We Believe JesusFé, Esperança e Nova Vida

ଆୟୁବ 13

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · oriá

← ଆୟୁବ 12 ଆୟୁବ ଆୟୁବ 14 →

1ଦେଖ, ମୋହର ଚକ୍ଷୁ ଏହିସବୁ ଦେଖିଅଛି,

2ଯାହା ତୁମ୍ଭେମାନେ ଜାଣ, ତାହା ମୁଁ ଜାଣେ;

3ନିଶ୍ଚୟ ମୁଁ ସର୍ବଶକ୍ତିମାନଙ୍କୁ କହିବାକୁ ଇଚ୍ଛା କରେ

4ମାତ୍ର ତୁମ୍ଭେମାନେ ମିଥ୍ୟାବାକ୍ୟରଚକ,

5ଆଃ, ତୁମ୍ଭେମାନେ ଯେବେ ସମ୍ପୂର୍ଣ୍ଣ ନୀରବ ହୋଇ ରହନ୍ତ!

6ଏବେ ମୋହର ଯୁକ୍ତି ଶୁଣ

7ତୁମ୍ଭେମାନେ କʼଣ ପରମେଶ୍ୱରଙ୍କ ପକ୍ଷରେ ଅନ୍ୟାୟ କଥା କହିବ

8ତୁମ୍ଭେମାନେ କʼଣ ତାହାଙ୍କର ମୁଖାପେକ୍ଷା କରିବ,

9ସେ ଯେ ତୁମ୍ଭମାନଙ୍କୁ ପରୀକ୍ଷା କରିବେ, ଏହା କି ଭଲ?

10ତୁମ୍ଭେମାନେ ଗୋପନରେ ମୁଖାପେକ୍ଷା କଲେ,

11ତାହାଙ୍କର ମହତ୍ତ୍ୱ କʼଣ ତୁମ୍ଭମାନଙ୍କୁ ଭୀତ କରିବ ନାହିଁ

12ତୁମ୍ଭମାନଙ୍କ ସ୍ମରଣୀୟ ବଚନମାଳା ଭସ୍ମରୂପ ପ୍ରବାଦ ଅଟେ,

13ତୁମ୍ଭେମାନେ ନୀରବ ହୁଅ, ମୋତେ ଛାଡ଼, ମୁଁ କଥା କହିବି,

14ମୁଁ କାହିଁକି ଆପଣା ଦନ୍ତରେ ଆପଣା ମାଂସ ଧରିବି

15ସେ ମୋତେ ବଧ କଲେ ହେଁ ମୁଁ ତାହାଙ୍କ ପାଇଁ ଅପେକ୍ଷା କରିବି;

16ଏହା ହିଁ ମୋହର ମୁକ୍ତି ସ୍ୱରୂପ ହେବ;

17ମନୋଯୋଗ କରି ମୋହର କଥା ଶୁଣ

18ଏବେ ଦେଖ, ମୁଁ ଆପଣା ବିଚାରର କଥା ପ୍ରସ୍ତୁତ କରିଅଛି;

19ମୋʼ ସଙ୍ଗେ ଯେ ବିବାଦ କରିବ, ସେ କିଏ?

20କେବଳ ଦୁଇ କଥା ମୋʼ ପ୍ରତି କର ନାହିଁ,

21ତୁମ୍ଭ ହସ୍ତ ମୋʼ ଠାରୁ ଦୂରକୁ କାଢ଼ି ନିଅ

22ତେବେ ତୁମ୍ଭେ ଡାକ, ମୁଁ ଉତ୍ତର ଦେବି;

23ମୋହର ଅପରାଧ ଓ ପାପ କେତେ?

24ତୁମ୍ଭେ କାହିଁକି ଆପଣା ମୁଖ ଲୁଚାଉଅଛ?

25ତୁମ୍ଭେ କʼଣ ଉଡ଼ନ୍ତା ପତ୍ରକୁ ଡରାଇବ?

26କାରଣ ତୁମ୍ଭେ ମୋʼ ବିରୁଦ୍ଧରେ ତିକ୍ତ କଥା ଲେଖୁଅଛ

27ତୁମ୍ଭେ ଯନ୍ତାରେ ମଧ୍ୟ ମୋହର ଚରଣ ରଖୁଅଛ

28ତଥାପି ମୁଁ କ୍ଷୟ ପାଉଥିବା ଜୀର୍ଣ୍ଣ-ପଦାର୍ଥ ତୁଲ୍ୟ

← ଆୟୁବ 12 ଆୟୁବ ଆୟୁବ 14 →