We Believe JesusFé, Esperança e Nova Vida

ଆୟୁବ 29

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · oriá

← ଆୟୁବ 28 ଆୟୁବ ଆୟୁବ 30 →

1ଏଥିଉତ୍ତାରେ ଆୟୁବ ପୁନର୍ବାର ଆପଣା ପ୍ରସଙ୍ଗ ଧରି କହିଲା,

2“ଆହା, ମୁଁ ପୂର୍ବବର୍ତ୍ତୀ ମାସସବୁରେ, ପରମେଶ୍ୱର ମୋତେ ଜଗି ରଖିଥିବା ଦିନସମୂହରେ ଯେପରି ଥିଲି,

3ସେତେବେଳେ ତାହାଙ୍କ ପ୍ରଦୀପ ମୋʼ ମସ୍ତକ ଉପରେ ଆଲୁଅ ଦେଲା

4ମୁଁ ଉତ୍ତମ ଅବସ୍ଥାରେ ଥିଲି,

5ସେତେବେଳେ ସର୍ବଶକ୍ତିମାନ ପରମେଶ୍ୱର ମୋʼ ସଙ୍ଗରେ ଥିଲେ

6ସେତେବେଳେ ମୋହର ଚରଣ ଦୁଗ୍ଧରେ ଧୌତ ହେଲା

7ମୁଁ ନଗର-ଦ୍ୱାରକୁ ଯାଇ ଛକସ୍ଥାନରେ ଆପଣା ଆସନ ପ୍ରସ୍ତୁତ କଲେ,

8ଯୁବା ଲୋକମାନେ ମୋତେ ଦେଖି ଲୁଚିଲେ

9ଅଧିପତିମାନେ କଥାବାର୍ତ୍ତା କରିବାରୁ ନିବୃତ୍ତ ହେଲେ

10କୁଳୀନମାନଙ୍କ ରବ ନିରସ୍ତ ହେଲା

11କାରଣ କର୍ଣ୍ଣ ମୋʼ କଥା ଶୁଣନ୍ତେ, ମୋତେ କଲ୍ୟାଣ କଲା

12ଯେହେତୁ ମୁଁ ଆର୍ତ୍ତନାଦକାରୀ ଦରିଦ୍ରକୁ,

13ନଷ୍ଟକଳ୍ପ ଲୋକର କଲ୍ୟାଣ ମୋʼ ଉପରେ ବର୍ତ୍ତିଲା

14ମୁଁ ଧାର୍ମିକତା ପରିଧାନ କଲି ଓ ତାହା ମୋତେ ପରିଧାନ କଲା;

15ମୁଁ ଅନ୍ଧ ପ୍ରତି ଚକ୍ଷୁ ସ୍ୱରୂପ

16ମୁଁ ଦୀନହୀନ ପ୍ରତି ପିତା ସ୍ୱରୂପ ଥିଲି

17ଆଉ, ମୁଁ ଅଧାର୍ମିକର କଳପାଟି ଭାଙ୍ଗି ପକାଇଲି

18ସେହି ସମୟରେ ମୁଁ କହିଲି, ମୁଁ ଆପଣା ବସାରେ ମରିବି

19ମୋହର ଚେର ଜଳ ପର୍ଯ୍ୟନ୍ତ ପ୍ରସାରିତ ହୋଇଅଛି

20ମୋହର ଗୌରବ ମୋʼ ଠାରେ ସତେଜ ଥାଏ

21ଲୋକମାନେ ମୋʼ ଆଡ଼େ କର୍ଣ୍ଣ ଦେଇ ଅପେକ୍ଷା କଲେ

22ମୋʼ କଥା ଉତ୍ତାରେ ସେମାନେ ଆଉ କଥା କହିଲେ ନାହିଁ;

23ଆଉ, ଯେପରି ବୃଷ୍ଟି ପାଇଁ, ସେପରି ସେମାନେ ମୋʼ ପାଇଁ ଅପେକ୍ଷା କଲେ

24ମୁଁ ସେମାନଙ୍କ ପ୍ରତି ହସିଲେ ସେମାନେ ବିଶ୍ୱାସ କଲେ ନାହିଁ

25ମୁଁ ସେମାନଙ୍କ ପଥ ମନୋନୀତ କରି ପ୍ରଧାନ ହୋଇ ବସିଲି

← ଆୟୁବ 28 ଆୟୁବ ଆୟୁବ 30 →