We Believe JesusFé, Esperança e Nova Vida

ଯୋୟେଲ 2

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · oriá

← ଯୋୟେଲ 1 ଯୋୟେଲ ଯୋୟେଲ 3 →

1ତୁମ୍ଭେମାନେ ସିୟୋନରେ ତୂରୀ ବଜାଅ

2ତାହା ତିମିର ଓ ଅନ୍ଧକାରମୟ ଦିନ,

3ସେମାନଙ୍କ ଆଗରେ ଅଗ୍ନି ଗ୍ରାସ କରୁଅଛି

4ସେମାନଙ୍କର ଆକାର ଅଶ୍ୱଗଣର ଆକୃତି ତୁଲ୍ୟ

5ପର୍ବତଗଣର ଶୃଙ୍ଗରେ ରଥସମୂହର ଶବ୍ଦ ତୁଲ୍ୟ ସେମାନେ କୁଦନ୍ତି,

6ସେମାନଙ୍କ ସାକ୍ଷାତରେ ଗୋଷ୍ଠୀଗଣ ଯନ୍ତ୍ରଣାଯୁକ୍ତ;

7ସେମାନେ ବୀରଗଣ ତୁଲ୍ୟ ଦୌଡ଼ନ୍ତି;

8ଅବା ସେମାନଙ୍କର ଏକ ଜଣ ଆର ଜଣକୁ ଠେଲନ୍ତି ନାହିଁ;

9ସେମାନେ ନଗର ଉପରେ କୁଦନ୍ତି;

10ସେମାନଙ୍କ ସମ୍ମୁଖରେ ପୃଥିବୀ କମ୍ପିତ ହୁଏ;

11ପୁଣି, ସଦାପ୍ରଭୁ ଆପଣା ସୈନ୍ୟସାମନ୍ତ ସମ୍ମୁଖରେ

12ତଥାପି ସଦାପ୍ରଭୁ କହନ୍ତି,

13ପୁଣି, ଆପଣା ଆପଣା ବସ୍ତ୍ର ନ ଚିରି ଅନ୍ତଃକରଣ ଚିର”

14କେଜାଣି ସେ ଫେରି ଦୁଃଖିତ ହେବେ ଓ ଆପଣା ପଶ୍ଚାତ୍‍ ଆଶୀର୍ବାଦ,

15ସିୟୋନରେ ତୂରୀ ବଜାଅ

16ଲୋକମାନଙ୍କୁ ଏକତ୍ର କର,

17ବରଣ୍ଡା ଓ ବେଦିର ମଧ୍ୟସ୍ଥାନରେ

18ସେତେବେଳେ ସଦାପ୍ରଭୁ ଆପଣା ଦେଶ ପାଇଁ ଉଦ୍‍ଯୋଗୀ ହେଲେ

19ପୁଣି, ସଦାପ୍ରଭୁ ଆପଣା ଲୋକମାନଙ୍କୁ ଉତ୍ତର ଦେଇ କହିଲେ,

20ମାତ୍ର ଆମ୍ଭେ ତୁମ୍ଭମାନଙ୍କ ନିକଟରୁ

21ହେ ଦେଶ, ଭୟ କର ନାହିଁ,

22ହେ କ୍ଷେତ୍ରସ୍ଥ ପଶୁଗଣ, ତୁମ୍ଭେମାନେ ଭୟ କର ନାହିଁ;

23ଏଥିପାଇଁ ହେ ସିୟୋନର ସନ୍ତାନଗଣ, ତୁମ୍ଭେମାନେ ଉଲ୍ଲସିତ ହୁଅ

24ପୁଣି, ତୁମ୍ଭମାନଙ୍କର ଖଳାସବୁ ଗହମରେ ପରିପୂର୍ଣ୍ଣ ହେବ

25ଆଉ, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟକୁ ଆପଣାର ଯେଉଁ ମହାସୈନ୍ୟଦଳ,

26ତହିଁରେ ତୁମ୍ଭେମାନେ ପ୍ରଚୁର ରୂପେ ଭୋଜନ କରି ପରିତୃପ୍ତ ହେବ

27ତହିଁରେ ଆମ୍ଭେ ଯେ ଇସ୍ରାଏଲର ମଧ୍ୟବର୍ତ୍ତୀ ଅଛୁ

28ପୁଣି, ତହିଁ ଉତ୍ତାରେ ଆମ୍ଭେ ସମୁଦାୟ ପ୍ରାଣୀ ଉପରେ ଆପଣା ଆତ୍ମା ଢାଳିବା;

29ଆଉ, ସେହି ସମୟରେ ମଧ୍ୟ ଆମ୍ଭେ

30ପୁଣି, ଆମ୍ଭେ ଆକାଶରେ ଓ ପୃଥିବୀରେ

31ସଦାପ୍ରଭୁଙ୍କର ମହତ୍ ଓ ଭୟଙ୍କର ଦିନର ଆଗମନର ପୂର୍ବେ

32ପୁଣି, ଯେକେହି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବ, ସେ ଉଦ୍ଧାର ପାଇବ;

← ଯୋୟେଲ 1 ଯୋୟେଲ ଯୋୟେଲ 3 →