We Believe JesusFé, Esperança e Nova Vida

ଯିରିମୀୟ 49

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · oriá

← ଯିରିମୀୟ 48 ଯିରିମୀୟ ଯିରିମୀୟ 50 →

1ଅମ୍ମୋନ-ସନ୍ତାନଗଣର ବିଷୟ।

2ଏହେତୁ ସଦାପ୍ରଭୁ କହନ୍ତି,

3ହେ ହିଷ୍‍ବୋନ, ହାହାକାର କର, କାରଣ ଅୟ ଉଚ୍ଛିନ୍ନ ହେଲା!

4ଗୋ ବିପଥଗାମିନୀ କନ୍ୟେ,

5ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି,

6ତଥାପି ସଦାପ୍ରଭୁ କହନ୍ତି,

7ଇଦୋମର ବିଷୟ।

8ହେ ଦଦାନ ନିବାସୀଗଣ,

9ଦ୍ରାକ୍ଷାଫଳ ସଂଗ୍ରହକାରୀମାନେ ତୁମ୍ଭ ନିକଟକୁ ଆସିଲେ,

10ମାତ୍ର ଆମ୍ଭେ ଏଷୌକୁ ଶୂନ୍ୟ କରିଅଛୁ,

11ତୁମ୍ଭେ ଆପଣା ପିତୃହୀନ ସନ୍ତାନଗଣକୁ ଛାଡ଼,

12କାରଣ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଯେଉଁମାନଙ୍କର ସେହି ପାତ୍ରରେ ପାନ କରିବାର ସମ୍ପର୍କ ନାହିଁ, ସେମାନେ ନିତାନ୍ତ ତହିଁରେ ପାନ କରିବେ, ତେବେ ତୁମ୍ଭେ କି ସର୍ବତୋଭାବେ ଅଦଣ୍ଡିତ ହେବ? ତୁମ୍ଭେ ଅଦଣ୍ଡିତ ହେବ ନାହିଁ, ମାତ୍ର ନିଶ୍ଚୟ ପାନ କରିବ।

13କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ନିଜ ନାମରେ ଶପଥ କରିଅଛୁ ଯେ, ବସ୍ରା ବିସ୍ମୟର, ନିନ୍ଦାର, ଉତ୍ସନ୍ନତାର ଓ ଅଭିଶାପର ପାତ୍ର ହେବ ଓ ତହିଁର ନଗରସବୁ ଚିରକାଳ ଉତ୍ସନ୍ନ ସ୍ଥାନ ହେବ।”

14ମୁଁ ସଦାପ୍ରଭୁଙ୍କଠାରୁ ସମ୍ବାଦ ଶୁଣିଅଛି,

15କାରଣ ଦେଖ, ଆମ୍ଭେ ଗୋଷ୍ଠୀୟମାନଙ୍କ ମଧ୍ୟରେ ତୁମ୍ଭକୁ କ୍ଷୁଦ୍ର

16ଗୋ ଶୈଳଛିଦ୍ର ନିବାସିନୀ, ହେ ପର୍ବତ ଶୃଙ୍ଗ ଅବଲମ୍ବିନୀ,

17ପୁଣି, “ଇଦୋମ ବିସ୍ମୟର ବିଷୟ ହେବ;

18ସଦାପ୍ରଭୁ କହନ୍ତି,

19ଦେଖ, ସେ ଦୃଢ଼ ନିବାସ ସ୍ଥାନ ବିରୁଦ୍ଧରେ

20ଏହେତୁ ସଦାପ୍ରଭୁ ଇଦୋମର ବିରୁଦ୍ଧରେ ଯେଉଁ ମନ୍ତ୍ରଣା

21ସେମାନଙ୍କର ପତନ ଶବ୍ଦରେ ପୃଥିବୀ କମ୍ପୁଅଛି,

22ଦେଖ, ସେ ଉତ୍କ୍ରୋଶ ପକ୍ଷୀ ପରି ଉଠି ଉଡ଼ି ଆସିବ

23ଦମ୍ମେଶକର ବିଷୟ। “ହମାତ୍‍ ଓ ଅର୍ପଦ ଲଜ୍ଜିତ ହେଉଅଛନ୍ତି,

24ଦମ୍ମେଶକ କ୍ଷୀଣବଳ ହୋଇଅଛି,

25ଏହି ପ୍ରଶଂସିତ ନଗର ଓ ଆମ୍ଭର ଆନନ୍ଦଜନକ ନଗର

26ଏହେତୁ ସଦାପ୍ରଭୁ କହନ୍ତି,

27ପୁଣି, ଆମ୍ଭେ ଦମ୍ମେଶକର ପ୍ରାଚୀରରେ ଅଗ୍ନି ଲଗାଇବା,

28“ବାବିଲର ରାଜା ନବୂଖଦ୍‍ନିତ୍ସର ଦ୍ୱାରା ପରାଜିତ କେଦାରର ଓ ହାସୋର ରାଜ୍ୟସମୂହର ବିଷୟ। ସଦାପ୍ରଭୁ ଏହି କଥା କହନ୍ତି,

29ଲୋକମାନେ ସେମାନଙ୍କର ତମ୍ବୁ ଓ ପଶୁପଲସବୁ ନେଇଯିବେ;

30ସଦାପ୍ରଭୁ କହନ୍ତି,

31ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଉଠ, ଯେଉଁ ଗୋଷ୍ଠୀ କବାଟ

32ସେମାନଙ୍କର ଓଟଗଣ ଲୁଟିତ ବସ୍ତୁ ହେବେ

33ପୁଣି, ହାସୋର ଶୃଗାଳମାନଙ୍କର ବସତି ଓ ସଦାକାଳ ଉତ୍ସନ୍ନ ସ୍ଥାନ ହେବ;

34ଯିହୁଦାର ରାଜା ସିଦିକୀୟଙ୍କ ରାଜତ୍ଵର ଆରମ୍ଭ ସମୟରେ ଏଲମ୍‍ ବିଷୟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କ ନିକଟରେ ଉପସ୍ଥିତ ହେଲା, ଯଥା,

35ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି,

36ପୁଣି, ଆମ୍ଭେ ଆକାଶର ଚତୁର୍ଦ୍ଦିଗରୁ ଚାରି ବାୟୁ ଏଲମ୍‍ ଉପରେ ବହାଇବା

37ପୁଣି, ଆମ୍ଭେ ଏଲମ୍‍ର ଲୋକମାନଙ୍କୁ ସେମାନଙ୍କ ଶତ୍ରୁଗଣ ସମ୍ମୁଖରେ

38ପୁଣି, ସଦାପ୍ରଭୁ କହନ୍ତି,

39ମାତ୍ର ଶେଷ କାଳରେ ଆମ୍ଭେ ଏଲମ୍‍କୁ ବନ୍ଦୀତ୍ୱାବସ୍ଥାରୁ ଫେରାଇ ଆଣିବା,

← ଯିରିମୀୟ 48 ଯିରିମୀୟ ଯିରିମୀୟ 50 →