1ଏଥିରେ ଶୂହୀୟ ବିଲ୍ଦଦ୍ ଉତ୍ତର କରି କହିଲା,
2“ପ୍ରଭୁତ୍ୱ ଓ ଭୟ ତାହାଙ୍କଠାରେ ଥାଏ;
3ତାହାଙ୍କ ସୈନ୍ୟଦଳର କି କୌଣସି ସଂଖ୍ୟା ଅଛି?
4ତେବେ ମନୁଷ୍ୟ କିପରି ପରମେଶ୍ୱରଙ୍କ ଛାମୁରେ ଧାର୍ମିକ ହୋଇ ପାରିବ?
5ଦେଖ, ତାହାଙ୍କ ଦୃଷ୍ଟିରେ ଚନ୍ଦ୍ର ହିଁ ନିସ୍ତେଜ ଅଟେ
6ତେବେ କୀଟମାତ୍ର ମନୁଷ୍ୟ କʼଣ!
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · oriá