1ତୁମ୍ଭେମାନେ ଯିରୂଶାଲମର ସବୁ ସଡ଼କରେ ଏଣେତେଣେ ଧାଇଁ ଦେଖ ଓ ବୁଝ,
2ସେମାନେ ଜୀବିତ ସଦାପ୍ରଭୁ ବୋଲି କହିଲେ ହେଁ
3ହେ ସଦାପ୍ରଭୁ, ତୁମ୍ଭର ଚକ୍ଷୁ କʼଣ ସତ୍ୟତା ପ୍ରତି ଦୃଷ୍ଟି ନ କରେ?
4ତହିଁରେ ମୁଁ କହିଲି, “ନିଶ୍ଚୟ ଏମାନେ ଦରିଦ୍ର; ଏମାନେ ଅଜ୍ଞାନ;
5ମୁଁ ବଡ଼ ଲୋକମାନଙ୍କ ନିକଟକୁ ଯାଇ ସେମାନଙ୍କୁ କହିବି;
6ଏନିମନ୍ତେ ବନରୁ ଏକ ସିଂହ ବାହାରି ସେମାନଙ୍କୁ ବଧ କରିବ
7“ଆମ୍ଭେ କିପରି ତୁମ୍ଭକୁ କ୍ଷମା କରି ପାରିବା?
8ସେମାନେ ପ୍ରଭାତରେ ସୁପୋଷିତ ଅଶ୍ୱ ତୁଲ୍ୟ ହେଲେ;
9ସଦାପ୍ରଭୁ କହନ୍ତି, ଆମ୍ଭେ କʼଣ ଏହିସବୁର ପ୍ରତିଫଳ ଦେବା ନାହିଁ?
10ତୁମ୍ଭେମାନେ ତାହାର ଦ୍ରାକ୍ଷଲତା ଦେଇ5:10 ଦ୍ରାକ୍ଷଲତା ଦେଇ ପ୍ରାଚୀର ଉପରକୁ ଯାଇ ସେମାନଙ୍କୁ ବିନାଶ କର;
11ସଦାପ୍ରଭୁ କହନ୍ତି, ଇସ୍ରାଏଲ ବଂଶ ଓ ଯିହୁଦା ବଂଶ
12ସେମାନେ ସଦାପ୍ରଭୁଙ୍କୁ ଅସ୍ୱୀକାର କରି କହିଲେ,
13ଆଉ, ଭବିଷ୍ୟଦ୍ବକ୍ତାମାନେ ବାୟୁ ତୁଲ୍ୟ ହେବେ
14ତୁମ୍ଭେମାନେ ଏହି କଥା କହିବା ହେତୁରୁ ସୈନ୍ୟାଧିପତି ପରମେଶ୍ୱର, ସଦାପ୍ରଭୁ କହନ୍ତି,
15ସଦାପ୍ରଭୁ କହନ୍ତି, ହେ ଇସ୍ରାଏଲ ବଂଶ, ଦେଖ,
16ସେମାନଙ୍କର ତୂଣ ଖୋଲା କବର ତୁଲ୍ୟ, ସେମାନେ ସମସ୍ତେ ବୀରପୁରୁଷ।
17ପୁଣି, ସେମାନେ ତୁମ୍ଭର ଶସ୍ୟ ଓ ତୁମ୍ଭ ପୁତ୍ରକନ୍ୟାଗଣର ଭକ୍ଷ୍ୟଦ୍ରବ୍ୟ ଗ୍ରାସ କରିବେ;
18ମାତ୍ର ସଦାପ୍ରଭୁ କହନ୍ତି, “ସେସମୟରେ ହେଁ ଆମ୍ଭେ ତୁମ୍ଭମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ନାହିଁ।
19ଆଉ, ତୁମ୍ଭେମାନେ ଯେତେବେଳେ କହିବ, ‘ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର କାହିଁକି ଆମ୍ଭମାନଙ୍କ ପ୍ରତି ଏହିସବୁ କରିଅଛନ୍ତି,’ ସେତେବେଳେ ତୁମ୍ଭେ ସେମାନଙ୍କୁ କହିବ, ‘ତୁମ୍ଭେମାନେ ନିଜ ଦେଶରେ ଯେପରି ଆମ୍ଭକୁ ପରିତ୍ୟାଗ କରି ଅନ୍ୟ ଦେବତାଗଣର ସେବା କରିଅଛ, ସେପରି ତୁମ୍ଭେମାନେ ବିଦେଶରେ ବିଦେଶୀୟମାନଙ୍କର ସେବା କରିବ।’”
20ତୁମ୍ଭେମାନେ ଯାକୁବ ବଂଶକୁ ଏ କଥା ଜଣାଅ ଓ ଯିହୁଦା ମଧ୍ୟରେ ପ୍ରଚାର କରି କୁହ,
21“ହେ ଅଜ୍ଞାନ ଓ ବୁଦ୍ଧିହୀନ ଲୋକେ, ଚକ୍ଷୁ ଥାଉ ଥାଉ ଦେଖୁ ନାହଁ;
22ସଦାପ୍ରଭୁ କହନ୍ତି, ତୁମ୍ଭେମାନେ କି ଆମ୍ଭକୁ ଭୟ କରୁ ନାହଁ?
23ମାତ୍ର ଲୋକମାନଙ୍କର ମନ ଅବାଧ୍ୟ ଓ ପ୍ରତିକୂଳାଚାରୀ;
24ଅଥବା ଯେ ଯଥା ସମୟରେ ଆଦ୍ୟ ଓ ଶେଷ ବୃଷ୍ଟିର ପ୍ରଦାନକର୍ତ୍ତା;
25ତୁମ୍ଭମାନଙ୍କର ଅଧର୍ମ ଏହିସବୁ ଅନ୍ୟଥା କରିଅଛି
26କାରଣ ଆମ୍ଭ ଲୋକମାନଙ୍କ ମଧ୍ୟରେ ଦୁଷ୍ଟ ଲୋକ ଦେଖା ଯାଆନ୍ତି;
27ଯେପରି ପିଞ୍ଜର ପକ୍ଷୀରେ ପୂର୍ଣ୍ଣ, ସେପରି ସେମାନଙ୍କର ଗୃହ ଛଳରେ ପୂର୍ଣ୍ଣ;
28ସେମାନେ ଆହୁରି ଆହୁରି ମୋଟା ଓ ଚିକ୍କଣ ହୁଅନ୍ତି,
29ସଦାପ୍ରଭୁ କହନ୍ତି, ଆମ୍ଭେ କି ଏହିସବୁର ପ୍ରତିଫଳ ଦେବା ନାହିଁ?
30ଦେଶ ମଧ୍ୟରେ ଗୋଟିଏ ଆଶ୍ଚର୍ଯ୍ୟ ଓ ଭୟାନକ ବିଷୟ ଘଟିଅଛି;
31ଭବିଷ୍ୟଦ୍ବକ୍ତାମାନେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି