We Believe JesusFé, Esperança e Nova Vida

ଆୟୁବ 35

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · oriá

← ଆୟୁବ 34 ଆୟୁବ ଆୟୁବ 36 →

1ଆହୁରି, ଇଲୀହୂ ଉତ୍ତର କରି କହିଲା,

2“ତୁମ୍ଭେ କି ଏହାକୁ ଆପଣାର ନ୍ୟାୟ ବୋଲି ଜ୍ଞାନ କରୁଅଛ? ଅବା କହୁଅଛ?

3ଏଥିପାଇଁ କି ତୁମ୍ଭେ କହୁଅଛ, ‘ଏଥିରୁ ମୋହର କେଉଁ ଫଳ ହେବ?

4ମୁଁ ତୁମ୍ଭକୁ ଓ ତୁମ୍ଭ ସଙ୍ଗେ ତୁମ୍ଭ ସଙ୍ଗୀମାନଙ୍କୁ ଉତ୍ତର ଦେବି।

5ଗଗନମଣ୍ଡଳ ପ୍ରତି ଦୃଷ୍ଟି କରି ଅନାଅ

6ତୁମ୍ଭେ ପାପ କଲେ, ପରମେଶ୍ୱରଙ୍କ ବିରୁଦ୍ଧରେ କଅଣ କର?

7ତୁମ୍ଭେ ଧାର୍ମିକ ହେଲେ, ତାହାଙ୍କୁ କଅଣ ଦିଅ?

8ତୁମ୍ଭର ଦୁଷ୍ଟତା ତୁମ୍ଭ ତୁଲ୍ୟ ମନୁଷ୍ୟର କ୍ଷତି କରିପାରେ

9ଉପଦ୍ରବର ବାହୁଲ୍ୟ ସକାଶୁ ଲୋକେ କ୍ରନ୍ଦନ କରନ୍ତି;

10‘ମାତ୍ର ଯେ ରାତ୍ରିକାଳେ ଗାନ ପ୍ରଦାନ କରନ୍ତି,

11ଓ ଆକାଶର ପକ୍ଷୀଗଣ ଅପେକ୍ଷା ଆମ୍ଭମାନଙ୍କୁ ଅଧିକ ଜ୍ଞାନବାନ କରନ୍ତି,

12ଦୁଷ୍ଟ ଲୋକଙ୍କ ଅହଙ୍କାର ସକାଶୁ

13ନିଶ୍ଚୟ ପରମେଶ୍ୱର ଅସାର କଥା ଶୁଣିବେ ନାହିଁ,

14ତୁମ୍ଭେ ତ କହୁଅଛ, ମୁଁ ପରମେଶ୍ୱରଙ୍କୁ ଦେଖୁ ନାହିଁ, ବିଚାର ତାହାଙ୍କ ସମ୍ମୁଖରେ ଅଛି

15ମାତ୍ର ଏବେ, ସେ ନିଜ କ୍ରୋଧରେ ଶାସ୍ତି ଦେଇ ନାହାନ୍ତି,

16ଏଥିପାଇଁ ଆୟୁବ ଅସାର କଥାରେ ଆପଣା ମୁଖ ଫିଟାଏ;

← ଆୟୁବ 34 ଆୟୁବ ଆୟୁବ 36 →