1ସେହି ଦିନ ଦବୋରା ଓ ଅବୀନୋୟମର ପୁତ୍ର ବାରକ୍ ଗାୟନ କରି କହିଲେ:
2“ଇସ୍ରାଏଲ ମଧ୍ୟରେ ଅଗ୍ରଗାମୀମାନେ ଅଗ୍ରସର ହେଲେ,
3ହେ ରାଜାଗଣ, ଶୁଣ; ହେ ଭୂପତିଗଣ, କର୍ଣ୍ଣ ଡେର;
4ହେ ସଦାପ୍ରଭୁ, ତୁମ୍ଭେ ସେୟୀରରୁ ବାହାରିବା ବେଳେ,
5ସଦାପ୍ରଭୁଙ୍କ ସମ୍ମୁଖରେ ପର୍ବତମାନ କମ୍ପମାନ ହେଲେ,
6ଅନାତ-ପୁତ୍ର ଶମ୍ଗର ସମୟରେ, ଯାୟେଲ ସମୟରେ
7ଇସ୍ରାଏଲ ମଧ୍ୟରେ ଶାସନକର୍ତ୍ତୃଗଣ ଶୂନ୍ୟ ଥିଲେ,
8ସେମାନେ ନୂତନ ଦେବତାମାନଙ୍କୁ ମନୋନୀତ କଲେ,
9ମୋହର ହୃଦୟ ଇସ୍ରାଏଲର ଶାସନକର୍ତ୍ତାମାନଙ୍କ ଆଡ଼େ ଅଛି,
10ହେ ଶ୍ୱେତ ଗର୍ଦ୍ଦଭୀ-ଆରୋହୀମାନେ,
11ଧନୁର୍ଦ୍ଧରମାନଙ୍କ5:11 ଅର୍ଥାତ୍ ବାଦ୍ୟକମାନେ ଶବ୍ଦରୁ ଦୂରରେ, ଜଳକଢ଼ା ସ୍ଥଳମାନରେ,
12ହେ ଦବୋରେ, ଜାଗ, ଜାଗ;
13ତହୁଁ ପ୍ରଧାନମାନଙ୍କ ମଧ୍ୟରୁ ଅବଶିଷ୍ଟ ଥୋକାଏ ଓ ଲୋକମାନେ ଓହ୍ଲାଇ ଆସିଲେ,
14ଅମାଲେକ (ଦେଶ)ରେ ଯେଉଁମାନଙ୍କର ମୂଳ ଥିଲା, ସେମାନେ ଇଫ୍ରୟିମରୁ ଆସିଲେ;
15ପୁଣି ଇଷାଖରର ଅଧିପତିମାନେ ଦବୋରା ସଙ୍ଗେ ଥିଲେ;
16ତୁମ୍ଭେ କାହିଁକି ମେଷଶାଳା ମଧ୍ୟରେ ବସିଲ,
17ଗିଲୀୟଦ ଯର୍ଦ୍ଦନ ସେପାରିରେ ବାସ କଲା,
18ସବୂଲୂନ ମରଣ ପର୍ଯ୍ୟନ୍ତ ପ୍ରାଣପଣକାରୀ ଲୋକ ହେଲା।
19ରାଜାମାନେ ଆସି ଯୁଦ୍ଧ କଲେ;
20ତାରାଗଣ ଆକାଶରୁ ଯୁଦ୍ଧ କଲେ,
21କିଶୋନ୍-ନଦୀ, ସେ ପୁରାତନ ନଦୀ, ସେହି କୀଶୋନ୍ ନଦୀ
22ସେତେବେଳେ ଅଶ୍ୱମାନଙ୍କ ଖୁରା ଭୂମି ମନ୍ଥି ପକାଇଲା,
23ସଦାପ୍ରଭୁଙ୍କ ଦୂତ କହିଲେ, ‘ତୁମ୍ଭେମାନେ ମେରୋସକୁ ଶାପ ଦିଅ,’
24ସ୍ତ୍ରୀମାନଙ୍କ ମଧ୍ୟରେ କେନୀୟ ହେବରର ଭାର୍ଯ୍ୟା ଯାୟେଲ ଧନ୍ୟ ହେବ,
25ସୀଷରା ଜଳ ମାଗନ୍ତେ, ସେ ତାହାକୁ ଦୁଗ୍ଧ ଦେଲା;
26ସେ ତମ୍ବୁ ମେଖ ଧରିବାକୁ ଆପଣା ହସ୍ତ
27ସେହି ସ୍ତ୍ରୀର ପାଦ ତଳେ ସେ ନଇଁଲା, ସେ ପଡ଼ିଲା, ସେ ଶୋଇଲା;
28ସୀଷରାର ମାତା ଝରକା ଦେଇ ଚାହିଁ ଚାହିଁ ଡାକି କହିଲା,
29ତାହାର ଜ୍ଞାନବତୀ ସହଚରୀମାନେ ତାହାକୁ ଉତ୍ତର ଦେଲେ,
30‘ସେମାନେ କି ଲୁଟ ପାଇ ନାହାନ୍ତି, ସେମାନେ କି ବିଭାଗ କରି ନାହାନ୍ତି?
31ହେ ସଦାପ୍ରଭୋ, ତୁମ୍ଭର ସମସ୍ତ ଶତ୍ରୁ ଏହିରୂପେ ବିନଷ୍ଟ ହେଉନ୍ତୁ,