1ସଦାପ୍ରଭୁଙ୍କଠାରୁ ଯିରିମୀୟଙ୍କ ନିକଟରେ ଏହି ବାକ୍ୟ ଉପସ୍ଥିତ ହେଲା, ଯଥା,
2“ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଆମ୍ଭେ ତୁମ୍ଭକୁ ଯେଉଁ ସକଳ କଥା କହିଅଛୁ, ତାହା ଗୋଟିଏ ପୁସ୍ତକରେ ଲେଖି ରଖ।
3କାରଣ ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ଆମ୍ଭେ ଆପଣା ଲୋକ ଇସ୍ରାଏଲର ଓ ଯିହୁଦାର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା, ଏପରି ସମୟ ଆସୁଅଛି, ସଦାପ୍ରଭୁ କହନ୍ତି; ହଁ, ଆମ୍ଭେ ସେମାନଙ୍କ ପୂର୍ବପୁରୁଷମାନଙ୍କୁ ଯେଉଁ ଦେଶ ଦେଇଅଛୁ, ସେହି ଦେଶକୁ ସେମାନଙ୍କୁ ଫେରାଇ ଆଣିବା ଓ ସେମାନେ ତାହା ଅଧିକାର କରିବେ।”
4ଇସ୍ରାଏଲ ଓ ଯିହୁଦା ବିଷୟରେ ସଦାପ୍ରଭୁଙ୍କର କଥିତ ବାକ୍ୟ ଏହି।
5ସଦାପ୍ରଭୁ ଏହି କଥା କହନ୍ତି;
6କୌଣସି ପୁରୁଷର ପ୍ରସବବେଦନା ହେଉଅଛି କି ନାହିଁ, ତୁମ୍ଭେମାନେ ପଚାରି ବୁଝ;
7ହାୟ ହାୟ! ସେ ଦିନ ମହତ, ତାହା ତୁଲ୍ୟ ଦିନ ଆଉ ନାହିଁ,
8ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଆମ୍ଭେ ସେହି ଦିନ ତୁମ୍ଭ ସ୍କନ୍ଧରୁ ତାହାର ଯୁଆଳି ଭାଙ୍ଗି ପକାଇବା ଓ ତୁମ୍ଭର ବନ୍ଧନସବୁ ଛିଣ୍ଡାଇ ଦେବା; ପୁଣି, ବିଦେଶୀମାନେ ଆଉ ଆପଣାମାନଙ୍କର ଦାସ୍ୟକର୍ମ ତାହାକୁ କରାଇବେ ନାହିଁ।
9ମାତ୍ର ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ଓ ଆମ୍ଭେ ସେମାନଙ୍କ ନିମନ୍ତେ ଯାହାଙ୍କୁ ଉତ୍ପନ୍ନ କରିବା, ଆପଣାମାନଙ୍କର ସେହି ରାଜା ଦାଉଦଙ୍କର ଦାସ୍ୟକର୍ମ କରିବେ।
10“ଏହେତୁ ସଦାପ୍ରଭୁ କହନ୍ତି,
11କାରଣ ସଦାପ୍ରଭୁ କହନ୍ତି,
12କାରଣ ସଦାପ୍ରଭୁ ଏହି କଥା କହନ୍ତି,
13ତୁମ୍ଭର କ୍ଷତ ଯେପରି ବନ୍ଧା ଯିବ,
14ତୁମ୍ଭର ପ୍ରେମକାରୀ ସମସ୍ତେ ତୁମ୍ଭକୁ ପାସୋରିଅଛନ୍ତି;
15ତୁମ୍ଭେ ଆପଣା କ୍ଷତ ସକାଶୁ କାହିଁକି କ୍ରନ୍ଦନ କରୁଅଛ? ତୁମ୍ଭର ବେଦନା ଅପ୍ରତୀକାର୍ଯ୍ୟ,
16ଏହେତୁ ଯେଉଁମାନେ ତୁମ୍ଭକୁ ଗ୍ରାସ କରନ୍ତି, ସେମାନେ ଗ୍ରାସିତ ହେବେ
17କାରଣ ସଦାପ୍ରଭୁ କହନ୍ତି,
18ସଦାପ୍ରଭୁ ଏହି କଥା କହନ୍ତି,
19ଆଉ, ସେହି ସ୍ଥାନ ମଧ୍ୟରୁ ଧନ୍ୟବାଦ
20ସେମାନଙ୍କର ସନ୍ତାନଗଣ ମଧ୍ୟ ପୂର୍ବ ପରି ହେବେ
21ପୁଣି, ସେମାନଙ୍କର ଅଧିପତି ସେମାନଙ୍କ ମଧ୍ୟରୁ ହେବେ
22ପୁଣି, ତୁମ୍ଭେମାନେ ଆମ୍ଭର ଲୋକ ହେବ,
23ଦେଖ, ସଦାପ୍ରଭୁଙ୍କର ତୋଫାନ, ଅର୍ଥାତ୍, ତାହାଙ୍କର ପ୍ରଚଣ୍ଡ କ୍ରୋଧ,
24ସଦାପ୍ରଭୁ ଆପଣା ମନର ଅଭିପ୍ରାୟ ସଫଳ ଓ ସିଦ୍ଧ ନ କରିବା ପର୍ଯ୍ୟନ୍ତ