We Believe JesusFé, Esperança e Nova Vida

ଯିଶାଇୟ 47

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · oriá

← ଯିଶାଇୟ 46 ଯିଶାଇୟ ଯିଶାଇୟ 48 →

1ଆଗୋ ବାବିଲର ଅନୂଢ଼ା କନ୍ୟେ, ତୁମ୍ଭେ ଓହ୍ଲାଇ ଧୂଳିରେ ବସ;

2ଚକି ନେଇ ଶସ୍ୟ ପେଷ, ତୁମ୍ଭର ଓଢ଼ଣି କାଢ଼,

3ତୁମ୍ଭର ଉଲଙ୍ଗତା ପ୍ରକାଶିତ ହେବ, ହଁ, ତୁମ୍ଭର ଲଜ୍ଜାର ବିଷୟ47:3 ଲଜ୍ଜାର ବିଷୟ ଅର୍ଥାତ୍‍ ପ୍ରଜନନ ଅଙ୍ଗ ଦୃଶ୍ୟ ହେବ;

4ଆମ୍ଭମାନଙ୍କର ମୁକ୍ତିଦାତା ଇସ୍ରାଏଲର ଧର୍ମସ୍ୱରୂପ, ସୈନ୍ୟାଧିପତି ସଦାପ୍ରଭୁ, ତାହାଙ୍କର ନାମ।

5ଆଗୋ କଲ୍‍ଦୀୟମାନଙ୍କର କନ୍ୟେ, ତୁମ୍ଭେ ଅନ୍ଧାରକୁ ଯାଇ ତୁନି ହୋଇ ବସ;

6ଆମ୍ଭେ ଆପଣା ଲୋକମାନଙ୍କ ପ୍ରତି କ୍ରୁଦ୍ଧ ହୋଇ ଆପଣା ଅଧିକାର ଅପବିତ୍ର କଲୁ ଓ

7ପୁଣି, ତୁମ୍ଭେ କହିଲ, “ଆମ୍ଭେ ସଦାକାଳ କର୍ତ୍ତୃତ୍ୱକାରିଣୀ ହୋଇ ରହିବା;”

8ଏହେତୁ ଗୋ ସୁଖଭୋଗିନୀ, ଏବେ ଏହା ଶୁଣ,

9ମାତ୍ର ସନ୍ତାନ-ବିରହ ଓ ବୈଧବ୍ୟ ଏ ଦୁଇ ଏକ ମୁହୂର୍ତ୍ତରେ, ଏକ ଦିନରେ ତୁମ୍ଭ ପ୍ରତି ଘଟିବ;

10କାରଣ ତୁମ୍ଭେ ଆପଣା ଦୁଷ୍ଟତାରେ ନିର୍ଭର ରଖିଅଛ; ତୁମ୍ଭେ କହିଅଛ, “କେହି ଆମ୍ଭକୁ ଦେଖୁ ନାହିଁ,”

11ଏହେତୁ ତୁମ୍ଭ ପ୍ରତି ଦୁର୍ଦ୍ଦଶା ଘଟିବ, ତୁମ୍ଭେ ତହିଁର ଉଦୟ ଜାଣିବ ନାହିଁ;

12ତୁମ୍ଭେ ବାଲ୍ୟକାଳରୁ ଆପଣାର ଯେଉଁ ମାୟାବୀତ୍ୱ ଓ ଅପାର ଗଣକତାରେ ପରିଶ୍ରମ କରି ଆସିଅଛ, ଏବେ ତାହା ଅବଲମ୍ବନ କର।

13ତୁମ୍ଭେ ଆପଣାର ଅପାର ମନ୍ତ୍ରଣାରେ କ୍ଳାନ୍ତ ହୋଇଅଛ;

14ଦେଖ, ସେମାନେ କୁଟା ପରି ହେବେ; ଅଗ୍ନି ସେମାନଙ୍କୁ ଦଗ୍ଧ କରିବ;

15ଯେଉଁ ଯେଉଁ ବିଷୟରେ ତୁମ୍ଭେ ପରିଶ୍ରମ କରିଅଛ, ସେହି ସବୁ ତୁମ୍ଭ ପ୍ରତି ଏହିପରି ହେବ; ତୁମ୍ଭର ଯୌବନରୁ ଯେଉଁମାନେ ତୁମ୍ଭ ସହିତ ବାଣିଜ୍ୟ କରିଅଛନ୍ତି,

← ଯିଶାଇୟ 46 ଯିଶାଇୟ ଯିଶାଇୟ 48 →