1ଏଥିଉତ୍ତାରେ ଯାକୁବ ଆପଣା ପୁତ୍ରମାନଙ୍କୁ ଡାକି କହିଲେ, “ତୁମ୍ଭେମାନେ ଏକତ୍ର ହୁଅ; ଶେଷ କାଳରେ ତୁମ୍ଭମାନଙ୍କ ପ୍ରତି ଯାହା ଘଟିବ, ତାହା ତୁମ୍ଭମାନଙ୍କୁ କହୁଅଛି।
2ହେ ଯାକୁବର ପୁତ୍ରଗଣ, ଏକତ୍ର ହୋଇ ଶୁଣ
3ହେ ରୁବେନ୍, ତୁମ୍ଭେ ମୋହର ପ୍ରଥମଜାତ (ପୁତ୍ର), ମୋହର ବଳ ଓ ମୋʼ ଶକ୍ତିର ପ୍ରଥମ ଫଳ;
4ତୁମ୍ଭେ ଉଚ୍ଛଳିତ ଜଳ ତୁଲ୍ୟ, ତୁମ୍ଭର ପ୍ରଧାନତା ରହିବ ନାହିଁ;
5ଶିମୀୟୋନ ଓ ଲେବୀ ଦୁଇ ସହୋଦର;
6ହେ ମୋହର ପ୍ରାଣ, ସେମାନଙ୍କ ଗୁପ୍ତ ମନ୍ତ୍ରଣାରେ ପ୍ରବେଶ କର ନାହିଁ;
7ସେମାନଙ୍କ କ୍ରୋଧ ଅଭିଶପ୍ତ ହେଉ, କାରଣ ତାହା ପ୍ରଚଣ୍ଡ ଥିଲା;
8ହେ ଯିହୁଦା, ତୁମ୍ଭର ଭାଇମାନେ ତୁମ୍ଭକୁ ପ୍ରଶଂସା କରିବେ;
9ଯିହୁଦା ସିଂହଶାବକ;
10ଶୀଲୋର ଆଗମନ ପର୍ଯ୍ୟନ୍ତ49:10 ସେ ଶୀଲୋକୁ ଆସିବା ପର୍ଯ୍ୟନ୍ତ କିମ୍ବା ସେ ଯାହାର ଅଟେ ତାହା ପାଖକୁ ଆସିବା ପର୍ଯ୍ୟନ୍ତ ଯିହୁଦାଠାରୁ ରାଜଦଣ୍ଡ
11ସେ ଦ୍ରାକ୍ଷାଲତା ନିକଟରେ ଆପଣା ବାଛରାକୁ
12ତାହାର ଚକ୍ଷୁ ଦ୍ରାକ୍ଷାରସରେ ରକ୍ତବର୍ଣ୍ଣ ହେବ,
13ସବୂଲୂନ ସମୁଦ୍ର ବନ୍ଦରରେ ବାସ କରିବ
14ଇଷାଖର ବଳବାନ ଗର୍ଦ୍ଦଭ ସଦୃଶ,
15ସେ ବିଶ୍ରାମ-ସ୍ଥାନକୁ ଉତ୍ତମ
16ଦାନ୍ ଇସ୍ରାଏଲର ଅନ୍ୟାନ୍ୟ ବଂଶ ତୁଲ୍ୟ ହୋଇ
17ଦାନ୍ ପଥସ୍ଥିତ ସର୍ପ ତୁଲ୍ୟ
18ହେ ସଦାପ୍ରଭୋ, ମୁଁ ତୁମ୍ଭ ପରିତ୍ରାଣର ଅପେକ୍ଷାରେ ଅଛି।
19ସୈନ୍ୟଦଳ ଗାଦ୍କୁ ଆକ୍ରମଣ କରିବେ;
20ଆଶେରଠାରୁ ଅତ୍ୟୁତ୍ତମ ଖାଦ୍ୟ ଉତ୍ପନ୍ନ ହେବ;
21ନପ୍ତାଲି ଦୀର୍ଘାଙ୍ଗୀ ହରିଣୀ ସ୍ୱରୂପ,
22ଯୋଷେଫ ଫଳଦାୟୀ ବୃକ୍ଷର ପଲ୍ଲବ,
23ଧନୁର୍ଦ୍ଧରମାନେ ତାହାକୁ ଅତିଶୟ କ୍ଳେଶ ଦେଇଅଛନ୍ତି,
24ମାତ୍ର ତାହାର ଧନୁ ଦୃଢ଼ ହୋଇ ରହିଲା,
25ଅର୍ଥାତ୍, ପୈତୃକ ପରମେଶ୍ୱର, ଯେ ତୁମ୍ଭର ଉପକାର କରିବେ
26ମୋହର ପୂର୍ବପୁରୁଷମାନଙ୍କ ଆଶୀର୍ବାଦଠାରୁ
27ବିନ୍ୟାମୀନ୍ ବିଦାରକ କେନ୍ଦୁଆ ତୁଲ୍ୟ;
28ଏମାନେ ଇସ୍ରାଏଲଙ୍କର ଦ୍ୱାଦଶ ବଂଶ; ଏମାନଙ୍କ ପିତା ଆଶୀର୍ବାଦ କରିବା ବେଳେ ଏହି କଥା କହି ଏମାନଙ୍କର ପ୍ରତି ଜଣକୁ ବିଶେଷ ବିଶେଷ ଆଶୀର୍ବାଦ କଲେ।
29ଏଥିଉତ୍ତାରେ ଯାକୁବ ସେମାନଙ୍କୁ ଆଦେଶ ଦେଇ କହିଲେ, “ମୁଁ ଆପଣା ଲୋକଙ୍କ ସଙ୍ଗେ ସଂଗୃହୀତ ହେବାକୁ ଉଦ୍ୟତ।
30ଏହେତୁ ଅବ୍ରହାମ କବର ସ୍ଥାନର ଅଧିକାର ନିମନ୍ତେ କିଣାନ ଦେଶରେ ମମ୍ରିର ସମ୍ମୁଖସ୍ଥ ଯେଉଁ ମକ୍ପେଲାର କ୍ଷେତ୍ର ହିତ୍ତୀୟ ଇଫ୍ରୋଣଠାରୁ କିଣିଥିଲେ, ସେହି ହିତ୍ତୀୟ ଇଫ୍ରୋଣର କ୍ଷେତ୍ରସ୍ଥିତ ଗୁହାରେ ମୋହର ପୂର୍ବପୁରୁଷମାନଙ୍କ ନିକଟରେ ମୋତେ କବର ଦେବ।
31ସେହି ସ୍ଥାନରେ ଅବ୍ରହାମଙ୍କର ଓ ତାଙ୍କର ଭାର୍ଯ୍ୟା ସାରାର କବର ହୋଇଅଛି, ପୁଣି, ସେହି ସ୍ଥାନରେ ଇସ୍ହାକଙ୍କର ଓ ତାଙ୍କର ଭାର୍ଯ୍ୟା ରିବିକାର କବର ହୋଇଅଛି, ପୁଣି, ସେହି ସ୍ଥାନରେ ମୁଁ ମଧ୍ୟ ଲେୟାକୁ କବର ଦେଇଅଛି;
32ସେହି କ୍ଷେତ୍ର ଓ ତନ୍ମଧ୍ୟସ୍ଥିତ ଗୁହା ହିତ୍ତୀୟ ସନ୍ତାନମାନଙ୍କଠାରୁ କିଣା ହୋଇଅଛି।”
33ଏହିରୂପେ ଯାକୁବ ଆପଣା ପୁତ୍ରମାନଙ୍କୁ ଆଜ୍ଞା ଦେବାର ସମାପ୍ତ କଲା ଉତ୍ତାରେ ଶଯ୍ୟାରେ ଦୁଇ ପାଦ ଏକତ୍ର କରି ପ୍ରାଣତ୍ୟାଗ କଲେ ଓ ଆପଣା ଲୋକମାନଙ୍କ ନିକଟରେ ସଂଗୃହୀତ ହେଲେ।