1ହେ ରାଜକନ୍ୟେ, ପାଦୁକାରେ ତୁମ୍ଭ ଚରଣ କିପରି ସୁନ୍ଦର।
2ତୁମ୍ଭର ନାଭିଦେଶ ମିଶ୍ରିତ ଦ୍ରାକ୍ଷାରସ ଅଭାବ ନ ଥିବା ବର୍ତ୍ତୁଳ ତାଟିଆ ତୁଲ୍ୟ;
3ତୁମ୍ଭର ସ୍ତନଯୁଗଳ ହରିଣୀର ଯାଆଁଳା ଛୁଆ ତୁଲ୍ୟ।
4ତୁମ୍ଭର ଗଳଦେଶ ଗଜଦନ୍ତମୟ ଦୁର୍ଗ ସଦୃଶ;
5ତୁମ୍ଭ ମସ୍ତକ କର୍ମିଲ ପର୍ବତ ତୁଲ୍ୟ,
6ହେ ପ୍ରିୟେ, ତୁଷ୍ଟି ଜନ୍ମାଇବା ନିମନ୍ତେ ତୁମ୍ଭେ କିପରି ସୁନ୍ଦରୀ ଓ ମନୋହାରିଣୀ!
7ତୁମ୍ଭ ଶରୀରର ଦୀର୍ଘତା ଖର୍ଜ୍ଜୁର ବୃକ୍ଷ ତୁଲ୍ୟ
8ମୁଁ କହିଲି, “ମୁଁ ଖର୍ଜ୍ଜୁର ବୃକ୍ଷ ଆରୋହଣ କରିବି,
9ତୁମ୍ଭର ମୁଖ7:9 ମୁଖ କିମ୍ବା ଚୁମ୍ବନ ସର୍ବୋତ୍ତମ ଦ୍ରାକ୍ଷାରସ ତୁଲ୍ୟ,
10ମୁଁ ଆପଣା ପ୍ରିୟତମଙ୍କର ଓ ତାଙ୍କର ବାସନା ମୋʼ ପ୍ରତି ଅଛି।
11ଆସ, ମୋʼ ପ୍ରିୟତମ, ଆମ୍ଭେମାନେ କ୍ଷେତ୍ରକୁ ଯାଉ;
12ଆମ୍ଭେମାନେ ଅତି ପ୍ରଭାତରେ ଦ୍ରାକ୍ଷାକ୍ଷେତ୍ରକୁ ଯାଉ;
13ଦୂଦାଫୁଲ ସୁବାସ ଦେଉଅଛି,