We Believe JesusFé, Esperança e Nova Vida

ଯିଶାଇୟ 54

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · oriá

← ଯିଶାଇୟ 53 ଯିଶାଇୟ ଯିଶାଇୟ 55 →

1“ଆଗୋ ବନ୍ଧ୍ୟେ, ଅପ୍ରସୂତେ, ତୁମ୍ଭେ ଗାନ କର, ଆଗୋ ଗର୍ଭବ୍ୟଥାରହିତେ, ତୁମ୍ଭେ ଉଚ୍ଚସ୍ୱରରେ ଗାନ କରି ଆନନ୍ଦଧ୍ୱନି କର,

2ତୁମ୍ଭେ ଆପଣା ତମ୍ବୁର ସ୍ଥାନ ବଢ଼ାଅ ଓ ସେମାନେ ତୁମ୍ଭ ବାସସ୍ଥାନର ଯବନିକାସବୁ ବିସ୍ତାର କରନ୍ତୁ; ବ୍ୟୟର ଆଶଙ୍କା କର ନାହିଁ;

3କାରଣ ତୁମ୍ଭେ ଡାହାଣ ଓ ବାମରେ ବ୍ୟାପି ଯିବ

4ଭୟ କର ନାହିଁ; କାରଣ ତୁମ୍ଭେ ଲଜ୍ଜିତ ହେବ ନାହିଁ। କିଅବା ବିଷଣ୍ଣମନା ହୁଅ ନାହିଁ;

5କାରଣ ତୁମ୍ଭର ନିର୍ମାଣକର୍ତ୍ତା ତୁମ୍ଭର ସ୍ୱାମୀ ଅଟନ୍ତି; ସୈନ୍ୟାଧିପତି ସଦାପ୍ରଭୁ ତାହାଙ୍କର ନାମ

6କାରଣ ତୁମ୍ଭ ପରମେଶ୍ୱର କହନ୍ତି, ତ୍ୟକ୍ତା ଓ ମନୋଦୁଃଖିନୀ ଭାର୍ଯ୍ୟା ଅଥବା

7ଆମ୍ଭେ ଅଳ୍ପକ୍ଷଣ ନିମନ୍ତେ ତୁମ୍ଭକୁ ତ୍ୟାଗ କରିଅଛୁ; ମାତ୍ର ମହାକରୁଣାରେ ତୁମ୍ଭକୁ ସଂଗ୍ରହ କରିବା।

8ଅତିଶୟ କୋପରେ ଆମ୍ଭେ ଏକ ନିମିଷ ମାତ୍ର ଆପଣା ମୁଖ ତୁମ୍ଭଠାରୁ ଲୁଚାଇଲୁ;

9କାରଣ ଏହା ଆମ୍ଭ ପ୍ରତି ନୋହ ସମୟର ଜଳ ତୁଲ୍ୟ ଅଟେ;

10ଯେହେତୁ ତୁମ୍ଭ ପ୍ରତି କରୁଣା କରିଅଛନ୍ତି ଯେଉଁ ସଦାପ୍ରଭୁ, ସେ କହନ୍ତି,

11ଆଗୋ ଦୁଃଖିନୀ, ତୋଫାନରେ ବିଚଳିତେ ଓ ସାନ୍ତ୍ୱନାବିହୀନେ,

12ଆମ୍ଭେ ପଦ୍ମରାଗ ମଣିରେ ତୁମ୍ଭର ଚୂଡ଼ା ଓ ସୂର୍ଯ୍ୟକାନ୍ତ ମଣିରେ ତୁମ୍ଭ ନଗରର ଦ୍ୱାରସକଳ

13ତୁମ୍ଭର ସନ୍ତାନଗଣ ସମସ୍ତେ ସଦାପ୍ରଭୁଙ୍କ ଦ୍ୱାରା ଶିକ୍ଷିତ ହେବେ

14ତୁମ୍ଭେ ଧାର୍ମିକତାରେ ସ୍ଥିରୀକୃତ ହେବ;

15ଦେଖ, ଲୋକମାନେ ଏକମେଳ ହୋଇ ପାରନ୍ତି, ମାତ୍ର ଆମ୍ଭ ଦ୍ୱାରା ନୁହେଁ; ଯେକେହି ତୁମ୍ଭ ବିପକ୍ଷରେ ଏକମେଳ ହୁଏ, ସେ ତୁମ୍ଭ ହେତୁ ପତିତ ହେବ।

16ଦେଖ, ଯେଉଁ ଲୌହକାର କୋଇଲାକୁ ଅଗ୍ନି ଦେଇ ତାତିରେ

17ଯେକୌଣସି ଅସ୍ତ୍ର ତୁମ୍ଭ ପ୍ରତିକୂଳରେ ନିର୍ମିତ ହୁଏ, ତାହା ସାର୍ଥକ ହେବ ନାହିଁ

← ଯିଶାଇୟ 53 ଯିଶାଇୟ ଯିଶାଇୟ 55 →