We Believe JesusFé, Esperança e Nova Vida

ଯିଶାଇୟ 51

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · oriá

← ଯିଶାଇୟ 50 ଯିଶାଇୟ ଯିଶାଇୟ 52 →

1“ହେ ଧର୍ମର ଅନୁଗାମୀଗଣ, ହେ ସଦାପ୍ରଭୁଙ୍କ ଅନ୍ୱେଷଣକାରୀଗଣ, ତୁମ୍ଭେମାନେ ଆମ୍ଭର କଥା ଶୁଣ:

2ତୁମ୍ଭମାନଙ୍କ ପୂର୍ବପୁରୁଷ ଅବ୍ରହାମ ପ୍ରତି ଓ ତୁମ୍ଭମାନଙ୍କ ପ୍ରସବକାରିଣୀ ସାରା ପ୍ରତି ଦୃଷ୍ଟି କର;

3କାରଣ ସଦାପ୍ରଭୁ ସିୟୋନକୁ ସାନ୍ତ୍ୱନା କରିଅଛନ୍ତି; ସେ ତାହାର ଉତ୍ସନ୍ନ ସ୍ଥାନସବୁକୁ ସାନ୍ତ୍ୱନା କରିଅଛନ୍ତି;

4ହେ ଆମ୍ଭର ଲୋକମାନେ, ଆମ୍ଭ ବାକ୍ୟରେ ମନୋଯୋଗ କର; ହେ ଆମ୍ଭର ଦେଶୀୟ ଲୋକେ, ଆମ୍ଭ କଥାରେ କର୍ଣ୍ଣପାତ କର:

5ଆମ୍ଭର ଧର୍ମ ନିକଟବର୍ତ୍ତୀ, ଆମ୍ଭର ପରିତ୍ରାଣ ନିର୍ଗତ ହୋଇଅଛି ଓ ଆମ୍ଭର ବାହୁ ଗୋଷ୍ଠୀବର୍ଗର ବିଚାର କରିବ;

6ତୁମ୍ଭେମାନେ ଆକାଶମଣ୍ଡଳ ପ୍ରତି ଊର୍ଦ୍ଧ୍ୱଦୃଷ୍ଟି କର ଓ ଅଧଃସ୍ଥିତ ଭୂମଣ୍ଡଳ ପ୍ରତି ନିରୀକ୍ଷଣ କର;

7ହେ ଧର୍ମଜ୍ଞ ଲୋକମାନେ, ତୁମ୍ଭମାନଙ୍କ ହୃଦୟରେ ଆମ୍ଭର ବ୍ୟବସ୍ଥା ଅଛି, ତୁମ୍ଭେମାନେ ଆମ୍ଭର କଥା ଶୁଣ;

8କାରଣ କୀଟ ସେମାନଙ୍କୁ ବସ୍ତ୍ର ପରି ଖାଇ ପକାଇବ ଓ ପୋକ ସେମାନଙ୍କୁ ଲୋମ ପରି ଖାଇ ପକାଇବ;

9ହେ ସଦାପ୍ରଭୁଙ୍କ ବାହୁ, ଜାଗ, ଜାଗ, ବଳ ପରିଧାନ କର,

10ଯେ ସମୁଦ୍ରକୁ, ମହାବାରିଧିର ଜଳସମୂହକୁ ଶୁଷ୍କ କଲେ,

11ପୁଣି, ସଦାପ୍ରଭୁଙ୍କର ନିସ୍ତାରିତ ଲୋକମାନେ ଫେରି ଆସିବେ

12“ଯେ ତୁମ୍ଭମାନଙ୍କୁ ସାନ୍ତ୍ୱନା କରନ୍ତି, ସେ ଆମ୍ଭେ, ଆମ୍ଭେ ହିଁ ଅଟୁ;

13ପୁଣି ଆକାଶମଣ୍ଡଳ ବିସ୍ତାରକାରୀ

14ନିର୍ବାସିତ ବନ୍ଦୀ ଶୀଘ୍ର ମୁକ୍ତ ହେବ; ପୁଣି, ସେ ମରି ଗର୍ତ୍ତକୁ ଯିବ ନାହିଁ, ଅଥବା ତାହାର ଖାଦ୍ୟର ଅଭାବ ହେବ ନାହିଁ।

15କାରଣ କଲ୍ଳୋଳସକଳ ଗର୍ଜ୍ଜନ କରିବା ନିମନ୍ତେ ଯେ ସମୁଦ୍ରକୁ ବ୍ୟସ୍ତ କରନ୍ତି, ଆମ୍ଭେ ସେହି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅଟୁ; ତାହାଙ୍କର ନାମ ସୈନ୍ୟାଧିପତି ସଦାପ୍ରଭୁ।

16ପୁଣି, ଆକାଶମଣ୍ଡଳ ରୋପଣ କରିବାର, ପୃଥିବୀର ଭିତ୍ତିମୂଳ ସ୍ଥାପନ କରିବାର

17ହେ ଯିରୂଶାଲମ, ଜାଗ, ଜାଗ, ଠିଆ ହୁଅ,

18ସେ ଯେଉଁ ପୁତ୍ରଗଣକୁ ପ୍ରସବ କରିଅଛି, ସେ ସମସ୍ତଙ୍କ ମଧ୍ୟରେ ତାହାକୁ କଢ଼ାଇ ନେବାକୁ କେହି ନାହିଁ;

19ଏହି ଦୁଇ ବିଷୟ ତୁମ୍ଭ ପ୍ରତି ଘଟିଅଛି; ତୁମ୍ଭ ପାଇଁ କିଏ ବିଳାପ କରିବ?

20ଜାଲରେ ବଦ୍ଧ ହରିଣର ପ୍ରାୟ ତୁମ୍ଭର ପୁତ୍ରଗଣ ମୂର୍ଚ୍ଛିତ ହୋଇଅଛନ୍ତି, ସେମାନେ ପ୍ରତ୍ୟେକ ସଡ଼କର ମୁଣ୍ଡରେ ପଡ଼ିଅଛନ୍ତି;

21ଏଣୁକରି ହେ ଦୁଃଖିନୀ ଓ ବିନା ଦ୍ରାକ୍ଷାରସରେ ମତ୍ତା ଯେ ତୁମ୍ଭେ, ତୁମ୍ଭେ ଏବେ ଏହା ଶୁଣ;

22ତୁମ୍ଭ ପ୍ରଭୁ, ସଦାପ୍ରଭୁ ଓ ଆପଣା ଲୋକମାନଙ୍କର ପକ୍ଷବାଦୀ ତୁମ୍ଭ ପରମେଶ୍ୱର ଏହି କଥା କହନ୍ତି,

23ପୁଣି, ଯେଉଁମାନେ ତୁମ୍ଭକୁ କ୍ଲେଶ ଦିଅନ୍ତି, ସେମାନଙ୍କ ହସ୍ତରେ ଆମ୍ଭେ ତାହା ଦେବା; ସେମାନେ ତୁମ୍ଭ ପ୍ରାଣକୁ କହିଅଛନ୍ତି, ‘ନଇଁ ପଡ଼, ଆମ୍ଭେମାନେ ତୁମ୍ଭ ଉପର ଦେଇ ଗମନ କରିବା:’

← ଯିଶାଇୟ 50 ଯିଶାଇୟ ଯିଶାଇୟ 52 →