We Believe JesusFé, Esperança e Nova Vida

ପରମ ଗୀତ 5

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · oriá

← ପରମ ଗୀତ 4 ପରମ ଗୀତ ପରମ ଗୀତ 6 →

1ହେ ମୋହର ପ୍ରିୟେ, ମୋହର କନ୍ୟା, ମୁଁ ଆପଣା ଉଦ୍ୟାନକୁ ଆସିଅଛି;

2ମୁଁ ନିଦ୍ରିତା ଥିଲି, ମାତ୍ର ମୋହର ହୃଦୟ ଜାଗ୍ରତ ଥିଲା;

3ମୁଁ ଆପଣା ଜାମା କାଢ଼ି ପକାଇଅଛି, କିପରି ପୁନର୍ବାର ତାହା ପିନ୍ଧିବି?

4ମୋʼ ପ୍ରିୟତମ ଦ୍ୱାରର ଛିଦ୍ରରେ ଆପଣା ହସ୍ତ ଥୋଇଲେ,

5ମୁଁ ଆପଣା ପ୍ରିୟତମଙ୍କ ପାଇଁ ଦ୍ୱାର ଫିଟାଇବାକୁ ଉଠିଲି;

6ମୁଁ ଆପଣା ପ୍ରିୟତମଙ୍କ ପାଇଁ ଦ୍ୱାର ଫିଟାଇଲି;

7ନଗର ଭ୍ରମଣକାରୀ ପ୍ରହରୀମାନେ ମୋତେ ଦେଖିଲେ,

8ହେ ଯିରୂଶାଲମର କନ୍ୟାଗଣ, ଯେବେ ତୁମ୍ଭେମାନେ ମୋʼ ପ୍ରିୟତମଙ୍କର ଦେଖା ପାଇବ,

9ହେ ନାରୀଗଣ ମଧ୍ୟରେ ପରମାସୁନ୍ଦରୀ,

10ମୋହର ପ୍ରିୟତମ ଶ୍ଵେତ ଓ ରକ୍ତବର୍ଣ୍ଣ,

11ତାଙ୍କର ମସ୍ତକ ଶୁଦ୍ଧ ସୁବର୍ଣ୍ଣ ତୁଲ୍ୟ,

12ତାଙ୍କର ନେତ୍ରଯୁଗଳ ଜଳସ୍ରୋତ ନିକଟସ୍ଥ କପୋତ ତୁଲ୍ୟ;

13ତାଙ୍କର ଗାଲ ସୁଗନ୍ଧି ଲତାର କିଆରି ସ୍ୱରୂପ,

14ତାଙ୍କ ହସ୍ତଦ୍ୱୟ ବୈଦୁର୍ଯ୍ୟ ମଣିରେ ଖଚିତ ସୁବର୍ଣ୍ଣ ମୁଦ୍ରିକା ତୁଲ୍ୟ;

15ତାଙ୍କ ଗୋଡ଼ ଦୁଇଟି ଶୁଦ୍ଧ ସୁବର୍ଣ୍ଣ ଚୁଙ୍ଗୀରେ ସ୍ଥାପିତ ମର୍ମର ପ୍ରସ୍ତରର ସ୍ତମ୍ଭ ତୁଲ୍ୟ;

16ତାଙ୍କ ମୁଖ ଅତ୍ୟନ୍ତ ସୁମିଷ୍ଟ;

← ପରମ ଗୀତ 4 ପରମ ଗୀତ ପରମ ଗୀତ 6 →