We Believe JesusFé, Esperança e Nova Vida

ଯିଶାଇୟ 18

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · oriá

← ଯିଶାଇୟ 17 ଯିଶାଇୟ ଯିଶାଇୟ 19 →

1ଆଃ! କୂଶଦେଶୀୟ ନଦୀଗଣର ସେପାରିସ୍ଥିତ ପକ୍ଷର ଶବ୍ଦବିଶିଷ୍ଟ ଦେଶ;

2ସେ ସମୁଦ୍ର ପଥରେ ନଳନିର୍ମିତ ନୌକାରେ ଜଳ ଉପରେ ଦୂତଗଣକୁ ପ୍ରେରଣ କରି କହେ,

3ହେ ଜଗନ୍ନିବାସୀଗଣ; ହେ ପୃଥିବୀର ନିବାସୀ ସମସ୍ତେ,

4କାରଣ ସଦାପ୍ରଭୁ ଆମ୍ଭକୁ ଏହିପରି କହିଅଛନ୍ତି, “ଖରା ସମୟରେ ନିର୍ମଳ ତାପ ପରି, ଶସ୍ୟଚ୍ଛେଦନକାଳୀନ ତାପ ସମୟରେ ଶିଶିରଯୁକ୍ତ ମେଘ ପରି ଆମ୍ଭେ କ୍ଷାନ୍ତ ହେବା

5ଯେହେତୁ ଦ୍ରାକ୍ଷା ସଞ୍ଚୟ କରିବା ପୂର୍ବେ ମୁକୁଳ ହୋଇଗଲା ଉତ୍ତାରେ ଓ ପୁଷ୍ପ ଦ୍ରାକ୍ଷାଫଳ ହୋଇ ପାଚୁଥିବା ସମୟରେ

6ପର୍ବତସ୍ଥ ଦୁରନ୍ତ ପକ୍ଷୀଗଣ ଓ ପୃଥିବୀର ପଶୁଗଣ ନିମନ୍ତେ ସେହି ସବୁ ପରିତ୍ୟକ୍ତ ହେବ;

7ସେହି ସମୟରେ ଦୀର୍ଘକାୟ ଓ ଚିକ୍କଣ ଓ ଅଦ୍ୟାବଧି ଭୟଙ୍କର ଏକ ଗୋଷ୍ଠୀୟ ଲୋକେ; ଯେଉଁମାନେ ପରିମାଣ କରନ୍ତି ଓ ପଦ ତଳେ ଦଳିତ କରନ୍ତି, ଯେଉଁମାନଙ୍କର ଦେଶ ନଦ-ନଦୀରେ ବିଭକ୍ତ, ଏପରି ଏକ ଜନବୃନ୍ଦ ସୈନ୍ୟାଧିପତି ସଦାପ୍ରଭୁଙ୍କର ଉପହାର ରୂପେ ସୈନ୍ୟାଧିପତି ସଦାପ୍ରଭୁଙ୍କର ନାମବିଶିଷ୍ଟ ସ୍ଥାନ ସିୟୋନ ପର୍ବତକୁ ଅଣାଯିବେ।

← ଯିଶାଇୟ 17 ଯିଶାଇୟ ଯିଶାଇୟ 19 →