We Believe JesusFé, Esperança e Nova Vida

ପରମ ଗୀତ 2

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · oriá

← ପରମ ଗୀତ 1 ପରମ ଗୀତ ପରମ ଗୀତ 3 →

1ମୁଁ ଶାରୋଣର ଗୋଲାପ

2ଯେପରି କଣ୍ଟକ ମଧ୍ୟରେ କଇଁଫୁଲ,

3ଯେପରି ବନବୃକ୍ଷମାନଙ୍କ ମଧ୍ୟରେ ନାଗରଙ୍ଗ ବୃକ୍ଷ,

4ସେ ଆପଣା ଭୋଜନପାନର ଗୃହକୁ ମୋତେ ଆଣିଲେ,

5ତୁମ୍ଭେମାନେ ଦ୍ରାକ୍ଷାଫଳ ଦେଇ ମୋତେ ସୁସ୍ଥିର କର, ନାଗରଙ୍ଗ ଫଳରେ ମୋତେ ଆଶ୍ୱାସ ଦିଅ;

6ତାଙ୍କ ବାମ ହସ୍ତ ମୋʼ ମସ୍ତକ ତଳେ ଅଛି,

7ହେ ଯିରୂଶାଲମର କନ୍ୟାଗଣ,

8ଏହି ତ ମୋʼ ପ୍ରିୟତମଙ୍କ ରବ!

9ମୋହର ପ୍ରିୟତମ ହରିଣ ଓ ତରୁଣ ମୃଗ ତୁଲ୍ୟ;

10ମୋହର ପ୍ରିୟତମ କଥା କହିଲେ ଓ ସେ ମୋତେ କହିଲେ,

11କାରଣ, ଦେଖ, ଶୀତକାଳ ଗତ ହେଲା,

12ଭୂମିରେ ପୁଷ୍ପ ପ୍ରସ୍ପୁଟିତ ହେଉଅଛି,

13ଡିମ୍ବିରିବୃକ୍ଷ ସ୍ୱ ଅପକ୍ୱ ଫଳମାନ ପକ୍ୱ କରୁଅଛି

14ହେ ମୋହର କପୋତୀ, ତୁମ୍ଭେ ଶୈଳର ଫାଟରେ ଗଡ଼ନ୍ତି ସ୍ଥାନର ଅନ୍ତରାଳରେ ଅଛ,

15ଆମ୍ଭମାନଙ୍କ ପାଇଁ ଦ୍ରାକ୍ଷାକ୍ଷେତ୍ରନାଶକ ଶୃଗାଳମାନଙ୍କୁ, କ୍ଷୁଦ୍ର ଶୃଗାଳମାନଙ୍କୁ ଧର;

16ମୋʼ ପ୍ରିୟତମ ମୋହର ଓ ମୁଁ ତାଙ୍କର ଅଟେ;

17ହେ ମୋହର ପ୍ରିୟତମ,

← ପରମ ଗୀତ 1 ପରମ ଗୀତ ପରମ ଗୀତ 3 →