1ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ବାବିଲ ବିରୁଦ୍ଧରେ
2ପୁଣି, ଆମ୍ଭେ ବିଦେଶୀମାନଙ୍କୁ ବାବିଲକୁ ପ୍ରେରଣ କରିବା,
3ଧନୁର୍ଦ୍ଧାରୀ ଆପଣା ଧନୁରେ ଗୁଣ ନ ଦେଉ
4ତହିଁରେ ସେମାନେ କଲ୍ଦୀୟ ଦେଶରେ ହତ
5କାରଣ ଇସ୍ରାଏଲର ଧର୍ମସ୍ୱରୂପଙ୍କ ବିରୁଦ୍ଧ ଦୋଷରେ
6ତୁମ୍ଭେମାନେ ବାବିଲ ମଧ୍ୟରୁ ପଳାଅ
7ବାବିଲ ସଦାପ୍ରଭୁଙ୍କ ହସ୍ତରେ ଏକ ସୁବର୍ଣ୍ଣ ପାତ୍ର ସ୍ୱରୂପ ହୋଇଅଛି,
8ବାବିଲ ଅକସ୍ମାତ୍ ପତିତ ଓ ବିନଷ୍ଟ ହୋଇଅଛି; ତାହା ପାଇଁ ହାହାକାର କର;
9ଆମ୍ଭେମାନେ ବାବିଲକୁ ସୁସ୍ଥ କରିବାକୁ ଇଚ୍ଛା କରୁ, ମାତ୍ର ସେ ସୁସ୍ଥ ହେଲା ନାହିଁ;
10ସଦାପ୍ରଭୁ ଆମ୍ଭମାନଙ୍କର ଧାର୍ମିକତା ପ୍ରକାଶ କରିଅଛନ୍ତି;
11ତୁମ୍ଭେମାନେ ତୀର ତୀକ୍ଷ୍ଣ କର; ଦୃଢ଼ କରି ଢାଲ ଧର;
12ବାବିଲର ପ୍ରାଚୀର ବିରୁଦ୍ଧରେ ଧ୍ୱଜା ସ୍ଥାପନ କର, ରକ୍ଷକଦଳ ଦୃଢ଼ କର,
13ହେ ଜଳରାଶିର ଉପରେ ବାସକାରିଣୀ ଓ ଧନ ସମ୍ପତ୍ତିରେ ଐଶ୍ୱର୍ଯ୍ୟଶାଳିନୀ,
14ସୈନ୍ୟାଧିପତି ସଦାପ୍ରଭୁ ଆପଣା ନାମରେ ଏହି ଶପଥ କରିଅଛନ୍ତି,
15ସେ ଆପଣା ପରାକ୍ରମରେ ପୃଥିବୀ ନିର୍ମାଣ କରିଅଛନ୍ତି,
16ଯେତେବେଳେ ସେ ଆପଣା ରବ ଉଚ୍ଚାରଣ କରନ୍ତି,
17ପ୍ରତ୍ୟେକ ମନୁଷ୍ୟ ପଶୁବତ୍ ହୋଇଅଛି ଓ ଜ୍ଞାନବିହୀନ ଅଟେ;
18ସେସବୁ ଅସାର ଓ ମାୟାର କର୍ମ;
19ଯେ ଯାକୁବର ବାଣ୍ଟ ସ୍ୱରୂପ, ସେ ଏସବୁର ପରି ନୁହନ୍ତି।
20ତୁମ୍ଭେ ଆମ୍ଭର ଗଦା ଓ ଯୁଦ୍ଧର ଅସ୍ତ୍ର ସ୍ୱରୂପ;
21ପୁଣି, ତୁମ୍ଭ ଦ୍ୱାରା ଆମ୍ଭେ ଅଶ୍ୱ ଓ ତଦାରୋହୀକୁ ଚୂର୍ଣ୍ଣ କରିବା,
22ପୁଣି, ତୁମ୍ଭ ଦ୍ୱାରା ଆମ୍ଭେ ପୁରୁଷ ଓ ସ୍ତ୍ରୀକୁ ଚୂର୍ଣ୍ଣ କରିବା
23ପୁଣି, ତୁମ୍ଭ ଦ୍ୱାରା ଆମ୍ଭେ ପାଳକ ଓ ତାହାର ପଲକୁ ଚୂର୍ଣ୍ଣ କରିବା
24ପୁଣି, ଆମ୍ଭେ ବାବିଲକୁ ଓ କଲ୍ଦୀୟ ନିବାସୀସକଳକୁ,
25ହେ ବିନାଶକ ପର୍ବତ, ତୁମ୍ଭେ ସମୁଦାୟ ପୃଥିବୀକୁ ବିନାଶ କରୁଅଛ,
26ଆଉ, ଲୋକମାନେ କୋଣ କିଅବା ଭିତ୍ତିମୂଳ ନିମନ୍ତେ ତୁମ୍ଭଠାରୁ ପ୍ରସ୍ତର ନେବେ ନାହିଁ;
27ତୁମ୍ଭେମାନେ ଦେଶରେ ଧ୍ୱଜା ସ୍ଥାପନ କର,
28ତାହାର ବିରୁଦ୍ଧରେ ଗୋଷ୍ଠୀୟମାନଙ୍କୁ, ମାଦୀୟ ରାଜାଗଣଙ୍କୁ,
29ପୁଣି, ଦେଶ କମ୍ପିତ ଓ ବେଦନାଗ୍ରସ୍ତ ହେଉଅଛି,
30ବାବିଲର ବୀରଗଣ ଯୁଦ୍ଧରୁ କ୍ଷାନ୍ତ ହୋଇଅଛନ୍ତି,
31ବାବିଲ ରାଜାର ନଗର ଚତୁର୍ଦ୍ଦିଗରେ ହସ୍ତଗତ ହୋଇଅଛି,
32ପୁଣି, ପାରଘାଟସବୁ ହସ୍ତଗତ ହୋଇଅଛି,
33କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି,
34“ବାବିଲର ରାଜା ନବୂଖଦ୍ନିତ୍ସର ମୋତେ ଗ୍ରାସ କରିଅଛି,
35ସିୟୋନ ନିବାସିନୀ କହିବ,
36ଏହେତୁ ସଦାପ୍ରଭୁ ଏହି କଥା କହନ୍ତି,
37ପୁଣି, ବାବିଲ ଢିପିମୟ ଶୃଗାଳମାନର ବାସସ୍ଥାନ, ବିସ୍ମୟାସ୍ପଦ,
38ସେମାନେ ଏକତ୍ର ଯୁବା ସିଂହ ପରି ଗର୍ଜ୍ଜନ କରିବେ;
39ସଦାପ୍ରଭୁ କହନ୍ତି,
40ଆମ୍ଭେ ସେମାନଙ୍କୁ ମେଷଗଣର ତୁଲ୍ୟ,
41ଶେଶକ୍51:41 ଶେଶକ୍ ବାବିଲର ଅନ୍ୟ ନାମ କିପରି ପରହସ୍ତଗତ ହୋଇଅଛି!
42ବାବିଲ ଉପରେ ସମୁଦ୍ର ମାଡ଼ି ଆସିଅଛି;
43ତାହାର ନଗରସକଳ ଧ୍ୱଂସସ୍ଥାନ ଓ ଶୁଷ୍କ ଭୂମି ଓ ପ୍ରାନ୍ତର ହୋଇଅଛି,
44ପୁଣି, ଆମ୍ଭେ ବାବିଲରେ ବେଲ୍ ଦେବତାକୁ ପ୍ରତିଫଳ ଦେବା
45ହେ ଆମ୍ଭର ଲୋକେ, ତୁମ୍ଭେମାନେ ତାହାର ମଧ୍ୟରୁ ବାହାରି ଯାଅ
46ପୁଣି, ତୁମ୍ଭେମାନେ ଆପଣା ହୃଦୟକୁ କ୍ଷୀଣ ହେବାକୁ ଦିଅ ନାହିଁ,
47ଏହେତୁ ଦେଖ, ଯେଉଁ ସମୟରେ ଆମ୍ଭେ ବାବିଲର
48ସେସମୟରେ ସ୍ୱର୍ଗ ଓ ପୃଥିବୀ ଓ ତନ୍ମଧ୍ୟସ୍ଥିତସକଳ
49ବାବିଲ ଯେପରି ଇସ୍ରାଏଲର ହତ ଲୋକମାନଙ୍କୁ ନିପାତିତ କରାଇଅଛି,
50ହେ ଖଡ୍ଗରୁ ରକ୍ଷାପ୍ରାପ୍ତ ଲୋକମାନେ,
51‘ଆମ୍ଭେମାନେ ନିନ୍ଦା କଥା ଶୁଣିବାରୁ ଲଜ୍ଜିତ ହୋଇଅଛୁ;
52ଏଣୁକରି ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ
53ସଦାପ୍ରଭୁ କହନ୍ତି, ଯଦ୍ୟପି ବାବିଲ ଆକାଶ ପର୍ଯ୍ୟନ୍ତ ଉଠିବ,
54ବାବିଲରୁ କ୍ରନ୍ଦନର ରବ ଓ କଲ୍ଦୀୟମାନଙ୍କ ଦେଶରୁ
55କାରଣ ସଦାପ୍ରଭୁ ବାବିଲକୁ ଉଚ୍ଛିନ୍ନ କରୁଅଛନ୍ତି
56କାରଣ ତାହା ବିରୁଦ୍ଧରେ,
57ପୁଣି, ଆମ୍ଭେ ତାହାର ଅଧିପତିଗଣକୁ ଓ ତାହାର ଜ୍ଞାନୀ ଲୋକମାନଙ୍କୁ
58ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି,
59ଯିହୁଦାର ରାଜା ସିଦିକୀୟଙ୍କ ରାଜତ୍ଵର ଚତୁର୍ଥ ବର୍ଷରେ
60ଆଉ, ବାବିଲର ଭବିଷ୍ୟତ ଅମଙ୍ଗଳର ସକଳ କଥା, ଅର୍ଥାତ୍, ବାବିଲ ବିଷୟରେ ଏହି ଯେସକଳ କଥା ଲିଖିତ ଅଛି, ତାହା ଯିରିମୀୟ ଗୋଟିଏ ନଳାକାର ପୁସ୍ତକରେ ଲେଖିଲେ।
61ପୁଣି, ଯିରିମୀୟ ସରାୟକୁ କହିଲେ, “ଦେଖ, ତୁମ୍ଭେ ବାବିଲରେ ଉପସ୍ଥିତ ହେଲା ଉତ୍ତାରେ ଏହିସବୁ କଥା ପାଠ କରିବ,
62ଆଉ କହିବ, ‘ହେ ସଦାପ୍ରଭୁ, ତୁମ୍ଭେ ଏହି ସ୍ଥାନ ବିଷୟରେ କହିଅଛ ଯେ, ତୁମ୍ଭେ ତାହା ଉଚ୍ଛିନ୍ନ କରିବ, ତହିଁ ମଧ୍ୟରେ ମନୁଷ୍ୟ କି ପଶୁ କେହି ବାସ କରିବ ନାହିଁ, ମାତ୍ର ତାହା ଚିରକାଳ ଧ୍ୱଂସସ୍ଥାନ ହେବ।’
63ପୁଣି, ଏହି ନଳାକାର ପୁସ୍ତକ ପାଠ କରିବାର ସମାପ୍ତ କଲା ଉତ୍ତାରେ ତୁମ୍ଭେ ତହିଁରେ ଖଣ୍ଡେ ପଥର ବାନ୍ଧି ଫରାତ୍ ନଦୀର ମଧ୍ୟସ୍ଥାନରେ ତାହା ପକାଇ ଦେବ;
64ଆଉ, ତୁମ୍ଭେ କହିବ, ‘ଆମ୍ଭେ (ସଦାପ୍ରଭୁ) ବାବିଲ ଉପରେ ଯେଉଁ ଅମଙ୍ଗଳ ଘଟାଇବା, ତହିଁ ସକାଶୁ ସେ ଏରୂପ ମଗ୍ନ ହୋଇ ପୁନର୍ବାର ଉଠିବ ନାହିଁ; ପୁଣି, ଲୋକମାନେ କ୍ଳାନ୍ତ ହେବେ।’”