1ହେ ଇସ୍ରାଏଲ ବଂଶ, ସଦାପ୍ରଭୁ ତୁମ୍ଭମାନଙ୍କୁ ଯେଉଁ କଥା କହନ୍ତି, ତାହା ଶୁଣ;
2ସଦାପ୍ରଭୁ ଏହି କଥା କହନ୍ତି,
3ଅନ୍ୟଦେଶୀୟମାନଙ୍କର ବିଧିସକଳ ଅସାର;
4ସେମାନେ ରୂପା ଓ ସୁନାରେ ତାହା ମଣ୍ଡନ କରନ୍ତି;
5ସେସବୁ ତାଳଗଛ ତୁଲ୍ୟ, କୁନ୍ଦା କର୍ମ ଓ କଥା କହନ୍ତି ନାହିଁ;
6ହେ ସଦାପ୍ରଭୁ, ତୁମ୍ଭ ତୁଲ୍ୟ କେହି ନାହିଁ;
7ହେ ସର୍ବଦେଶୀୟମାନଙ୍କର ରାଜନ୍, ତୁମ୍ଭଙ୍କୁ କିଏ ଭୟ ନ କରିବ?
8ସେମାନେ ସମସ୍ତେ ପଶୁବତ୍ ଓ ଅଜ୍ଞାନ ପ୍ରତିମାଗଣର ଶିକ୍ଷା କାଷ୍ଠ ମାତ୍ର।
9ତର୍ଶୀଶରୁ ପିଟା ରୂପାପାତ୍ର ଓ ଉଫସରୁ ସୁନା ଅଣାଯାଏ,
10ମାତ୍ର ସଦାପ୍ରଭୁ ସତ୍ୟ ପରମେଶ୍ୱର ଅଟନ୍ତି;
11ତୁମ୍ଭେମାନେ ସେମାନଙ୍କୁ ଏହି କଥା କହିବ,
12ସେ ଆପଣା ପରାକ୍ରମ ଦ୍ୱାରା ପୃଥିବୀ ନିର୍ମାଣ କରିଅଛନ୍ତି,
13ଯେତେବେଳେ ସେ ଆପଣା ରବ ଉଚ୍ଚାରଣ କରନ୍ତି,
14ପ୍ରତ୍ୟେକ ମନୁଷ୍ୟ ପଶୁବତ୍ ଓ ଜ୍ଞାନହୀନ ହୋଇଅଛି;
15ସେସବୁ ଅସାର ଓ ଭ୍ରାନ୍ତିର କର୍ମ;
16ଯେ ଯାକୁବର ବାଣ୍ଟ ସ୍ୱରୂପ, ସେ ଏମାନଙ୍କ ପରି ନୁହନ୍ତି;
17ହେ ଅବରୁଦ୍ଧ ସ୍ଥାନ ନିବାସୀନ୍, ତୁମ୍ଭେ ଦେଶରୁ ଆପଣା ସାମଗ୍ରୀ ସଂଗ୍ରହ କର।
18କାରଣ ସଦାପ୍ରଭୁ ଏହି କଥା କହନ୍ତି,
19ହାୟ ହାୟ, ମୋହର ଦୁଃଖ! ମୋହର କ୍ଷତ ଅତି ବେଦନାଯୁକ୍ତ;
20ମୋର ତମ୍ବୁ ଲୁଟିତ ହୋଇଅଛି ଓ ମୋର ରଜ୍ଜୁସବୁ ଛିଣ୍ଡି ଯାଇଅଛି;
21କାରଣ ପାଳକଗଣ ପଶୁବତ୍ ହୋଇଅଛନ୍ତି
22କୋଳାହଳର ରବ, ଦେଖ ତାହା ଉପସ୍ଥିତ ହେଉଅଛି,
23ହେ ସଦାପ୍ରଭୁ, ମୁଁ ଜାଣେ; ମନୁଷ୍ୟର ଗତି ତାହାର ଆୟତ୍ତ ନୁହେଁ;
24ହେ ସଦାପ୍ରଭୁ, ମୋତେ ଶାସନ କର, ମାତ୍ର ବିଚାରପୂର୍ବକ କର;
25ଯେଉଁ ଅନ୍ୟ ଦେଶୀୟମାନେ ତୁମ୍ଭଙ୍କୁ ଜାଣନ୍ତି ନାହିଁ