We Believe JesusFé, Esperança e Nova Vida

ଆୟୁବ 8

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · oriá

← ଆୟୁବ 7 ଆୟୁବ ଆୟୁବ 9 →

1ଏଉତ୍ତାରେ ଶୂହୀୟ ବିଲ୍‍ଦଦ୍‍ ଉତ୍ତର କରି କହିଲା,

2“ତୁମ୍ଭେ କେତେ କାଳ ଏହିସବୁ କଥା କହିବ?

3ପରମେଶ୍ୱର କʼଣ ବିଚାର ବିପରୀତ କରନ୍ତି?

4ଯେବେ ତୁମ୍ଭର ସନ୍ତାନଗଣ ତାହାଙ୍କ ବିରୁଦ୍ଧରେ ପାପ କରିଅଛନ୍ତି

5ଯଦି ତୁମ୍ଭେ ଯତ୍ନପୂର୍ବକ ପରମେଶ୍ୱରଙ୍କର ଅନ୍ଵେଷଣ କର;

6ଯଦି ତୁମ୍ଭେ ନିର୍ମଳ ଓ ସରଳ ଥାʼନ୍ତ,

7ଆଉ, ତୁମ୍ଭର ପ୍ରଥମାବସ୍ଥା କ୍ଷୁଦ୍ର ହେଲେ ହେଁ

8କାରଣ ବିନୟ କରୁଅଛି, ପୂର୍ବକାଳୀନ ଲୋକଙ୍କୁ ପଚାର

9କାରଣ ଆମ୍ଭେମାନେ ତ କାଲିର ଲୋକ ଓ କିଛି ଜାଣୁ ନାହୁଁ,

10ସେମାନେ କʼଣ ତୁମ୍ଭକୁ ଶିକ୍ଷା ଦେବେ ନାହିଁ ଓ ଜଣାଇବେ ନାହିଁ,

11ପଙ୍କ ବିନା କʼଣ ନଳ ବଢ଼ିପାରେ?

12ତାହା ସତେଜ ଥାଉ ଥାଉ ଓ କଟା ନୋହୁଣୁ

13ଯେଉଁମାନେ ପରମେଶ୍ୱରଙ୍କୁ ପାସୋରନ୍ତି, ସେସମସ୍ତଙ୍କର ପଥ ଏହି ପ୍ରକାର

14ତାହାର ପ୍ରତ୍ୟାଶା ଉଚ୍ଛିନ୍ନ ହେବ,

15ସେ ଆପଣା ଗୃହ ଉପରେ ଆଉଜିବ,

16ସେ ସୂର୍ଯ୍ୟ ସାକ୍ଷାତରେ ସତେଜ ହୁଏ,

17ତାହାର ଚେର ପ୍ରସ୍ତରରାଶିରେ ଜଡ଼ିତ ହୁଏ,

18ଯଦି ସେ ଆପଣା ସ୍ଥାନରୁ ବିନଷ୍ଟ ହେବ,

19ଦେଖ, ଏହି ତାହାର ଗତିର ଆମୋଦ,

20ଦେଖ, ପରମେଶ୍ୱର ସିଦ୍ଧ ଲୋକକୁ ଦୂର କରିବେ ନାହିଁ,

21ତେବେ ହେଁ ସେ ତୁମ୍ଭ ମୁଖକୁ ହାସ୍ୟରେ

22ତୁମ୍ଭର ଘୃଣାକାରୀମାନେ ଲଜ୍ଜା ପରିହିତ ହେବେ

← ଆୟୁବ 7 ଆୟୁବ ଆୟୁବ 9 →