We Believe JesusFé, Esperança e Nova Vida

ଆୟୁବ 40

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · oriá

← ଆୟୁବ 39 ଆୟୁବ ଆୟୁବ 41 →

1ଆହୁରି, ସଦାପ୍ରଭୁ ଆୟୁବକୁ ଉତ୍ତର କରି କହିଲେ,

2“ଦୋଷାନ୍ଵେଷୀ ଲୋକ କି ସର୍ବଶକ୍ତିମାନଙ୍କ ସହିତ ବିବାଦ କରିବ?

3ତହୁଁ ଆୟୁବ ସଦାପ୍ରଭୁଙ୍କୁ ଉତ୍ତର ଦେଇ କହିଲା,

4“ଦେଖ, ମୁଁ ଅକିଞ୍ଚନା; ତୁମ୍ଭକୁ କି ଉତ୍ତର ଦେବି?

5ମୁଁ ଥରେ କଥା କହିଅଛି, ପୁଣି ଉତ୍ତର ଦେବି ନାହିଁ;

6ଏଥିଉତ୍ତାରେ ସଦାପ୍ରଭୁ ଘୂର୍ଣ୍ଣିବାୟୁ ମଧ୍ୟରୁ ଆୟୁବକୁ ଉତ୍ତର ଦେଇ କହିଲେ,

7“ତୁମ୍ଭେ ବୀର ପରି ଆପଣା କଟି ବାନ୍ଧ;

8ତୁମ୍ଭେ କି ଆମ୍ଭର ବିଚାର ବ୍ୟର୍ଥ କରିବ?

9ଅବା ତୁମ୍ଭର ବାହୁ କି ପରମେଶ୍ୱରଙ୍କ ବାହୁ ତୁଲ୍ୟ?

10ତେବେ, ତୁମ୍ଭେ ପ୍ରାଧାନ୍ୟ ଓ ମହତ୍ତ୍ୱରେ ବିଭୂଷିତ ହୁଅ;

11ତୁମ୍ଭେ ଆପଣା ଉଚ୍ଛଳିତ କ୍ରୋଧ ଢାଳି ପକାଅ

12ପ୍ରତ୍ୟେକ ଗର୍ବୀକୁ ଅନାଇ ତାହାକୁ ନତ କର;

13ସେମାନଙ୍କୁ ଏକତ୍ର ଧୂଳିରେ ଲୁଚାଇ ଦିଅ;

14ତେବେ ତୁମ୍ଭ ଦକ୍ଷିଣ ହସ୍ତ ଯେ ତୁମ୍ଭକୁ ଉଦ୍ଧାର କରିପାରେ,

15ବହେମୋତକୁ40:15 ବହେମୋତକୁ ଏକ ବୃହତ ପଶୁ ଯାହା ଏକ ଜଳହସ୍ତୀ ପରି ଦେଖ, ଆମ୍ଭେ ତୁମ୍ଭ ସଙ୍ଗେ ତାହାକୁ ସୃଷ୍ଟି କରିଅଛୁ;

16ଦେଖ, ତାହାର କଟିଦେଶରେ ତାହାର ବଳ ଥାଏ

17ସେ ଏରସ ବୃକ୍ଷ ପରି ଆପଣା ଲାଙ୍ଗୁଳ ହଲାଏ;

18ତାହାର ଅସ୍ଥିସବୁ ପିତ୍ତଳର ନଳ ପରି;

19ସେ ପରମେଶ୍ୱରଙ୍କ କାର୍ଯ୍ୟ ମଧ୍ୟରେ ଅଗ୍ରଗଣ୍ୟ;

20ଆହୁରି, ପର୍ବତଗଣ ତାହା ପାଇଁ ଖାଦ୍ୟ ଉତ୍ପନ୍ନ କରନ୍ତି,

21ସେ ନଳବନ ଭିତରେ

22ପଦ୍ମବୃକ୍ଷ ଆପଣା ଛାୟାରେ ତାହାକୁ ଆଚ୍ଛନ୍ନ କରେ;

23ଦେଖ, ନଦୀ ବଢ଼ିଲେ, ସେ କମ୍ପିତ ହୁଏ ନାହିଁ;

24ସେ ଜାଗ୍ରତ ଥିବା ବେଳେ କେହି କି ତାକୁ ଧରିବ?

← ଆୟୁବ 39 ଆୟୁବ ଆୟୁବ 41 →