We Believe JesusFé, Esperança e Nova Vida

ଆୟୁବ 6

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · oriá

← ଆୟୁବ 5 ଆୟୁବ ଆୟୁବ 7 →

1ଏଥିରେ ଆୟୁବ ଉତ୍ତର କରି କହିଲା,

2“ଆହା, ଯଦି ମୋହର ଦୁଃଖ ତୌଲା ଯାଇଥାʼନ୍ତା

3ତେବେ ତାହା ଏତେବେଳେ ସମୁଦ୍ର ବାଲିଠାରୁ ଭାରୀ ହୁଅନ୍ତା;

4କାରଣ ସର୍ବଶକ୍ତିମାନଙ୍କ ତୀରସବୁ ମୋର ଅନ୍ତରରେ ଅଛି,

5ଘାସ ଥିଲେ କʼଣ ବନ୍ୟ ଗର୍ଦ୍ଦଭ ବୋବାଏ?

6ଅସ୍ୱାଦ ଦ୍ରବ୍ୟ କʼଣ ଲବଣ ବିନା ଭୋଜନ କରାଯାଇପାରେ?

7ମୋହର ପ୍ରାଣ ତାହା ସ୍ପର୍ଶ କରିବାକୁ ଅସମ୍ମତ;

8ଆହା, ଯେବେ ମୁଁ ଆପଣା ବାଞ୍ଛିତ ବିଷୟ ପ୍ରାପ୍ତ ହୁଅନ୍ତି;

9ହଁ, ଯେବେ ପରମେଶ୍ୱର ଅନୁଗ୍ରହ କରି ମୋତେ ଚୂର୍ଣ୍ଣ କରନ୍ତେ;6:9 ଚୂର୍ଣ୍ଣ କରନ୍ତେ; ଅର୍ଥାତ୍‍ ମରିବାକୁ ଦିଅନ୍ତେ

10ତାହାହେଲେ, ଏବେ ହେଁ ମୁଁ ସାନ୍ତ୍ୱନାପ୍ରାପ୍ତ ହୁଅନ୍ତି;

11ମୋହର ବଳ କଅଣ ଯେ, ମୁଁ ଅପେକ୍ଷା କରିବି?

12ମୋହର ବଳ କʼଣ ପ୍ରସ୍ତରମାନଙ୍କର ବଳ?

13ମୋʼ ଦ୍ୱାରା ମୋହର କିଛି ଉପକାର ନାହିଁ

14କ୍ଷୀଣ ହେବାକୁ ଉଦ୍ୟତ ଲୋକ ପ୍ରତି, ମଧ୍ୟ ସର୍ବଶକ୍ତିମାନଙ୍କ ଭୟତ୍ୟାଗୀ ଲୋକ ପ୍ରତି ବନ୍ଧୁଠାରୁ ଦୟା ପ୍ରକାଶିତ ହେବା ଉଚିତ।

15ମୋହର ଭ୍ରାତୃଗଣ ନଦୀ ତୁଲ୍ୟ, ପ୍ରବାହିତ ନଦୀସ୍ରୋତ ତୁଲ୍ୟ ପ୍ରବଞ୍ଚନା କରିଅଛନ୍ତି;

16ତାହାସବୁ ହିମ ସକାଶୁ କୃଷ୍ଣବର୍ଣ୍ଣ

17ନଦୀ ଉତ୍ତପ୍ତ ହେଲେ, ତାହା ଲୁପ୍ତ ହୁଏ;

18ପଥିକ ଦଳ ତହିଁ ନିକଟ ଦେଇ ଯାତ୍ରା କରିବା ବେଳେ ପଥ ଛାଡ଼ନ୍ତି;

19ତେମାର ପଥିକ ଦଳ ଅନ୍ଵେଷଣ କଲେ,

20ସେମାନେ ପ୍ରତ୍ୟାଶା କରିଥିବା ସକାଶୁ ଲଜ୍ଜିତ ହେଲେ;

21ଦେଖ, ଏବେ ତୁମ୍ଭେମାନେ କିଛି ନୁହଁ;

22‘ମୋତେ କିଛି ଦିଅ,’

23କିଅବା ‘ବିପକ୍ଷ ହସ୍ତରୁ ମୋତେ ଉଦ୍ଧାର କର,’

24ମୋତେ ଶିକ୍ଷା ଦିଅ, ତହିଁରେ ମୁଁ ନୀରବ ହେବି

25ସରଳ ବାକ୍ୟ କିପରି ପ୍ରବଳ!

26ତୁମ୍ଭେମାନେ କʼଣ ଶବ୍ଦର ଦୋଷ ଧରିବାକୁ କଳ୍ପନା କରୁଅଛ?

27ହଁ, ତୁମ୍ଭେମାନେ ପିତୃହୀନ ପାଇଁ ଗୁଲିବାଣ୍ଟ କରିବ

28ଏହେତୁ ଏବେ ଅନୁଗ୍ରହ କରି ମୋʼ ପ୍ରତି ଦୃଷ୍ଟି କର;

29ମୁଁ ବିନୟ କରୁଅଛି, ଫେର, କୌଣସି ଅନ୍ୟାୟ ନ ହେଉ;

30ମୋʼ ଜିହ୍ୱାରେ କʼଣ ଅନ୍ୟାୟ ଅଛି?

← ଆୟୁବ 5 ଆୟୁବ ଆୟୁବ 7 →