ୍ଭମାନଙ୍କର ସକଳ ଉତ୍ସବକୁ ଶୋକରେ
11ପ୍ରଭୁ ସଦାପ୍ରଭୁ କହନ୍ତି,
12ଲୋକମାନେ ଏକ ସମୁଦ୍ରଠାରୁ ଅନ୍ୟ ସମୁଦ୍ର ପର୍ଯ୍ୟନ୍ତ
13ସେହି ଦିନ ସୁନ୍ଦରୀ କୁମାରୀଗଣ ଓ ଯୁବକମାନେ ତୃଷାରେ ମୂର୍ଚ୍ଛାପନ୍ନ ହେବେ।
14ଯେଉଁମାନେ ଶମରୀୟାର ପାପ ନେଇ ଶପଥ କରନ୍ତି, ଆଉ କହନ୍ତି,