We Believe JesusFé, Esperança e Nova Vida

ଯିଶାଇୟ 62

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · oriá

← ଯିଶାଇୟ 61 ଯିଶାଇୟ ଯିଶାଇୟ 63 →

1ଯେପର୍ଯ୍ୟନ୍ତ ସିୟୋନର ଧର୍ମ ଦୀପ୍ତିର ନ୍ୟାୟ ଓ ତାହାର ପରିତ୍ରାଣ ଜ୍ୱଳନ୍ତ ପ୍ରଦୀପର ନ୍ୟାୟ ପ୍ରକଟ ନ ହୁଏ,

2ପୁଣି, ଅନ୍ୟ ଦେଶୀୟମାନେ ତୁମ୍ଭର ଧର୍ମ ଓ ସକଳ ରାଜା ତୁମ୍ଭର ପ୍ରତାପ ଦେଖିବେ;

3ଆହୁରି, ତୁମ୍ଭେ ସଦାପ୍ରଭୁଙ୍କ ହସ୍ତରେ ଗୋଟିଏ ସୁନ୍ଦର ମୁକୁଟ ସ୍ୱରୂପ ଓ ତୁମ୍ଭ ପରମେଶ୍ୱରଙ୍କ ହସ୍ତରେ ଗୋଟିଏ ରାଜକିରୀଟ ସ୍ୱରୂପ ହେବ।

4ତୁମ୍ଭେ ପରିତ୍ୟକ୍ତା ବୋଲି ଆଉ ନାମ ପାଇବ ନାହିଁ, କିଅବା ତୁମ୍ଭର ଦେଶ ଅନାଥା ବୋଲି ଆଉ ଡକାଯିବ ନାହିଁ;

5ଯୁବା ଲୋକ ଯେପରି କୁମାରୀକୁ ବିବାହ କରେ, ସେହିପରି ତୁମ୍ଭର ପୁତ୍ରଗଣ ତୁମ୍ଭକୁ ବିବାହ କରିବେ;

6ହେ ଯିରୂଶାଲମ, ଆମ୍ଭେ ତୁମ୍ଭ ପ୍ରାଚୀର ଉପରେ ପ୍ରହରୀଗଣ ନିଯୁକ୍ତ କରିଅଛୁ;

7ହେ ସଦାପ୍ରଭୁଙ୍କୁ ସ୍ମରଣ କରାଇବା ଲୋକମାନେ,

8ସଦାପ୍ରଭୁ ଆପଣାର ଡାହାଣ ହସ୍ତ ଓ ବଳବାନ ବାହୁ ଦ୍ୱାରା ଶପଥ କରିଅଛନ୍ତି,

9ମାତ୍ର ଯେଉଁମାନେ ତାହା ସଞ୍ଚୟ କରିଅଛନ୍ତି, ସେମାନେ ତାହା ଭୋଜନ କରି ସଦାପ୍ରଭୁଙ୍କର ପ୍ରଶଂସା କରିବେ

10ତୁମ୍ଭେମାନେ ଅଗ୍ରସର ହୁଅ, ନଗର-ଦ୍ୱାର ମଧ୍ୟଦେଇ ଅଗ୍ରସର ହୁଅ; ଲୋକମାନଙ୍କର ପଥ ପ୍ରସ୍ତୁତ କର;

11ଦେଖ, ସଦାପ୍ରଭୁ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଏହା ଘୋଷଣା କରିଅଛନ୍ତି,

12ପୁଣି, ଲୋକମାନେ ସେମାନଙ୍କୁ ପବିତ୍ର ଲୋକ, ସଦାପ୍ରଭୁଙ୍କର ମୁକ୍ତ ବୋଲି ଡାକିବେ, ଆଉ, ତୁମ୍ଭେ ଅନ୍ୱେଷିତା, ଅପରିତ୍ୟକ୍ତା ନଗରୀ ବୋଲି ଖ୍ୟାତ ହେବ।

← ଯିଶାଇୟ 61 ଯିଶାଇୟ ଯିଶାଇୟ 63 →