We Believe JesusFé, Esperança e Nova Vida

ଆୟୁବ 11

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · oriá

← ଆୟୁବ 10 ଆୟୁବ ଆୟୁବ 12 →

1ଏଥିରେ ନାମାଥୀୟ ସୋଫର ଉତ୍ତର କରି କହିଲା,

2“ଏତେ କଥାର କି କିଛି ଉତ୍ତର ଦିଆଯିବ ନାହିଁ?

3ତୁମ୍ଭର ଦର୍ପ କʼଣ ଲୋକମାନଙ୍କୁ ନୀରବ କରିବ?

4କାରଣ ତୁମ୍ଭେ କହୁଅଛ, ‘ମୋହର ବାକ୍ୟ ଶୁଦ୍ଧ,

5ମାତ୍ର ଆହା, ଯେବେ ପରମେଶ୍ୱର କଥା କହନ୍ତେ

6ପୁଣି, ଜ୍ଞାନର ନିଗୂଢ଼ ତତ୍ତ୍ୱ,

7ତୁମ୍ଭେ କʼଣ ଅନୁସନ୍ଧାନ ଦ୍ୱାରା ପରମେଶ୍ୱରଙ୍କୁ ପାଇ ପାର?

8ତାହା ଆକାଶ ତୁଲ୍ୟ ଉଚ୍ଚ; ତୁମ୍ଭେ କଅଣ କରିପାର?

9ତହିଁର ପରିମାଣ ପୃଥିବୀ ଅପେକ୍ଷା ଦୀର୍ଘ

10ଯଦି ପରମେଶ୍ୱର ଚାଲିଯାʼନ୍ତି ଓ ବନ୍ଦ କରନ୍ତି

11କାରଣ ସେ ଅସାର ଲୋକଙ୍କୁ ଜାଣନ୍ତି;

12ଜଣେ ଅସାର ମନୁଷ୍ୟ ବୁଦ୍ଧିବାନ ହୋଇ ପାରିବ,

13ଯଦି ତୁମ୍ଭେ ଯଥାର୍ଥ ରୂପେ ଆପଣା ଅନ୍ତଃକରଣ ସୁସ୍ଥିର କରି

14ଯଦି ତୁମ୍ଭ ହସ୍ତରେ ଅଧର୍ମ ଥାଏ, ତାହା ଦୂର କରିଦିଅ

15ତେବେ ତୁମ୍ଭେ ନିଶ୍ଚୟ କଳଙ୍କରହିତ ହୋଇ ଆପଣା ମୁଖ ଟେକିବ;

16ତୁମ୍ଭେ ଆପଣା ଦୁଃଖ ପାସୋରି ପକାଇବ;

17ତୁମ୍ଭର ଜୀବନ ମଧ୍ୟାହ୍ନ ଅପେକ୍ଷା ନିର୍ମଳ ହେବ;

18ପୁଣି, ଭରସା ଥିବାରୁ ତୁମ୍ଭେ ନିର୍ବିଘ୍ନରେ ରହିବ;

19ମଧ୍ୟ ତୁମ୍ଭେ ଶୟନ କଲେ, କେହି ତୁମ୍ଭକୁ ଭୀତ କରିବ ନାହିଁ;

20ମାତ୍ର ଦୁଷ୍ଟମାନଙ୍କର ଚକ୍ଷୁ ନିସ୍ତେଜ ହେବ

← ଆୟୁବ 10 ଆୟୁବ ଆୟୁବ 12 →