We Believe JesusFé, Esperança e Nova Vida

ଯିରିମୀୟ 3

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · oriá

← ଯିରିମୀୟ 2 ଯିରିମୀୟ ଯିରିମୀୟ 4 →

1ଲୋକେ କହନ୍ତି, ‘କେହି ଆପଣା ଭାର୍ଯ୍ୟାକୁ ତ୍ୟାଗ କଲେ,

2ଚକ୍ଷୁ ଟେକି ବୃକ୍ଷଶୂନ୍ୟ ଟିକର ସ୍ଥାନସବୁ ଦେଖ;

3ଏହେତୁ ବୃଷ୍ଟି ନିବାରିତ ହୋଇଅଛି ଓ ଶେଷ ବର୍ଷା ହୋଇ ନାହିଁ;

4ତୁମ୍ଭେ କି ଏହି ସମୟଠାରୁ ଆମ୍ଭ ନିକଟରେ ପ୍ରାର୍ଥନା କରି ନ କହିବ,

5ସେ କି ସଦାକାଳ କ୍ରୁଦ୍ଧ ହୋଇଥିବେ?

6ଆହୁରି, ଯୋଶୀୟ ରାଜାର ସମୟରେ ସଦାପ୍ରଭୁ ମୋତେ କହିଲେ, “ବିପଥଗାମୀନୀ ଇସ୍ରାଏଲ ଯାହା କରିଅଛି, ତାହା କି ତୁମ୍ଭେ ଦେଖିଅଛ? ସେ ପ୍ରତ୍ୟେକ ଉଚ୍ଚ ପର୍ବତ ଉପରେ ଓ ପ୍ରତ୍ୟେକ ହରିଦ୍‍ବର୍ଣ୍ଣ ବୃକ୍ଷ ତଳେ ଯାଇ ସେଠାରେ ବ୍ୟଭିଚାର କରିଅଛି।

7ପୁଣି, ସେ ଏସବୁ କାର୍ଯ୍ୟ କଲା ଉତ୍ତାରେ ଆମ୍ଭେ କହିଲୁ, ସେ ଆମ୍ଭ ନିକଟକୁ ଫେରି ଆସିବ, ମାତ୍ର ସେ ଫେରି ଆସିଲା ନାହିଁ; ଆଉ, ତାହାର ବିଶ୍ୱାସଘାତିନୀ ଭଗିନୀ ଯିହୁଦା ଏହା ଦେଖିଲା।

8ଆଉ, ଆମ୍ଭେ ଦେଖିଲୁ, ବିପଥଗାମୀନୀ ଇସ୍ରାଏଲ ବ୍ୟଭିଚାର କରିବା ସକାଶୁ ଆମ୍ଭେ ତାହାକୁ ତ୍ୟାଗ କରି ଛାଡ଼ପତ୍ର ଦେଲେ ହେଁ, ତାହାର ବିଶ୍ୱାସଘାତିନୀ ଭଗିନୀ ଯିହୁଦା ଭୟ କଲା ନାହିଁ; ମାତ୍ର ସେ ମଧ୍ୟ ଯାଇ ବ୍ୟଭିଚାର କଲା।

9ତାହାର ବ୍ୟଭିଚାରର ଅଖ୍ୟାତିରେ ଦେଶ ଅଶୁଚି ହେଲା ଓ ସେ ପଥର ଓ କାଠ ସଙ୍ଗରେ ବ୍ୟଭିଚାର କଲା।

10ପୁଣି, ଏସବୁ ହେଲେ ହେଁ ତାହାର ବିଶ୍ୱାସଘାତିନୀ ଭଗିନୀ ଯିହୁଦା ଆପଣା ସର୍ବାନ୍ତଃକରଣ ସହିତ ନୁହେଁ, ମାତ୍ର କପଟ ଭାବରେ ଆମ୍ଭ ପ୍ରତି ଫେରିଅଛି, ଏହା ସଦାପ୍ରଭୁ କହନ୍ତି।”

11ଆଉ, ସଦାପ୍ରଭୁ ମୋତେ କହିଲେ, “ବିପଥଗାମୀନୀ ଇସ୍ରାଏଲ ବିଶ୍ୱାସଘାତିନୀ ଯିହୁଦା ଅପେକ୍ଷା ଆପଣାକୁ ଧାର୍ମିକା ଦେଖାଇଅଛି।

12ତୁମ୍ଭେ ଯାଇ ଉତ୍ତର ଦିଗ ଆଡ଼େ ଏହି କଥା ପ୍ରଚାର କରି କୁହ, ହେ ବିପଥଗାମୀନୀ ଇସ୍ରାଏଲ, ସଦାପ୍ରଭୁ କହନ୍ତି, ତୁମ୍ଭେ ଫେର; ଆମ୍ଭେ ତୁମ୍ଭ ପ୍ରତି କ୍ରୋଧ ଦୃଷ୍ଟି କରିବା ନାହିଁ; କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ଦୟାବାନ, ଆମ୍ଭେ ସର୍ବଦା କ୍ରୋଧ ରଖିବା ନାହିଁ।

13ସଦାପ୍ରଭୁ କହନ୍ତି, ତୁମ୍ଭେ ଯେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ବିରୁଦ୍ଧରେ ଅପରାଧ କରିଅଛ

14ସଦାପ୍ରଭୁ କହନ୍ତି, ହେ ବିପଥଗାମୀ ସନ୍ତାନଗଣ, ଫେର;

15ଆଉ, ଆମ୍ଭେ ଆପଣା ମନ ଅନୁଯାୟୀ ପାଳକଗଣ ତୁମ୍ଭମାନଙ୍କୁ ଦେବା,

16ସଦାପ୍ରଭୁ କହନ୍ତି, ସେହି ସମୟରେ, ଯେତେବେଳେ ତୁମ୍ଭେମାନେ ଦେଶରେ ବର୍ଦ୍ଧିଷ୍ଣୁ ଓ ବହୁବଂଶ ହେବ, ସେତେବେଳେ ଲୋକମାନେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ବୋଲି ଆଉ କହିବେ ନାହିଁ; କିଅବା ତାହା ମନରେ ପଡ଼ିବ ନାହିଁ; ଅଥବା ସେମାନେ ତାହା ସ୍ମରଣ କରିବେ ନାହିଁ, କିଅବା ତାହା ନିକଟକୁ ଯିବେ ନାହିଁ; ଅଥବା ଆଉ ତାହା ନିର୍ମିତ ହେବ ନାହିଁ।

17ସେସମୟରେ ଲୋକମାନେ ଯିରୂଶାଲମକୁ ସଦାପ୍ରଭୁଙ୍କର ସିଂହାସନ ବୋଲି କହିବେ; ଆଉ, ସବୁ ଦେଶୀୟ ଲୋକମାନେ ତହିଁ ନିକଟରେ, ସଦାପ୍ରଭୁଙ୍କ ନାମ ଉଦ୍ଦେଶ୍ୟରେ ଯିରୂଶାଲମରେ ସଂଗୃହୀତ ହେବେ; ପୁଣି, ସେମାନେ ଆପଣା ଆପଣା ଦୁଷ୍ଟ ଅନ୍ତଃକରଣର ଅବାଧ୍ୟତା ଅନୁସାରେ ଆଉ ଗମନ କରିବେ ନାହିଁ।

18ସେହି ସମୟରେ ଯିହୁଦା ବଂଶ, ଇସ୍ରାଏଲ ବଂଶ ସଙ୍ଗେ ଗମନ କରିବେ ଓ ସେମାନେ ଉତ୍ତର ଦେଶରୁ ଏକତ୍ର ବାହାରି ତୁମ୍ଭମାନଙ୍କର ପୂର୍ବପୁରୁଷଗଣଙ୍କୁ ଅଧିକାର ନିମନ୍ତେ ଆମ୍ଭର ଦତ୍ତ ଦେଶକୁ ଆସିବେ।

19ମାତ୍ର ଆମ୍ଭେ କହିଲୁ, ଆମ୍ଭ ସନ୍ତାନଗଣ ମଧ୍ୟରେ କିପରି

20ସଦାପ୍ରଭୁ କହନ୍ତି, ଯେପରି କୌଣସି ଭାର୍ଯ୍ୟା

21ବୃକ୍ଷଶୂନ୍ୟ ଉଚ୍ଚସ୍ଥଳୀମାନରେ ଏକ ସ୍ୱର,

22“ହେ ବିପଥଗାମୀ ସନ୍ତାନଗଣ ଫେର,

23ଉପପର୍ବତସମୂହରୁ, ପର୍ବତମାନର ଉପରିସ୍ଥ କୋଳାହଳରୁ ଅପେକ୍ଷିତ ଉପକାର ନିତାନ୍ତ ବ୍ୟର୍ଥ;

24ମାତ୍ର ଲଜ୍ଜାସ୍ପଦ ବସ୍ତୁ ଆମ୍ଭମାନଙ୍କର ବାଲ୍ୟକାଳରୁ

25ଆମ୍ଭେମାନେ ନିଜ ଲଜ୍ଜାରେ ଶୟନ କରୁ

← ଯିରିମୀୟ 2 ଯିରିମୀୟ ଯିରିମୀୟ 4 →