We Believe JesusFé, Esperança e Nova Vida

ଆୟୁବ 3

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · oriá

← ଆୟୁବ 2 ଆୟୁବ ଆୟୁବ 4 →

1ଏଥିଉତ୍ତାରେ ଆୟୁବ ମୁଖ ଫିଟାଇ ଆପଣା ଜନ୍ମଦିନକୁ ଅଭିଶାପ ଦେଲା।

2ପୁଣି, ଆୟୁବ ଉତ୍ତର କରି କହିଲା;

3“ଯେଉଁ ଦିନ ମୁଁ ଜାତ ହେଲି ଓ ‘ପୁତ୍ରସନ୍ତାନ ଗର୍ଭସ୍ଥ ହେଲା’ ବୋଲି ଯେଉଁ ରାତ୍ରି କହିଲା, ତାହା ଲୁପ୍ତ ହେଉ;

4ସେ ଦିନ ଅନ୍ଧକାରମୟ ହେଉ;

5ଅନ୍ଧକାର ଓ ମୃତ୍ୟୁୁଚ୍ଛାୟା ତାହାକୁ ଆପଣାର ବୋଲି ଦାବି କରନ୍ତୁ;

6ନିବିଡ଼ ଅନ୍ଧକାର ସେହି ରାତ୍ରିକୁ ଆକ୍ରମଣ କରୁ;

7ଦେଖ, ସେହି ରାତ୍ରି ବନ୍ଧ୍ୟା ହେଉ;

8ଯେଉଁମାନେ ଦିବସକୁ ଅଭିଶାପ ଦିଅନ୍ତି,

9ତହିଁର ସନ୍ଧ୍ୟାକାଳୀନ ନକ୍ଷତ୍ରଗଣ ଅନ୍ଧକାରମୟ ହେଉ;

10କାରଣ ସେ ମୋʼ ମାତୃଗର୍ଭର କବାଟ ରୁଦ୍ଧ କଲା ନାହିଁ,

11ମୁଁ କାହିଁକି ଗର୍ଭରୁ ମଲି ନାହିଁ?

12ଜାନୁଯୁଗଳ କାହିଁକି ମୋତେ ଗ୍ରହଣ କଲା?

13ତାହା ହୋଇ ନ ଥିଲେ, ମୁଁ ଏବେ ଶୟନ କରି ଶାନ୍ତିରେ ଥାʼନ୍ତି;

14ଯେଉଁମାନେ ଆପଣାମାନଙ୍କ ନିମନ୍ତେ ଉଜାଡ଼ ସ୍ଥାନ ନିର୍ମାଣ କରିଥିଲେ,

15ଯେଉଁମାନେ ରୂପାରେ ଆପଣାମାନଙ୍କ ଗୃହ ପରିପୂର୍ଣ୍ଣ କରିଥିଲେ,

16ଅବା ମୁଁ ଗୁପ୍ତ ଗର୍ଭସ୍ରାବ ତୁଲ୍ୟ ପ୍ରାଣହୀନ ହୋଇଥାʼନ୍ତି;

17ସେହି ସ୍ଥାନରେ ଦୁଷ୍ଟଗଣ କ୍ଳେଶ ଦେବାରୁ ନିବୃତ୍ତ

18ସେହି ସ୍ଥାନରେ ବନ୍ଦୀଗଣ ଏକତ୍ର ଆରାମରେ ଅଛନ୍ତି;

19ସେଠାରେ ସାନ ଓ ବଡ଼ ଅଛନ୍ତି;

20ଦୁଃଖଗ୍ରସ୍ତ ଲୋକକୁ କାହିଁକି ଦୀପ୍ତି ଦିଆଯାଏ

21ସେମାନେ ମରଣ ଇଚ୍ଛା କରନ୍ତି, ମାତ୍ର ତାହା ଆସେ ନାହିଁ;

22ସେମାନେ କବର ପାଇ ପାରିଲେ ଆହ୍ଲାଦ କରନ୍ତି,

23ଯାହାର ପଥ ଗୁପ୍ତ

24କାରଣ ମୁଁ ଭୋଜନ କରିବା ପୂର୍ବେ ମୋହର ହାହାକାର ଆସେ,

25ଯେଣୁ ମୁଁ ଯାହା ଭୟ କରେ, ତାହା ହିଁ ମୋʼ ପ୍ରତି ଘଟେ,

26ମୁଁ ଆରାମରେ କି ଶାନ୍ତିରେ ନାହିଁ, କିଅବା ମୋହର ବିଶ୍ରାମ ନାହିଁ;

← ଆୟୁବ 2 ଆୟୁବ ଆୟୁବ 4 →