1ମୁଁ ଯଜ୍ଞବେଦି ନିକଟରେ ପ୍ରଭୁଙ୍କୁ ଠିଆ ହେବାର ଦେଖିଲି;
2ସେମାନେ ଖୋଳି ପାତାଳ ପର୍ଯ୍ୟନ୍ତ ଗଲେ ହେଁ
3ପୁଣି, ସେମାନେ କର୍ମିଲର ଶୃଙ୍ଗରେ ଆପଣାମାନଙ୍କୁ ଲୁଚାଇଲେ ହେଁ
4ପୁଣି, ସେମାନେ ଆପଣା ଶତ୍ରୁଗଣ ସମ୍ମୁଖରେ ବନ୍ଦୀତ୍ୱ ସ୍ଥାନକୁ ଗଲେ ହେଁ
5କାରଣ ଯେ ପୃଥିବୀକୁ ସ୍ପର୍ଶ କରନ୍ତେ,
6ଯେ ଆକାଶରେ ଆପଣା କୋଠରି ଶ୍ରେଣୀ ନିର୍ମାଣ କରନ୍ତି
7ସଦାପ୍ରଭୁ କହନ୍ତି, “ହେ ଇସ୍ରାଏଲ-ସନ୍ତାନଗଣ,”
8ଦେଖ, ପ୍ରଭୁ ସଦାପ୍ରଭୁଙ୍କର ଚକ୍ଷୁ ଏହି ପାପିଷ୍ଠ ରାଜ୍ୟ ଉପରେ ଅଛି
9“କାରଣ ଦେଖ, ଆମ୍ଭେ ଆଜ୍ଞା କରିବା
10ଆମ୍ଭ ଲୋକମାନଙ୍କ ମଧ୍ୟରୁ ଯେଉଁ ପାପୀମାନେ କୁହନ୍ତି,
11ସେଦିନ ଆମ୍ଭେ ଦାଉଦର ପତିତ ତମ୍ବୁ ପୁନର୍ବାର ଉତ୍ଥାପନ କରିବା
12ତହିଁରେ ସେମାନେ ଆମ୍ଭ ନାମରେ ଖ୍ୟାତ ଇଦୋମର ଅବଶିଷ୍ଟାଂଶକୁ
13ସଦାପ୍ରଭୁ କହନ୍ତି,
14ପୁଣି, ଆମ୍ଭେ ଆପଣା ଲୋକ ଇସ୍ରାଏଲର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା,
15ପୁଣି, ଆମ୍ଭେ ସେମାନଙ୍କୁ ସେମାନଙ୍କ ଦେଶରେ ରୋପଣ କରିବା,