1ମୋୟାବ ବିଷୟକ ଭବିଷ୍ୟତବାଣୀ।
2ସେ ରୋଦନ କରିବା ପାଇଁ ବୈଥତ୍କୁ ଓ ଦୀବୋନ୍କୁ, ଉଚ୍ଚସ୍ଥଳୀକି ଯାଇଅଛି;
3ସେମାନଙ୍କର ସବୁ ସଡ଼କରେ ଲୋକମାନେ ଚଟବସ୍ତ୍ର ପିନ୍ଧୁଅଛନ୍ତି; ଆପଣା ଆପଣା ଗୃହର ଛାତ ଉପରେ
4ହିଷ୍ବୋନ ଓ ଇଲୀୟାଲୀ କ୍ରନ୍ଦନ କରୁଅଛନ୍ତି; ସେମାନଙ୍କର ରବ ଯହସ ପର୍ଯ୍ୟନ୍ତ ଶୁଣା ଯାଉଅଛି;
5ଆମ୍ଭର ହୃଦୟ ମୋୟାବ ପାଇଁ କ୍ରନ୍ଦନ କରୁଅଛି; ତାହାର କୁଳୀନମାନେ ସୋୟର ପର୍ଯ୍ୟନ୍ତ ଇଗ୍ଲତ୍-ଶଲୀଶୀୟାକୁ ପଳାଉଅଛନ୍ତି;
6କାରଣ ନିମ୍ରୀମର ଜଳସମୂହ ଶୂନ୍ୟ ହେବ; ତୃଣ ଶୁଷ୍କ ହୋଇଅଛି,
7ଏହେତୁ ସେମାନେ ଆପଣାମାନଙ୍କର ପ୍ରାପ୍ତ ଧନ ଓ ରକ୍ଷିତ ଦ୍ରବ୍ୟସବୁ
8କାରଣ ମୋୟାବର ଚତୁର୍ଦ୍ଦିଗସ୍ଥ ସୀମାକୁ କ୍ରନ୍ଦନର ଶବ୍ଦ ଯାଇଅଛି;
9କାରଣ ଦୀମୋନର ଜଳସମୂହ ରକ୍ତମୟ ହୋଇଅଛି; ପୁଣି, ଆମ୍ଭେ ଦୀମୋନର ଉପରେ ଆହୁରି ଦୁଃଖ