1ସେତେବେଳେ ଯୂନସ ସେହି ମତ୍ସ୍ୟ ଉଦରରେ ଥାଇ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କଲେ।
2ଆଉ, ସେ କହିଲେ,
3କାରଣ ତୁମ୍ଭେ ସମୁଦ୍ର ଗର୍ଭର ଗଭୀର ଜଳରେ ମୋତେ ନିକ୍ଷେପ କଲ,
4ଆଉ, ମୁଁ କହିଲି, ମୁଁ ତୁମ୍ଭ ଦୃଷ୍ଟିଗୋଚରରୁ ଦୂରୀକୃତ ହୋଇଅଛି;
5ଜଳରାଶି ପ୍ରାଣ ପର୍ଯ୍ୟନ୍ତ ହିଁ ମୋତେ ଘେରିଲା;
6ମୁଁ ପର୍ବତଗଣର ମୂଳ ପର୍ଯ୍ୟନ୍ତ ତଳକୁ ଗଲି;
7ମୋʼ ମଧ୍ୟରେ ମୋʼ ପ୍ରାଣ ମୂର୍ଚ୍ଛିତ ହେବା ବେଳେ ମୁଁ ସଦାପ୍ରଭୁଙ୍କୁ ସ୍ମରଣ କଲି;
8ଯେଉଁମାନେ ଅସାର ପ୍ରତିମାଗଣକୁ ମାନନ୍ତି,
9ମାତ୍ର ମୁଁ ଧନ୍ୟବାଦ ସହିତ ତୁମ୍ଭ ଉଦ୍ଦେଶ୍ୟରେ ବଳିଦାନ କରିବି;
10ଏଥିରେ ସଦାପ୍ରଭୁ ସେହି ମତ୍ସ୍ୟକୁ ଆଜ୍ଞା କରନ୍ତେ, ସେ ଯୂନସଙ୍କୁ ଶୁଷ୍କ ଭୂମିରେ ଉଦ୍ଗାର କଲା।