We Believe JesusFé, Esperança e Nova Vida

ଆୟୁବ 17

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · oriá

← ଆୟୁବ 16 ଆୟୁବ ଆୟୁବ 18 →

1ମୋହର ପ୍ରାଣ କ୍ଷୟ ପାଉଅଛି ଓ ମୋହର ଦିନ ଅବସାନ ହେଉଅଛି,

2ନିଶ୍ଚୟ ପରିହାସକମାନେ ମୋʼ ନିକଟରେ ଅଛନ୍ତି

3ହେ ପରମେଶ୍ୱର ବିନୟ କରୁଅଛି, ପ୍ରତିନିଧି ଦିଅ, ଆପଣା ନିକଟରେ ଆପେ ମୋʼ ପାଇଁ ଲଗା ହୁଏ;

4କାରଣ ତୁମ୍ଭେ ସେମାନଙ୍କ ଅନ୍ତଃକରଣକୁ ବୁଦ୍ଧିରୁ ଗୁପ୍ତ କରିଅଛ;

5ଯେ ଆପଣା ମିତ୍ରଗଣକୁ ଲୁଟ ରୂପେ ସମର୍ପଣ କରେ,

6ମଧ୍ୟ ସେ ମୋତେ ଲୋକମାନଙ୍କର ହାସ୍ୟାସ୍ପଦ କରିଅଛନ୍ତି;

7ଦୁଃଖ ସକାଶୁ ମଧ୍ୟ ମୋର ଚକ୍ଷୁ କ୍ଷୀଣ ହୋଇଅଛି

8ସରଳ ଲୋକେ ଏଥିରେ ଚମତ୍କୃତ ହେବେ

9ତଥାପି ଧାର୍ମିକ ଆପଣା ମାର୍ଗ ଦୃଢ଼ କରି ଧରିବ

10ମାତ୍ର ତୁମ୍ଭେ ସମସ୍ତେ ଏବେ ଫେରି ଆସ;

11ମୋହର ବଞ୍ଚିବାର ଦିନସବୁ ଅତୀତ ହେଲା, ମୋହର ଅଭିପ୍ରାୟ,

12ସେମାନେ ରାତ୍ରିକୁ ଦିନ କରନ୍ତି;

13ଯଦି ମୁଁ ପାତାଳକୁ ଆପଣାର ଗୃହ ବୋଲି ଅନାଏ;

14ଯଦି ମୁଁ କ୍ଷୟକୁ କହିଅଛି, ‘ତୁମ୍ଭେ ମୋହର ପିତା;’

15ତେବେ ମୋହର ଭରସା କାହିଁ?

16ତାହା ପାତାଳର ଅର୍ଗଳ ଆଡ଼କୁ ଓହ୍ଲାଇ ଯିବ,

← ଆୟୁବ 16 ଆୟୁବ ଆୟୁବ 18 →