1ପରମେଶ୍ୱରଙ୍କ ଲୋକ ମୋଶା ଆପଣା ମୃତ୍ୟୁୁ ପୁର୍ବରୁ ଇସ୍ରାଏଲ-ସନ୍ତାନଗଣକୁ ଯେଉଁ ଆଶୀର୍ବାଦ କଲେ, ସେହି ଆଶୀର୍ବାଦ ଏହି।
2ସେ କହିଲେ,
3ହଁ, ସେ ଲୋକମାନଙ୍କୁ ପ୍ରେମ କରନ୍ତି;
4ମୋଶା ଆମ୍ଭମାନଙ୍କୁ ବ୍ୟବସ୍ଥା ଆଦେଶ କଲେ,
5ଲୋକମାନଙ୍କ ପ୍ରଧାନବର୍ଗର ସମାଗମ ସମୟରେ,
6ରୁବେନ୍ ବଞ୍ଚି ଥାଉ ଓ ନ ମରୁ; ତଥାପି ତାହାର ଲୋକ ସଂଖ୍ୟକ ହେଉନ୍ତୁ।
7ଯିହୁଦା ପ୍ରତି ଆଶୀର୍ବାଦ ଏହି ସେ କହିଲେ,
8ପୁଣି, ସେ ଲେବୀ ବିଷୟରେ କହିଲେ,
9ସେ ଆପଣା ପିତା ଓ ଆପଣା ମାତା ବିଷୟରେ କହିଲା, “ଆମ୍ଭେ ସେମାନଙ୍କୁ ଦେଖି ନାହୁଁ;
10ସେମାନେ ଯାକୁବକୁ ତୁମ୍ଭର ଶାସନ
11ହେ ସଦାପ୍ରଭୋ, ତାହାର ସମ୍ପତ୍ତିକୁ ଆଶୀର୍ବାଦ କର
12ସେ ବିନ୍ୟାମୀନ୍ ବିଷୟରେ କହିଲେ,
13ଆଉ ସେ ଯୋଷେଫ ବିଷୟରେ କହିଲେ,
14ପୁଣି, ସୂର୍ଯ୍ୟର ଫଳ ସ୍ୱରୂପ ଉତ୍ତମ ଦ୍ରବ୍ୟରେ
15ପୁରାତନ ପର୍ବତମାନର ଉତ୍ତମ ଦ୍ରବ୍ୟରେ
16ଆଉ ପୃଥିବୀର ଓ ତତ୍ପୂରକ ବସ୍ତୁର ଉତ୍ତମ ଦ୍ରବ୍ୟରେ
17ତାହାର ବୃଷଭର ପ୍ରଥମଜାତ ତାହାର ମହିମା ସ୍ୱରୂପ,
18ସବୂଲୂନ ବିଷୟରେ ସେ କହିଲେ,
19ସେମାନେ ଲୋକମାନଙ୍କୁ ପର୍ବତକୁ ନିମନ୍ତ୍ରଣ କରିବେ;
20ପୁଣି, ଗାଦ୍ ବିଷୟରେ ସେ କହିଲେ,
21ସେ ଆପଣା ପାଇଁ ପ୍ରଥମ ଅଂଶ ନିରୀକ୍ଷଣ କଲା;
22ପୁଣି, ସେ ଦାନ୍ ବିଷୟରେ କହିଲେ,
23ପୁଣି, ସେ ନପ୍ତାଲି ବିଷୟରେ କହିଲେ,
24ପୁଣି, ସେ ଆଶେର ବିଷୟରେ କହିଲେ,
25ତୁମ୍ଭର ଅର୍ଗଳ ଲୌହ ଓ ପିତ୍ତଳମୟ ହେବ;
26ହେ ଯିଶୁରୁଣ, ପରମେଶ୍ୱରଙ୍କ ତୁଲ୍ୟ କେହି ନାହିଁ,
27ଅନାଦି ପରମେଶ୍ୱର ତୁମ୍ଭର ବାସସ୍ଥାନ
28ତହିଁରେ ଇସ୍ରାଏଲ ନିର୍ଭୟରେ ବାସ କଲା,
29ହେ ଇସ୍ରାଏଲ, ତୁମ୍ଭେ ଧନ୍ୟ ଅଟ;