We Believe JesusFé, Esperança e Nova Vida

ଆୟୁବ 14

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · oriá

← ଆୟୁବ 13 ଆୟୁବ ଆୟୁବ 15 →

1ସ୍ତ୍ରୀଜାତ ମନୁଷ୍ୟ

2ସେ ପୁଷ୍ପ ତୁଲ୍ୟ ପ୍ରସ୍ପୁଟିତ ହୋଇ କଟାଯାଏ;

3ଆଉ, ତୁମ୍ଭେ ଏପରି ଜଣକ ଉପରେ କʼଣ ଆପଣା ଦୃଷ୍ଟି ରଖୁଅଛ

4ଅଶୁଚି ବସ୍ତୁରୁ ଶୁଚି ବସ୍ତୁ କିଏ ଉତ୍ପନ୍ନ କରିପାରେ? ଜଣେ ନାହିଁ।

5ତାହାର ଦିନସବୁ ନିର୍ଣ୍ଣୀତ,

6ଏହେତୁ ସେ ଯେପରି ବେତନଜୀବୀ ତୁଲ୍ୟ ଆପଣା ଦିନ ଭୋଗ କରିବା ପର୍ଯ୍ୟନ୍ତ ବିଶ୍ରାମ ପାଇ ପାରିବ,

7କାରଣ ବୃକ୍ଷ ବିଷୟରେ ଆଶା ଥାଏ,

8ଯଦ୍ୟପି ତହିଁର ମୂଳ ମୃତ୍ତିକାରେ ପୁରୁଣା ହୋଇଯାଏ

9ତଥାପି ଜଳର ଗନ୍ଧ ପାଇଲେ, ତାହା ପଲ୍ଲବିତ ହେବ

10ମାତ୍ର ମନୁଷ୍ୟ ମରେ ଓ କ୍ଷୟ ପାଏ;

11ଯେପରି ସମୁଦ୍ରରୁ ଜଳ ବାହାରି ଯାଏ

12ସେପରି ମନୁଷ୍ୟ ଶୟନ କଲେ ଆଉ ଉଠେ ନାହିଁ;

13ଆଃ, ତୁମ୍ଭେ ଯେବେ ପାତାଳରେ ମୋତେ ଲୁଚାଇ ରଖନ୍ତ,

14ଯଦି ମନୁଷ୍ୟର ମୃତ୍ୟୁ ହୁଏ ତେବେ କʼଣ ସେ ପୁନର୍ବାର ବଞ୍ଚିବ?

15ତେବେ ତୁମ୍ଭେ ଡାକିବ ଓ ମୁଁ ତୁମ୍ଭକୁ ଉତ୍ତର ଦେବି;

16ମାତ୍ର ଏବେ ତୁମ୍ଭେ ମୋʼ ପାଦଗତି ଗଣନା କରୁଅଛ;

17ମୋହର ଅପରାଧ ଥଳୀରେ ମୋହରାଙ୍କିତ ହୋଇଅଛି

18ଆଉ, ପର୍ବତ ପଡ଼ିଲେ ନିଶ୍ଚୟ ଲୁପ୍ତ ହୁଏ

19ଜଳ ପ୍ରସ୍ତରକୁ କ୍ଷୟ କରେ;

20ତୁମ୍ଭେ ସଦାକାଳ ତାହା ଉପରେ ଜୟଯୁକ୍ତ ହେଉଅଛ, ତେଣୁ ସେ ଚାଲିଯାଏ;14:20 ଚାଲିଯାଏ; ମରିଯାଏ

21ତାହାର ସନ୍ତାନଗଣ ସମ୍ଭ୍ରମ ପ୍ରାପ୍ତ ହେଲେ, ସେ ତାହା ଜାଣେ ନାହିଁ;

22ମାତ୍ର ତାହାର ନିଜ ମାଂସ ବ୍ୟଥା ଭୋଗ କରେ ଓ ତାହାର ପ୍ରାଣ ଅନ୍ତରେ ବ୍ୟାକୁଳ ହୁଏ।”

← ଆୟୁବ 13 ଆୟୁବ ଆୟୁବ 15 →