We Believe JesusFé, Esperança e Nova Vida

ପ୍ରକାଶିତ 18

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · oriá

← ପ୍ରକାଶିତ 17 ପ୍ରକାଶିତ ପ୍ରକାଶିତ 19 →

1ଏଥିଉତ୍ତାରେ ମୁଁ ଆଉ ଜଣେ ଦୂତଙ୍କୁ ସ୍ୱର୍ଗରୁ ଓହ୍ଲାଇ ଆସିବାର ଦେଖିଲି; ସେ ମହାକ୍ଷମତାପନ୍ନ, ତାହାଙ୍କ ମହିମାରେ ପୃଥିବୀ ଆଲୋକମୟ ହୋଇଗଲା।

2ସେ ମହା ଶଦ୍ଦ କରି ଉଚ୍ଚସ୍ୱରରେ କହିଲେ,

3କାରଣ ଜାତିସମୂହ,

4ପରେ ମୁଁ ସ୍ୱର୍ଗରୁ ଆଉ ଗୋଟିଏ ସ୍ୱର ଏହା କହିବାର ଶୁଣିଲି,

5କାରଣ ତାହାର ପାପରାଶି ସ୍ୱର୍ଗ ପର୍ଯ୍ୟନ୍ତ ସୁଦ୍ଧା ଉଠିଅଛି,

6ସେ ଯେପରି କରିଅଛି, ସେହିପରି ତାହାକୁ ପ୍ରତିଫଳ ଦିଅ,

7ସେ ଯେତେ ନିଜର ଗୌରବ କରିଅଛି ଓ ବିଳାସିତାରେ କାଳ କାଟିଅଛି,

8ଏନିମନ୍ତେ ଏକ ଦିନରେ ହିଁ ତାହା ପ୍ରତି ଏହି ସମସ୍ତ କ୍ଲେଶ, ଅର୍ଥାତ୍‍ ମୃତ୍ୟୁ, ଶୋକ ଓ ଦୁର୍ଭିକ୍ଷ ଘଟିବ,

9ପୃଥିବୀର ଯେ ସମସ୍ତ ରାଜା ତାହା ସଙ୍ଗରେ ବ୍ୟଭିଚାର କରି ବିଳାସିତାରେ କାଳ କାଟିଅଛନ୍ତି, ସେମାନେ ତାହା ଅଗ୍ନିର ଧୂମ ଦେଖି ତାହା ନିମନ୍ତେ କ୍ରନ୍ଦନ ଓ ବିଳାପ କରିବେ;

10ସେମାନେ ତାହାର ଯନ୍ତ୍ରଣାରେ ଭୟ ହେତୁ ଦୂରରେ ଠିଆ ହୋଇ କହିବେ,

11“ଆଉ ପୃଥିବୀର ବଣିକମାନେ ତାହା ନିମନ୍ତେ କ୍ରନ୍ଦନ ଓ ଶୋକ କରିବେ, କାରଣ କେହି ସେମାନଙ୍କ ବାଣିଜ୍ୟ-ଦ୍ରବ୍ୟ ଆଉ କ୍ରୟ କରିବ ନାହିଁ,

12ଯଥା, ସୁବର୍ଣ୍ଣ, ରୌପ୍ୟ, ମଣି, ମୁକ୍ତା, ସୂକ୍ଷ୍ମ ବସ୍ତ୍ର, କୃଷ୍ଣଲୋହିତ ବର୍ଣ୍ଣର ବସ୍ତ୍ର, ପଟୁବସ୍ତ୍ର, ଲୋହିତବର୍ଣ୍ଣ ବସ୍ତ୍ର, ସମସ୍ତ ପ୍ରକାର ଚନ୍ଦନକାଷ୍ଠ, ହସ୍ତୀଦନ୍ତର ସର୍ବ ପ୍ରକାର ବସ୍ତୁ, ଅତି ବହୁମୂଲ୍ୟ କାଠ, ପିତ୍ତଳ, ଲୌହ ଓ ମର୍ମର ପ୍ରସ୍ତର18:12 ମର୍ମର ପ୍ରସ୍ତର ବର୍ତ୍ତମାନର ସମୟରେ ମାର୍ବଲ୍ ନାମରେ ନାମିତ ନିର୍ମିତ ସମସ୍ତ ପ୍ରକାର ବସ୍ତୁ,

13ଦାରୁଚିନି, ସୁଗନ୍ଧିଦ୍ରବ୍ୟ, ଧୂପ, ସୁଗନ୍ଧି ଲେପ୍ୟଦ୍ରବ୍ୟ, କୁନ୍ଦୁରୁ, ମଦ୍ୟ, ସୁଗନ୍ଧି ତୈଳ, ମଇଦା, ଗହମ, ଗୋରୁ, ମେଷ, ଅଶ୍ୱ, ରଥ, କ୍ରୀତଦାସ ଓ ମନୁଷ୍ୟମାନଙ୍କ ପ୍ରାଣ।

14ତୋହର ପ୍ରାଣର ଅଭିଳାଷର ଫଳସବୁ ତୋହଠାରୁ ଦୂର ହୋଇଅଛି, ପୁଣି, ସମସ୍ତ ସୁସ୍ୱାଦୁ ଓ ମନୋହର ବିଷୟ ତୋହଠାରୁ ଅନ୍ତର କରାଯାଇ ବିନଷ୍ଟ ହୋଇଅଛି, ଆଉ କେବେ ହେଁ ସେ ସମସ୍ତର ଉଦ୍ଦେଶ୍ୟ ମିଳିବ ନାହିଁ।

15ଏହି ସମସ୍ତ ଦ୍ରବ୍ୟର ଯେଉଁ ବଣିକମାନେ ତାହା ଦ୍ୱାରା ଧନୀ ହୋଇଥିଲେ, ସେମାନେ ତାହାର ଯନ୍ତ୍ରଣାର ଭୟ ହେତୁ ଦୂରରେ ଠିଆ ହୋଇ କ୍ରନ୍ଦନ ଓ ଶୋକ କରି କହିବେ,

16‘ହାୟ, ହାୟ, ମହାନଗରୀ, ସନ୍ତାପର ପାତ୍ରୀ।

17କାରଣ ଏକ ଘଡ଼ି ମଧ୍ୟରେ ସେହି ମହାସମ୍ପତ୍ତି ଧ୍ୱଂସ ହୋଇଗଲା।’”

18ତାହାର ଅଗ୍ନିର ଧୂମ ଦେଖି ଚିତ୍କାର କରି କହିଲେ, ଏହି ମହାନଗରୀ ତୁଲ୍ୟ ଆଉ କେଉଁ ନଗରୀ?

19ସେମାନେ ଆପଣା ଆପଣା ମସ୍ତକରେ ଧୂଳି ପକାଇ କ୍ରନ୍ଦନ ଓ ଶୋକ କରି ଚିତ୍କାର ସହ କହିଲେ,

20ହେ ସ୍ୱର୍ଗ,

21ତତ୍ପରେ ଜଣେ ବଳବାନ ଦୂତ ଗୋଟିଏ ବୃହତ୍ ଚକିପଥର ପରି ଗୋଟିଏ ପଥର ସମୁଦ୍ରରେ ନିକ୍ଷେପ କରି କହିଲେ,

22ବୀଣାବାଦକ, ଗାୟକ, ବଂଶୀବାଦକ ଓ ତୂରୀବାଦକମାନଙ୍କର ଶବ୍ଦ

23ପ୍ରଦୀପର ଆଲୋକ,

24ପୁଣି, ଭାବବାଦୀମାନଙ୍କର, ସାଧୁମାନଙ୍କର ଓ ପୃଥିବୀରେ ହତ ହୋଇଥିବା

← ପ୍ରକାଶିତ 17 ପ୍ରକାଶିତ ପ୍ରକାଶିତ 19 →