We Believe JesusFé, Esperança e Nova Vida

ଯିଶାଇୟ 52

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · oriá

← ଯିଶାଇୟ 51 ଯିଶାଇୟ ଯିଶାଇୟ 53 →

1ହେ ସିୟୋନ, ଜାଗ, ଜାଗ, ଆପଣା ବଳ ପରିଧାନ କର;

2ତୁମ୍ଭେ ଆପଣା ଦେହର ଧୂଳି ଝାଡ଼ି ଦିଅ; ହେ ଯିରୂଶାଲମ, ଉଠ, ଆସନରେ ବସ;

3କାରଣ ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ବିନାମୂଲ୍ୟରେ ବିକ୍ରୀତ ହୋଇଥିଲ, ଆଉ ବିନାମୂଲ୍ୟରେ ମୁକ୍ତ କରାଯିବ।

4କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭର ଲୋକମାନେ ପ୍ରଥମରେ ପ୍ରବାସ କରିବା ପାଇଁ ମିସରକୁ ଗଲେ;

5ଏହେତୁ ସଦାପ୍ରଭୁ କହନ୍ତି, ଆମ୍ଭର ଲୋକମାନେ ତ ଅକାରଣରେ ନିଆଯାଉଅଛନ୍ତି, ଆମ୍ଭେ ଏଠାରେ ଥାଇ କଅଣ କରୁଅଛୁ? ସଦାପ୍ରଭୁ କହନ୍ତି, ସେମାନଙ୍କ ଉପରେ କର୍ତ୍ତୃତ୍ୱକାରୀମାନେ ଗର୍ଜ୍ଜନ କରୁଅଛନ୍ତି ଓ ଆମ୍ଭର ନାମ ସାରାଦିନ ନିରନ୍ତର ନିନ୍ଦିତ ହେଉଅଛି।

6ଏଥିପାଇଁ ଆମ୍ଭର ଲୋକମାନେ ଆମ୍ଭର ନାମ ଜାଣିବେ;

7ଯେଉଁ ଜନ ସୁସମାଚାର ଆଣୁଅଛି, ଯେ ଶାନ୍ତି ପ୍ରଚାର କରୁଅଛି,

8ହେଇ, ତୁମ୍ଭ ପ୍ରହରୀଗଣର ରବ! ସେମାନେ ଉଚ୍ଚ ରବ କରୁଅଛନ୍ତି, ସେମାନେ ଏକତ୍ର ଗାନ କରୁଅଛନ୍ତି;

9ହେ ଯିରୂଶାଲମର ଉତ୍ସନ୍ନ ସ୍ଥାନସକଳ, ଉଚ୍ଚ ଆନନ୍ଦଧ୍ୱନି କର, ଏକତ୍ର ଗାନ କର;

10ସଦାପ୍ରଭୁ ସର୍ବଦେଶୀୟମାନଙ୍କ ଦୃଷ୍ଟିରେ ଆପଣା ପବିତ୍ର ବାହୁ ଅନାବୃତ କରିଅଛନ୍ତି

11ତୁମ୍ଭେମାନେ ପ୍ରସ୍ଥାନ କର, ପ୍ରସ୍ଥାନ କର, ସେହି ସ୍ଥାନରୁ ବାହାରି ଯାଅ, କୌଣସି ଅଶୁଚି ବସ୍ତୁ ଛୁଅଁ ନାହିଁ;

12କାରଣ ତୁମ୍ଭେମାନେ ତରତର ହୋଇ ବାହାରି ଯିବ ନାହିଁ, କିଅବା ତୁମ୍ଭେମାନେ ପଳାୟନ କରି ବାହାରି ଯିବ ନାହିଁ;

13ଦେଖ, ଆମ୍ଭର ଦାସ ସୁବିବେଚନାପୂର୍ବକ ବ୍ୟବହାର କରିବେ,

14ମନୁଷ୍ୟ ଅପେକ୍ଷା ତାହାଙ୍କର ଆକୃତି ଓ ମନୁଷ୍ୟ-ସନ୍ତାନଗଣ ଅପେକ୍ଷା ତାହାଙ୍କର ରୂପ ଅଧିକ ବିକୃତ ହେବାରୁ

15ସେହିପରି ସେ ଅନେକ ଦେଶୀୟମାନଙ୍କୁ ଛିଞ୍ଚିବେ; ରାଜାମାନେ ତାହାଙ୍କ ଛାମୁରେ ଆପଣା ଆପଣା ମୁଖ ବନ୍ଦ କରିବେ;

← ଯିଶାଇୟ 51 ଯିଶାଇୟ ଯିଶାଇୟ 53 →