We Believe JesusFé, Esperança e Nova Vida

ଉପଦେଶକ 10

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · oriá

← ଉପଦେଶକ 9 ଉପଦେଶକ ଉପଦେଶକ 11 →

1ମଲା ମାଛି ଗନ୍ଧବଣିକର ସୁଗନ୍ଧି ତୈଳ ଦୁର୍ଗନ୍ଧ କରି ପକାଏ;

2ଜ୍ଞାନୀର ହୃଦୟ ତାହାକୁ ସଠିକ୍ ପଥରେ ନିଏ;

3ଆହୁରି, ମୂର୍ଖ ପଥରେ ଗମନ କଲା ବେଳେ ତାହାର ବୁଦ୍ଧିର ଅଭାବ ଦେଖାଯାଏ,

4ତୁମ୍ଭ ଉପରେ ଶାସନକର୍ତ୍ତାର ମନରେ ବିରୁଦ୍ଧଭାବ ଉତ୍ପନ୍ନ ହେଲେ, ଆପଣା ସ୍ଥାନ ଛାଡ଼ ନାହିଁ;

5ମୁଁ ସୂର୍ଯ୍ୟ ତଳେ ଏକ ମନ୍ଦ ବିଷୟ ଦେଖିଅଛି,

6ମୂର୍ଖତା ଅତି ଉଚ୍ଚପଦରେ ସ୍ଥାପିତ ହୁଏ,

7ମୁଁ ଦାସମାନଙ୍କୁ ଅଶ୍ୱ ଉପରେ

8ଯେ ଗର୍ତ୍ତ ଖୋଳେ, ସେ ତହିଁରେ ପଡ଼ିବ

9ଯେଉଁ ଲୋକ ପଥର ଖୋଳେ, ସେ ତଦ୍ଦ୍ୱାରା ଆଘାତ ପାଇବ;

10ଲୁହା ଦନ୍ଥରା ହେଲେ ଯଦି କେହି ତାହାର ଦାଢ଼ ନ ପଜାଏ,

11ସର୍ପ ମନ୍ତ୍ରମୁଗ୍ଧ ହେବା ପୂର୍ବରୁ କାମୁଡ଼ିଲେ ଗୁଣିଆର କିଛି ଲାଭ ନାହିଁ।

12ଜ୍ଞାନୀର ମୁଖର ବାକ୍ୟ ଅନୁଗ୍ରହଜନକ;

13ତାହାର ମୁଖର ବାକ୍ୟାରମ୍ଭ ଅଜ୍ଞାନତା ଅଟେ

14ମୂର୍ଖ ବହୁତ କଥା କହେ; ତଥାପି କଅଣ ହେବ, ମନୁଷ୍ୟ ଜାଣେ ନାହିଁ;

15ପ୍ରତ୍ୟେକ ମୂର୍ଖର ପରିଶ୍ରମ ତାହାକୁ କ୍ଳାନ୍ତ କରେ,

16ହେ ଦେଶ, ତୁମ୍ଭର ରାଜା ଯଦି ବାଳକ10:16 ବାଳକ ଅର୍ଥାତ୍‍ ଦାସ ହୁଏ

17ହେ ଦେଶ, କୁଳୀନର ପୁତ୍ର ଯେବେ ତୁମ୍ଭର ରାଜା ହୁଏ

18ଆଳସ୍ୟରେ ଛାତ ବସିଯାଏ,

19ହାସ୍ୟ ନିମନ୍ତେ ଭୋଜ ପ୍ରସ୍ତୁତ ହୁଏ,

20ରାଜାଙ୍କୁ ଅଭିଶାପ ଦିଅ ନାହିଁ, ନା ମନେ ମନେ ହିଁ ଦିଅ ନାହିଁ;

← ଉପଦେଶକ 9 ଉପଦେଶକ ଉପଦେଶକ 11 →