We Believe JesusFé, Esperança e Nova Vida

ଯିରିମୀୟ 15

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · oriá

← ଯିରିମୀୟ 14 ଯିରିମୀୟ ଯିରିମୀୟ 16 →

1ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ଯଦ୍ୟପି ମୋଶା ଓ ଶାମୁୟେଲ ଆମ୍ଭ ସମ୍ମୁଖରେ ଠିଆ ହୁଅନ୍ତେ, ତଥାପି ଆମ୍ଭର ମନ ଏହି ଲୋକମାନଙ୍କ ପ୍ରତି ଅନୁକୂଳ ହୁଅନ୍ତା ନାହିଁ; ସେମାନଙ୍କୁ ଆମ୍ଭ ଦୃଷ୍ଟିରୁ ଦୂର କର, ସେମାନେ ବାହାରି ଯାଉନ୍ତୁ।

2ପୁଣି, ଯଦି ସେମାନେ ତୁମ୍ଭକୁ କହନ୍ତି, ‘ଆମ୍ଭେମାନେ କେଉଁଠାକୁ ବାହାରି ଯିବା?’ ତେବେ ତୁମ୍ଭେ ସେମାନଙ୍କୁ ଏହା କହିବ, ‘ସଦାପ୍ରଭୁ ଏହି କଥା କହନ୍ତି,

3ପୁଣି, ସଦାପ୍ରଭୁ କହନ୍ତି, ଆମ୍ଭେ ବଧ କରିବା ନିମନ୍ତେ ଖଡ୍ଗ, ବିଦୀର୍ଣ୍ଣ କରିବା ନିମନ୍ତେ କୁକ୍କୁରଗଣ, ପୁଣି ଗ୍ରାସ ଓ ବିନାଶ କରିବା ନିମନ୍ତେ ଖେଚର ପକ୍ଷୀଗଣ ଓ ଭୂଚର ପଶୁଗଣ, ଏହି ଚାରି ଜାତିକୁ ସେମାନଙ୍କ ଉପରେ ନିଯୁକ୍ତ କରିବା।

4ଆଉ, ଯିହୁଦାର ରାଜା ହିଜକୀୟର ପୁତ୍ର ମନଃଶିର ଯିରୂଶାଲମରେ କୃତକାର୍ଯ୍ୟ ସକାଶୁ ଆମ୍ଭେ ସେମାନଙ୍କୁ ପୃଥିବୀର ଯାବତୀୟ ରାଜ୍ୟରେ ଏଣେତେଣେ ନିକ୍ଷିପ୍ତ କରାଇବା।

5କାରଣ ହେ ଯିରୂଶାଲମ, କିଏ ତୁମ୍ଭକୁ ଦୟା କରିବ?

6ସଦାପ୍ରଭୁ କହନ୍ତି, ତୁମ୍ଭେ ଆମ୍ଭକୁ ଅଗ୍ରାହ୍ୟ କରିଅଛ, ତୁମ୍ଭେ ପଛକୁ ହଟି ଯାଇଅଛ;

7ଆମ୍ଭେ ସେମାନଙ୍କୁ ଦେଶର ପୁରଦ୍ୱାରସମୂହରେ କୁଲାରେ ପାଛୁଡ଼ି ଅଛୁ;

8ଆମ୍ଭ ସାକ୍ଷାତରେ ସେମାନଙ୍କର ବିଧବାମାନେ

9ସାତ ସନ୍ତାନପ୍ରସୂତା ସ୍ତ୍ରୀ କ୍ଷୀଣା ହେଉଅଛି; ସେ ପ୍ରାଣତ୍ୟାଗ କରିଅଛି;

10ଗୋ ଆମ୍ଭର ମାତା, ମୁଁ ସନ୍ତାପର ପାତ୍ର,

11ସଦାପ୍ରଭୁ କହିଲେ, “ଆମ୍ଭେ ନିଶ୍ଚୟ ମଙ୍ଗଳ ନିମନ୍ତେ ତୁମ୍ଭକୁ ସବଳ କରିବା;

12ଲୌହ, ଉତ୍ତର ଦେଶୀୟ ଲୌହ ଓ ପିତ୍ତଳ କି କେହି ଭାଙ୍ଗିପାରେ?

13ଆମ୍ଭେ ତୁମ୍ଭର ସମ୍ପତ୍ତି ଓ ଧନଭଣ୍ଡାରସବୁ ବିନାମୂଲ୍ୟରେ ଲୁଟିତ ହେବା ପାଇଁ ଦେବା

14ପୁଣି, ଆମ୍ଭେ ସେସମସ୍ତଙ୍କୁ ତୁମ୍ଭ ଶତ୍ରୁଗଣର ସଙ୍ଗରେ ତୁମ୍ଭ ଅଜ୍ଞାତ ଏକ ଦେଶକୁ ନେଇଯିବା;

15ହେ ସଦାପ୍ରଭୋ, ତୁମ୍ଭେ ଜାଣୁଅଛ;

16ତୁମ୍ଭର ବାକ୍ୟ ପ୍ରାପ୍ତ ହେଲା, ପୁଣି ମୁଁ ତାହା ଭୋଜନ କଲି;

17ମୁଁ ଆମୋଦ-ପ୍ରମୋଦକାରୀମାନଙ୍କ ସଭାରେ ବସିଲି ନାହିଁ,

18ମୋର ବେଦନା ନିତ୍ୟସ୍ଥାୟୀ ଓ ମୋର କ୍ଷତ ଅପ୍ରତୀକାର୍ଯ୍ୟ ହୋଇ

19ଏନିମନ୍ତେ ସଦାପ୍ରଭୁ ଏହି କଥା କହନ୍ତି,

20ପୁଣି, ଆମ୍ଭେ ଏହି ଲୋକମାନଙ୍କ ନିକଟରେ

21ପୁଣି, ଆମ୍ଭେ ତୁମ୍ଭକୁ ଦୁଷ୍ଟମାନଙ୍କ ହସ୍ତରୁ ଉଦ୍ଧାର କରିବା

← ଯିରିମୀୟ 14 ଯିରିମୀୟ ଯିରିମୀୟ 16 →