1ତହିଁରେ ଆୟୁବ ଉତ୍ତର କରି କହିଲା,
2“ତୁମ୍ଭେ କିପରି ବଳହୀନ ଲୋକର ସାହାଯ୍ୟ କରିଅଛ!
3ତୁମ୍ଭେ କିପରି ଜ୍ଞାନହୀନ ଲୋକକୁ ପରାମର୍ଶ ଦେଇଅଛ
4ତୁମ୍ଭେ କାହାକୁ କଥା କହୁଅଛ?
5“ବିଲ୍ଦଦ୍ ଉତ୍ତର କରି କହିଲା, ପ୍ରେତଗଣ, ଜଳରାଶି
6ତାହାଙ୍କ ସମ୍ମୁଖରେ ପାତାଳ ଅନାବୃତ
7ସେ ଶୂନ୍ୟ ଉପରେ ଉତ୍ତର-କେନ୍ଦ୍ର ପ୍ରସାରନ୍ତି
8ସେ ଆପଣା ନିବିଡ଼ ମେଘମାଳରେ ଜଳରାଶିକି ବାନ୍ଧନ୍ତି
9ସେ ଆପଣା ସିଂହାସନର26:9 ସିଂହାସନର କିମ୍ବା ଚନ୍ଦ୍ରର ମୁଖ ବନ୍ଦ କରନ୍ତି
10ସେ ଦୀପ୍ତି ଓ ଅନ୍ଧକାରର ପ୍ରାନ୍ତ ପର୍ଯ୍ୟନ୍ତ
11ଆକାଶମଣ୍ଡଳର ସ୍ତମ୍ଭସକଳ ତାହାଙ୍କ ଅନୁଯୋଗରେ କମ୍ପିତ
12ସେ ଆପଣା ପରାକ୍ରମରେ ସମୁଦ୍ରକୁ ମନ୍ଥନ କରନ୍ତି
13ତାହାଙ୍କ ଶ୍ୱାସ ଦ୍ୱାରା ଆକାଶମଣ୍ଡଳ ସୁଶୋଭିତ ହୁଏ;
14ଦେଖ, ଏହିସବୁ ତାହାଙ୍କ ମାର୍ଗର ପ୍ରାନ୍ତଭାଗ ମାତ୍ର;