1ସଦାପ୍ରଭୁ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କ ଦ୍ୱାରା ବାବିଲ ବିଷୟରେ, କଲ୍ଦୀୟମାନଙ୍କ ଦେଶ ବିଷୟରେ ଯାହା କହିଲେ, ତାହା ଏହି, ଯଥା।
2“ତୁମ୍ଭେମାନେ ଗୋଷ୍ଠୀଗଣ ମଧ୍ୟରେ ପ୍ରକାଶ କରି ପ୍ରଚାର କର ଓ ଧ୍ୱଜା ଉଠାଅ;
3କାରଣ ଉତ୍ତର ଦିଗରୁ ଏକ ଗୋଷ୍ଠୀ ତାହା ବିରୁଦ୍ଧରେ ଉଠି ଆସୁଅଛନ୍ତି,
4ସଦାପ୍ରଭୁ କହନ୍ତି, ସେଦିନରେ ଓ ସେସମୟରେ
5ସେମାନେ ସିୟୋନର ବିଷୟ ପଚାରିବେ, ତହିଁଆଡ଼େ ମୁଖ କରି କହିବେ,
6ଆମ୍ଭର ଲୋକମାନେ ହଜିଲା ମେଷ ହୋଇଅଛନ୍ତି,
7ଯେଉଁମାନେ ସେମାନଙ୍କୁ ପାଇଲେ, ସେସମସ୍ତେ ସେମାନଙ୍କୁ ଗ୍ରାସ କରିଅଛନ୍ତି
8ତୁମ୍ଭେମାନେ ବାବିଲ ମଧ୍ୟରୁ ପଳାଅ
9କାରଣ ଦେଖ, ଆମ୍ଭେ ଉତ୍ତର ଦେଶରୁ
10ପୁଣି, କଲ୍ଦୀୟା ଲୁଟିତ ଦ୍ରବ୍ୟ ହେବ,
11ହେ ଆମ୍ଭର ଅଧିକାର ଅପହରଣକାରୀମାନେ,
12ଏଥିପାଇଁ ତୁମ୍ଭମାନଙ୍କର ମାତା ଅତିଶୟ ଲଜ୍ଜିତା ହେବ;
13ସଦାପ୍ରଭୁଙ୍କ କୋପ ସକାଶୁ ସେ ବସତିବିଶିଷ୍ଟ ହେବ ନାହିଁ,
14ହେ ଧନୁରେ ଗୁଣଦାୟୀ ଲୋକ ସମସ୍ତେ,
15ତାହାର ଚତୁର୍ଦ୍ଦିଗରେ ସିଂହନାଦ କର, ସେ ଆପଣାକୁ ସମର୍ପଣ କରିଅଛନ୍ତି;
16ତୁମ୍ଭେମାନେ ବାବିଲରୁ ବୀଜବାପକକୁ
17ଇସ୍ରାଏଲ ଛିନ୍ନଭିନ୍ନ ମେଷ ସ୍ୱରୂପ; ସିଂହମାନେ ତାହାକୁ ତଡ଼ି ଦେଇଅଛନ୍ତି;
18ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି,
19ପୁଣି, ଆମ୍ଭେ ଇସ୍ରାଏଲକୁ ପୁନର୍ବାର ତାହାର ଚରାସ୍ଥାନକୁ ଆଣିବା
20ସଦାପ୍ରଭୁ କହନ୍ତି,
21ସଦାପ୍ରଭୁ କହନ୍ତି,
22ଦେଶରେ ସଂଗ୍ରାମର ଓ ମହାବିନାଶର ଶବ୍ଦ ହେଉଅଛି।
23ସମୁଦାୟ ପୃଥିବୀର ହାତୁଡ଼ି କିପରି ଛିନ୍ନ ଓ ଭଗ୍ନ ହୋଇଅଛି!
24ହେ ବାବିଲ, ଆମ୍ଭେ ତୁମ୍ଭ ପାଇଁ ଫାନ୍ଦ ପାତିଅଛୁ,
25ସଦାପ୍ରଭୁ ଆପଣା ଅସ୍ତ୍ରାଗାର ଫିଟାଇ
26ତୁମ୍ଭେମାନେ ପ୍ରାନ୍ତ ସୀମାରୁ ତାହାର ବିରୁଦ୍ଧରେ ଆସ,
27ତାହାର ବୃଷସବୁକୁ ବଧ କର; ସେସବୁ ବଧ ସ୍ଥାନକୁ ଯାଉନ୍ତୁ;
28ଯେଉଁ ପଳାତକମାନେ ଓ ବାବିଲ ଦେଶରୁ ରକ୍ଷାପ୍ରାପ୍ତ ଲୋକମାନେ,
29ଧନୁର୍ଦ୍ଧାରୀମାନଙ୍କୁ, ଧନୁରେ ଗୁଣଦାୟୀ ସମସ୍ତଙ୍କୁ
30ଏହେତୁ ସଦାପ୍ରଭୁ କହନ୍ତି,
31ହେ ଅହଙ୍କାରୀ, ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି,
32ତହିଁରେ ସେ ଅହଙ୍କାରୀ ଜନ ଝୁଣ୍ଟି କରି ପଡ଼ିବ
33ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି,
34(ମାତ୍ର) ସେମାନଙ୍କର ମୁକ୍ତିଦାତା ବଳବାନ;
35ସଦାପ୍ରଭୁ କହନ୍ତି,
36ଦର୍ପବାଦୀମାନଙ୍କ ଉପରେ ଗୋଟିଏ ଖଡ୍ଗ ଅଛି, ଆଉ ସେମାନେ ହତବୁଦ୍ଧି ହେବେ;
37ସେମାନଙ୍କର ଅଶ୍ୱଗଣର ଉପରେ, ଆଉ ରଥସମୂହର ଉପରେ
38ତାହାର ଜଳାଶୟ ଉପରେ ଉତ୍ତାପ ଅଛି ଓ ତାହା ଶୁଷ୍କ ହୋଇଯିବ;
39ଏଥିପାଇଁ ବନ-ପଶୁ ଓ କେନ୍ଦୁଆମାନେ ସେଠାରେ ବାସ କରିବେ
40ସଦାପ୍ରଭୁ କହନ୍ତି,
41ଦେଖ, ଉତ୍ତର ଦିଗରୁ ଏକ ଜନବୃନ୍ଦ ଆସୁଅଛନ୍ତି
42ସେମାନେ ଧନୁ ଓ ବର୍ଚ୍ଛା ଧରନ୍ତି; ସେମାନେ ନିଷ୍ଠୁର ଓ ଦୟାହୀନ;
43ବାବିଲର ରାଜା ସେମାନଙ୍କ ବିଷୟରେ ଜନରବ ଶୁଣିଅଛି
44ଦେଖ, ସେ ଦୃଢ଼ ନିବାସ ସ୍ଥାନ ବିରୁଦ୍ଧରେ ସିଂହ ପରି
45ଏହେତୁ ସଦାପ୍ରଭୁ ବାବିଲର ବିରୁଦ୍ଧରେ ଯେଉଁ ମନ୍ତ୍ରଣା
46ବାବିଲ ଶତ୍ରୁହସ୍ତଗତ ହେବାର ଶବ୍ଦରେ ପୃଥିବୀ କମ୍ପୁଅଛି