We Believe JesusFé, Esperança e Nova Vida

ଯିଶାଇୟ 42

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · oriá

← ଯିଶାଇୟ 41 ଯିଶାଇୟ ଯିଶାଇୟ 43 →

1ଯାହାଙ୍କୁ ଆମ୍ଭେ ଧାରଣ କରୁ, ଏପରି ଆମ୍ଭ ଦାସଙ୍କୁ, ଯାହାଙ୍କଠାରେ ଆମ୍ଭ ଚିତ୍ତ ସନ୍ତୁଷ୍ଟ, ଏପରି ଆମ୍ଭର ମନୋନୀତ ଲୋକଙ୍କୁ ଦେଖ;

2ସେ ଚିତ୍କାର କିମ୍ବା ଉଚ୍ଚ ଶବ୍ଦ କରିବେ ନାହିଁ, କିଅବା ରାଜପଥରେ ଆପଣା ରବ ଶୁଣାଇବେ ନାହିଁ।

3ସେ ଛେଚା-ନଳ ଭାଙ୍ଗିବେ ନାହିଁ ଓ ସଧୂମ ବଳିତା ଲିଭାଇବେ ନାହିଁ;

4ସେ ପୃଥିବୀରେ ନ୍ୟାୟବିଚାର ସ୍ଥାପନ ନ କରିବା ପର୍ଯ୍ୟନ୍ତ

5ଯେ ଆକାଶମଣ୍ଡଳ ସୃଷ୍ଟି କରି ବିସ୍ତାର କଲେ; ଯେ ଭୂତଳ ଓ ତଦୁତ୍ପନ୍ନସକଳ ବିଛାଇଲେ;

6“ଆମ୍ଭେ ସଦାପ୍ରଭୁ, ଧର୍ମରେ ତୁମ୍ଭକୁ ଆହ୍ୱାନ କରିଅଛୁ ଓ ତୁମ୍ଭର ହସ୍ତ ଧରି ତୁମ୍ଭକୁ ରକ୍ଷା କରିବୁ,

7ଆମ୍ଭେ ତୁମ୍ଭକୁ ଲୋକମାନଙ୍କର ନିୟମ ସ୍ୱରୂପ

8ଆମ୍ଭେ ସଦାପ୍ରଭୁ: ଏହି ଆମ୍ଭର ନାମ;

9ଦେଖ, ଆଦ୍ୟ ବିଷୟମାନ ସିଦ୍ଧ ହେଲା,

10ହେ ସମୁଦ୍ରଗାମୀମାନେ ଓ ସମୁଦ୍ର ମଧ୍ୟସ୍ଥିତ ସମସ୍ତେ, ହେ ଦ୍ୱୀପଗଣ ଓ ତନ୍ନିବାସୀମାନେ,

11ପ୍ରାନ୍ତର ଓ ତହିଁର ନଗରସକଳ, କେଦାରର ବସତି ଗ୍ରାମସକଳ ଉଚ୍ଚ ରବ କରନ୍ତୁ;

12ସେମାନେ ସଦାପ୍ରଭୁଙ୍କୁ ଗୌରବ ଦେଉନ୍ତୁ ଓ ଦ୍ୱୀପସମୂହ ମଧ୍ୟରେ ତାହାଙ୍କର ପ୍ରଶଂସା ପ୍ରଚାର କରନ୍ତୁ।

13ସଦାପ୍ରଭୁ ବୀର ତୁଲ୍ୟ ବିଜେ କରିବେ; ସେ ଯୋଦ୍ଧାର ନ୍ୟାୟ ଆପଣା ଉଦ୍‍ଯୋଗ ଉତ୍ତେଜିତ କରିବେ; ସେ ଉଚ୍ଚସ୍ୱର କରିବେ,

14ଆମ୍ଭେ ଦୀର୍ଘ କାଳ ନୀରବ ହୋଇଅଛୁ; ଆମ୍ଭେ ସ୍ଥିର ହୋଇ ଆପଣାକୁ କ୍ଷାନ୍ତ କରିଅଛୁ;

15ଆମ୍ଭେ ପର୍ବତ ଓ ଉପପର୍ବତଗଣକୁ ଧ୍ୱଂସିତ କରିବା ଓ ତହିଁର ତୃଣସବୁ ଶୁଷ୍କ କରିବା;

16ପୁଣି, ଆମ୍ଭେ ଅନ୍ଧମାନଙ୍କୁ ସେମାନଙ୍କର ଅଜ୍ଞାତ ପଥ ଦେଇ ଆଣିବା; ଯେଉଁ ମାର୍ଗ ସେମାନେ ଜାଣନ୍ତି ନାହିଁ, ସେହି ସବୁ ମାର୍ଗରେ ସେମାନଙ୍କୁ କଢ଼ାଇବା;

17ଯେଉଁମାନେ ଖୋଦିତ ପ୍ରତିମାଗଣରେ ନିର୍ଭର କରନ୍ତି ଓ ଛାଞ୍ଚରେ ଢଳା ପ୍ରତିମାଗଣକୁ

18ହେ ବଧିରମାନେ, ଶୁଣ; ହେ ଅନ୍ଧମାନେ, ତୁମ୍ଭେମାନେ ଦେଖିବା ପାଇଁ ଅନାଅ।

19ଆମ୍ଭର ଦାସ ଛଡ଼ା ଅନ୍ଧ କିଏ? ଅବା ଆମ୍ଭ ପ୍ରେରିତ ଦୂତ ପରି ବଧିର କିଏ?

20ତୁମ୍ଭେ ଅନେକ ବିଷୟ ଦେଖୁଅଛ, ମାତ୍ର ମନୋଯୋଗ କରୁ ନାହଁ; ତାହାର କର୍ଣ୍ଣ ମୁକ୍ତ ଅଛି, ମାତ୍ର ସେ ଶୁଣୁ ନାହିଁ।

21ସଦାପ୍ରଭୁ ଆପଣା ଧର୍ମ ସକାଶୁ ବ୍ୟବସ୍ଥାକୁ ମହତ ଓ ସମ୍ଭ୍ରାନ୍ତ କରିବାକୁ ସନ୍ତୁଷ୍ଟ ହେଲେ।

22ମାତ୍ର ଏହି ଲୋକମାନେ ଅପହୃତ ଓ ଲୁଟିତ;

23ଏହି କଥାରେ ଯେ କର୍ଣ୍ଣପାତ କରିବ ଓ ଶ୍ରବଣ କରି ଭବିଷ୍ୟତ୍‍କାଳ ନିମନ୍ତେ ମନୋଯୋଗ କରିବ, ତୁମ୍ଭମାନଙ୍କ ମଧ୍ୟରେ ଏପରି ଲୋକ କିଏ ଅଛି?

24ଯାକୁବକୁ ଲୁଟିତ ସ୍ୱରୂପ ହେବା ପାଇଁ ଓ ଇସ୍ରାଏଲକୁ ଅପହାରକମାନଙ୍କ ହସ୍ତରେ କିଏ ସମର୍ପଣ କଲେ?

25ଏହେତୁ ସେ ତାହାର ଉପରେ ଆପଣା କ୍ରୋଧର ପ୍ରଚଣ୍ଡତା ଓ ଯୁଦ୍ଧର ପ୍ରବଳତା ଢାଳିଦେଲେ;

← ଯିଶାଇୟ 41 ଯିଶାଇୟ ଯିଶାଇୟ 43 →