We Believe JesusFé, Esperança e Nova Vida

ଆୟୁବ 34

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · oriá

← ଆୟୁବ 33 ଆୟୁବ ଆୟୁବ 35 →

1ଆହୁରି ଇଲୀହୂ ଉତ୍ତର କରି କହିଲା,

2“ହେ ଜ୍ଞାନୀମାନେ, ମୋʼ କଥା ଶୁଣ,

3କାରଣ ସ୍ୱାଦ ଯେପରି ଭକ୍ଷ୍ୟର ସ୍ୱାଦ ବୁଝେ,

4ଯାହା ଯଥାର୍ଥ, ତାହା ଆମ୍ଭେମାନେ ଆପଣାମାନଙ୍କ ପାଇଁ ମନୋନୀତ କରୁ;

5କାରଣ ଆୟୁବ କହିଅଛି, ‘ମୁଁ ଧାର୍ମିକ,

6ମୁଁ ନ୍ୟାୟବାନ ହେଲେ ହେଁ ମିଥ୍ୟାବାଦୀ ଗଣିତ ହୋଇଅଛି;

7ଆୟୁବ ପରି କେଉଁ ଲୋକ ଅଛି?

8ସେ ଅଧର୍ମାଚାରୀମାନଙ୍କ ସଙ୍ଗେ ଯାଏ

9କାରଣ ସେ କହିଅଛି, ‘ପରମେଶ୍ୱରଙ୍କଠାରେ ଆନନ୍ଦ କଲେ, ମନୁଷ୍ୟର କିଛି ଲାଭ ନାହିଁ।’

10ହେ ବୁଦ୍ଧିମାନ ଲୋକେ, ମୋʼ କଥା ଶୁଣ;

11ମନୁଷ୍ୟର କର୍ମାନୁସାରେ ସେ ତାହାକୁ ଫଳ ଦେବେ

12ନିଶ୍ଚୟ ପରମେଶ୍ୱର ଦୁଷ୍ଟାଚରଣ କରିବେ ନାହିଁ,

13କିଏ ତାହାଙ୍କୁ ପୃଥିବୀର କର୍ତ୍ତୃତ୍ୱଭାର ଦେଲା?

14ଯଦି ସେ ମନୁଷ୍ୟ ଉପରେ ଆପଣା ମନ ଦେବେ,

15ତେବେ ସକଳ ପ୍ରାଣୀ ଏକତ୍ର ବିନଷ୍ଟ ହେବେ

16ତୁମ୍ଭର ବିବେଚନା ଥିଲେ, ଏହା ଶୁଣ;

17ଯେ ନ୍ୟାୟ ଘୃଣା କରେ, ସେ କି ଶାସନ କରିବ?

18ରାଜାକୁ, ‘ତୁମ୍ଭେ ଅଧମ;’ ଅବା ଅଧିପତିମାନଙ୍କୁ,

19ତେବେ ପରମେଶ୍ୱର ଯେ ଅଧିପତିମାନଙ୍କର ମୁଖାପେକ୍ଷା କରନ୍ତି ନାହିଁ,

20ସେମାନେ ମୁହୂର୍ତ୍ତକେ, ଅର୍ଦ୍ଧରାତ୍ରରେ ହିଁ ମରନ୍ତି;

21କାରଣ ମନୁଷ୍ୟର ମାର୍ଗ ପ୍ରତି ପରମେଶ୍ୱରଙ୍କ ଦୃଷ୍ଟି ଅଛି

22ଯେଉଁଠାରେ ଅଧର୍ମାଚାରୀଗଣ ଲୁଚି ପାରନ୍ତି,

23କାରଣ ମନୁଷ୍ୟର ପରମେଶ୍ୱରଙ୍କ ସାକ୍ଷାତରେ ବିଚାରାର୍ଥେ ଯିବାକୁ ହେବ ବୋଲି

24ସେ ଅନୁଦ୍ଦେଶ୍ୟ ଉପାୟରେ ପରାକ୍ରାନ୍ତ ଲୋକମାନଙ୍କୁ ଖଣ୍ଡ ଖଣ୍ଡ କରନ୍ତି

25ଏହେତୁ ସେ ସେମାନଙ୍କ କର୍ମର ତତ୍ତ୍ୱ ନିଅନ୍ତି;

26ସେ ଅନ୍ୟମାନଙ୍କ ଦୃଷ୍ଟିଗୋଚରରେ ଦୁଷ୍ଟ ଲୋକଙ୍କୁ ପ୍ରହାର କଲା ପରି ସେମାନଙ୍କୁ ପ୍ରହାର କରନ୍ତି;

27କାରଣ ସେମାନେ ତାହାଙ୍କ ଅନୁଗମନରୁ ବିମୁଖ ହେଲେ

28ଏହିରୂପେ ସେମାନେ ତାହାଙ୍କ ଛାମୁରେ ଦରିଦ୍ରର କ୍ରନ୍ଦନ ଉପସ୍ଥିତ କରାଇଲେ,

29ସେ ଶାନ୍ତି ଦେଲେ, କିଏ ଦୋଷ ଦେଇ ପାରେ?

30ଏଣୁ ଅଧାର୍ମିକ ଲୋକ ରାଜତ୍ୱ କରେ ନାହିଁ,

31କାରଣ କେହି କି ପରମେଶ୍ୱରଙ୍କୁ କହିଅଛି,

32ଯାହା ମୁଁ ଜାଣୁ ନାହିଁ, ତାହା ତୁମ୍ଭେ ମୋତେ ଶିଖାଅ;

33ତାହାଙ୍କ ଦତ୍ତ ପ୍ରତିଫଳ କି ତୁମ୍ଭ ଇଚ୍ଛାମତ ହେବ ଯେ, ତୁମ୍ଭେ ତାହା ଅଗ୍ରାହ୍ୟ କରୁଅଛ?

34ବୁଦ୍ଧିମାନ ଲୋକେ

35‘ଆୟୁବ ନ ଜାଣି କଥା କହେ

36ଆୟୁବ ଶେଷ ପର୍ଯ୍ୟନ୍ତ ପରୀକ୍ଷିତ ହେଉ,

37ଯେଣୁ ସେ ଆପଣା ପାପରେ ବିଦ୍ରୋହଭାବ ଯୋଗ କରୁଅଛି,

← ଆୟୁବ 33 ଆୟୁବ ଆୟୁବ 35 →