1ହେ ନାରୀଗଣ ମଧ୍ୟରେ ପରମସୁନ୍ଦରୀ,
2ମୋହର ପ୍ରିୟତମ ଆପଣା ଉଦ୍ୟାନକୁ,
3ମୁଁ ଆପଣା ପ୍ରିୟତମଙ୍କର ଓ ମୋʼ ପ୍ରିୟତମ ମୋହର;
4ହେ ମୋହର ପ୍ରିୟେ, ତୁମ୍ଭେ ତିର୍ସା ପରି ସୁନ୍ଦରୀ,
5ତୁମ୍ଭେ ମୋʼ ଆଡ଼ୁ ଆପଣା ଆଖି ଫେରାଅ,
6ତୁମ୍ଭର ଦନ୍ତ-ପଂକ୍ତି ସ୍ନାନରୁ ଉତ୍ଥିତା ମେଷୀପଲ ତୁଲ୍ୟ;
7ତୁମ୍ଭ ଓଢ଼ଣା ତଳେ ତୁମ୍ଭର ଗାଲ ଡାଳିମ୍ବଖଣ୍ଡ ସଦୃଶ।
8ଷାଠିଏ ରାଣୀ ଓ ଅଶୀ ଉପପତ୍ନୀ
9ମାତ୍ର ମୋʼ କପୋତୀ, ମୋʼ ଶୁଦ୍ଧମତି ଅଦ୍ୱିତୀୟା;
10ଏହି ଯେ ଅରୁଣ ତୁଲ୍ୟ ଉଦୀୟମାନା,
11ମୁଁ ଉପତ୍ୟକାର ନବୀନ ବୃକ୍ଷସବୁ ଦେଖିବାକୁ,
12ମୁଁ ଜ୍ଞାତ ହେବା ପୂର୍ବେ ମୋହର ପ୍ରାଣ
13ହେ ଶୂଲମିୟେ, ଫେର, ଫେର;