We Believe JesusFé, Esperança e Nova Vida

ପରମ ଗୀତ 8

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · oriá

← ପରମ ଗୀତ 7 ପରମ ଗୀତ

1ଆହା, ଯେ ମୋʼ ମାତାଙ୍କର ସ୍ତନ୍ୟପାନ କରିଅଛି,

2ମୁଁ ତୁମ୍ଭକୁ ପଥ କଢ଼ାଇ ଆପଣା ମାତାଙ୍କ ଗୃହକୁ ଘେନି ଆସନ୍ତି,

3ତାଙ୍କ ବାମ ହସ୍ତ ମୋʼ ମସ୍ତକ ତଳେ ରହିବ

4ହେ ଯିରୂଶାଲମର କନ୍ୟାଗଣ, ମୁଁ ତୁମ୍ଭମାନଙ୍କୁ ଶପଥ ଦେଉଅଛି ଯେ,

5ଆପଣା ପ୍ରିୟତମଙ୍କ ଉପରେ ଆଉଜିପଡ଼ି ପ୍ରାନ୍ତରରୁ ଆସୁଅଛି ଯେ, ସେ କିଏ?

6ତୁମ୍ଭେ ମୋତେ ମୋହର ତୁଲ୍ୟ ଆପଣା ହୃଦୟରେ,

7ଅପାର ଜଳରାଶି ପ୍ରେମକୁ ନିର୍ବାଣ କରି ନ ପାରେ,

8ଆମ୍ଭମାନଙ୍କର ଗୋଟିଏ ସାନ ଭଗିନୀ ଅଛି,

9ଯଦି ସେ ପ୍ରାଚୀର ସ୍ୱରୂପା ହୁଏ,

10ମୁଁ ପ୍ରାଚୀର ସ୍ୱରୂପା ଓ ମୋହର ସ୍ତନ ତହିଁର ଦୁର୍ଗ ସ୍ୱରୂପ;

11ବାଲ-ହାମୋନରେ ଶଲୋମନଙ୍କର ଏକ ଦ୍ରାକ୍ଷାକ୍ଷେତ୍ର ଥିଲା;

12ମୋହର ଦ୍ରାକ୍ଷାକ୍ଷେତ୍ର ମୋʼ ସମ୍ମୁଖରେ ଅଛି;

13ହେ ଉପବନବାସିନୀ,

14ହେ ମୋହର ପ୍ରିୟତମ, ଚଞ୍ଚଳ ହୁଅ,

← ପରମ ଗୀତ 7 ପରମ ଗୀତ