1ହେ ବିନ୍ୟାମୀନ୍ ଲୋକମାନେ, ତୁମ୍ଭେମାନେ ରକ୍ଷା ପାଇବା ପାଇଁ ଯିରୂଶାଲମ ମଧ୍ୟରୁ ପଳାୟନ କର,
2ସୁନ୍ଦରୀ ଓ ସୁକୁମାରୀ ସିୟୋନ କନ୍ୟାକୁ ଆମ୍ଭେ ସଂହାର କରିବା।
3ମେଷପାଳକମାନେ ଆପଣା ଆପଣା ପଲ ସଙ୍ଗେ ନେଇ ତାହା ନିକଟକୁ ଆସିବେ;
4“ତୁମ୍ଭେମାନେ ତାହା ବିରୁଦ୍ଧରେ ଯୁଦ୍ଧ ଆୟୋଜନ କର;
5“ଉଠ, ଆମ୍ଭେମାନେ ରାତ୍ରିରେ ଯାତ୍ରା କରୁ ଓ ତାହାର ଅଟ୍ଟାଳିକାସବୁ ବିନାଶ କରୁ।”
6କାରଣ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହିଅଛନ୍ତି,
7ଯେପରି ନିର୍ଝର ଜଳ ନିର୍ଗତ କରେ, ସେପରି ସେ ଆପଣା ଦୁଷ୍ଟତା ନିର୍ଗତ କରେ;
8ହେ ଯିରୂଶାଲମ, ତୁମ୍ଭେ ଶିକ୍ଷା ଗ୍ରହଣ କର,
9ସୈନ୍ୟାଧିପତି ସଦାପ୍ରଭୁ କହନ୍ତି,
10ସେମାନେ ଯେପରି ଶୁଣିବେ, ଏଥିପାଇଁ ମୁଁ କାହାକୁ କହିବି ଓ କାହାକୁ ସାକ୍ଷ୍ୟ ଦେବି?
11ଏହେତୁ ମୁଁ ସଦାପ୍ରଭୁଙ୍କ କ୍ରୋଧରେ ପରିପୂର୍ଣ୍ଣ ହୋଇଅଛି;
12ପୁଣି, ସେମାନଙ୍କର ଗୃହ ଓ ସେମାନଙ୍କର କ୍ଷେତ୍ର
13“ଯେହେତୁ ସେମାନଙ୍କର କ୍ଷୁଦ୍ରଠାରୁ
14ଆହୁରି, ଶାନ୍ତି ନ ଥିଲେ ହେଁ ସେମାନେ ‘ଶାନ୍ତି ଶାନ୍ତି’ ବୋଲି କହି
15ସେମାନେ ଘୃଣାଯୋଗ୍ୟ କାର୍ଯ୍ୟ କରିଅଛନ୍ତି ବୋଲି କି ଲଜ୍ଜିତ ହେଲେ?
16ସଦାପ୍ରଭୁ ଏହି କଥା କହନ୍ତି,
17ପୁଣି, ଆମ୍ଭେ ତୁମ୍ଭମାନଙ୍କ ଉପରେ ପ୍ରହରୀଗଣ ନିଯୁକ୍ତ କରି କହିଲୁ, ‘ତୂରୀର ଶବ୍ଦ ଶୁଣ;’
18ଏହେତୁ ହେ ନାନା ଦେଶୀୟମାନେ, ତୁମ୍ଭେମାନେ ଶୁଣ,
19ହେ ପୃଥିବୀ, ଶୁଣ; ଦେଖ, ଆମ୍ଭେ ଏହି ଲୋକମାନଙ୍କ ଉପରେ ଅମଙ୍ଗଳ,
20ଶିବା ଦେଶରୁ କୁନ୍ଦୁରୁ ଓ ଦୂର ଦେଶରୁ ସୁଗନ୍ଧି ବଚ ଆସିବାର ଫଳ କଅଣ?
21ଏନିମନ୍ତେ ସଦାପ୍ରଭୁ ଏହି କଥା କହନ୍ତି,
22ସଦାପ୍ରଭୁ ଏହି କଥା କହନ୍ତି,
23ସେମାନେ ଧନୁ ଓ ବର୍ଚ୍ଛା ଧରନ୍ତି; ସେମାନେ ନିଷ୍ଠୁର ଓ ଦୟାହୀନ;
24ଆମ୍ଭେମାନେ ସେ ବିଷୟର ଜନରବ ଶୁଣିଅଛୁ; ଆମ୍ଭମାନଙ୍କର ହସ୍ତ ଦୁର୍ବଳ ହୁଏ;
25ବାହାର ହୋଇ କ୍ଷେତ୍ରକୁ ଯାଅ ନାହିଁ, ଅଥବା ପଥରେ ଗମନ କର ନାହିଁ;
26ଆଗୋ ମୋର ଲୋକମାନଙ୍କର କନ୍ୟେ, ତୁମ୍ଭେ ଚଟ ପିନ୍ଧ, ଭସ୍ମରେ ଗଡ଼;
27“ତୁମ୍ଭେ ଯେପରି ଆମ୍ଭ ଲୋକମାନଙ୍କର ପଥ ଜ୍ଞାତ ହୋଇ ପରୀକ୍ଷା କରି ପାରିବ,
28ସେସମସ୍ତେ ଦାରୁଣ ଅବାଧ୍ୟ, ଚାରିଆଡ଼େ ନିନ୍ଦା ଘେନି ବୁଲନ୍ତି;
29ଭାଟି ପ୍ରଚଣ୍ଡ ରୂପେ ତାତୁଛି; ସୀସା ଅଗ୍ନିରେ କ୍ଷୟ ପାଇଅଛି;
30ସଦାପ୍ରଭୁ ସେମାନଙ୍କୁ ଅଗ୍ରାହ୍ୟ କରିଅଛନ୍ତି,