1ଏଥିଉତ୍ତାରେ ନାମାଥୀୟ ସୋଫର ଉତ୍ତର କରି କହିଲା,
2“ଏଥିପାଇଁ ମୋର ଅନ୍ତରସ୍ଥ ଚଞ୍ଚଳତା
3ମୁଁ ଯେଉଁ ଅନୁଯୋଗ ଶୁଣିଲି, ତାହା ମୋତେ ଲଜ୍ଜିତ କରେ
4ତୁମ୍ଭେ କʼଣ ଏହା ଜାଣ ନାହିଁ ଯେ, ପୁରାତନ କାଳରୁ,
5ଦୁଷ୍ଟର ଜୟଧ୍ୱନି ଅଳ୍ପ କାଳ
6ଯଦ୍ୟପି ତାହାର ମହତ୍ତ୍ୱ ଆକାଶ ପର୍ଯ୍ୟନ୍ତ ଉଠେ
7ତଥାପି ସେ ଆପଣା ମଳ ତୁଲ୍ୟ ଅନନ୍ତକାଳ ନଷ୍ଟ ହେବ;
8ସେ ସ୍ୱପ୍ନ ତୁଲ୍ୟ ଉଡ଼ିଯିବ, ଆଉ ଦେଖାଯିବ ନାହିଁ;
9ଯେଉଁ ଚକ୍ଷୁ ତାହାକୁ ଦେଖିଲା, ଆଉ ତାହାକୁ ଦେଖିବ ନାହିଁ;
10ତାହାର ସନ୍ତାନଗଣ ଦରିଦ୍ରମାନଙ୍କର ଅନୁଗ୍ରହ ଚେଷ୍ଟା କରିବେ
11ତାହାର ଅସ୍ଥି ତାହାର ଯୌବନରେ ପରିପୂର୍ଣ୍ଣ,
12ଯଦ୍ୟପି ଦୁଷ୍ଟତା ତାହାର ମୁଖକୁ ସୁମିଷ୍ଟ ଲାଗେ,
13ଯଦ୍ୟପି ସେ ତାହା ଯାକି ରଖି ନ ଛାଡ଼େ,
14ତଥାପି ତାହାର ଆହାର ଉଦରରେ ବିକୃତ ହୁଏ,
15ସେ ଧନ ଗ୍ରାସ କରିଅଛି ଓ ସେ ପୁନର୍ବାର ତାହା ଉଦ୍ଗାର କରିବ;
16ସେ କାଳସର୍ପର ବିଷ ଚୁଷିବ;
17ସେ ନଦୀମାନ, ଅର୍ଥାତ୍, ମଧୁ
18ସେ ଯହିଁ ପାଇଁ ପରିଶ୍ରମ କଲା, ତାହା ଫେରାଇ ଦେବ ଓ ଗ୍ରାସ କରିବ ନାହିଁ;
19କାରଣ ସେ ଦରିଦ୍ରକୁ ଉପଦ୍ରବ ଓ ତ୍ୟାଗ କରିଅଛି;
20ସେ ଆପଣା ଅନ୍ତରରେ କିଛି ଶାନ୍ତି ପାଇଲା ନାହିଁ,
21ଯାହା ସେ ଗ୍ରାସ କଲା ନାହିଁ, ଏପରି କିଛି ନ ଥିଲା;
22ସେ ଆପଣା ପ୍ରଚୁରତାର ପୂର୍ଣ୍ଣତାରେ କଷ୍ଟ ଭୋଗ କରିବ;
23ସେ ଆପଣା ଉଦର ପୂର୍ଣ୍ଣ କରିବାକୁ ଉଦ୍ୟତ ହେବା ସମୟରେ
24ସେ ଲୌହ ଅସ୍ତ୍ର ନିକଟରୁ ପଳାଇବ,
25ସେ ତାହା ଟାଣେ ଓ ତାହା ତାହାର ଶରୀରରୁ ବାହାରି ଆସେ;
26ସମୁଦାୟ ଅନ୍ଧକାର ତାହାର ଧନ ରୂପେ ସଞ୍ଚିତ ହୁଏ;
27ଆକାଶମଣ୍ଡଳ ତାହାର ଅଧର୍ମ ପ୍ରକାଶ କରିବ
28ତାହାର ଗୃହର ସମ୍ପତ୍ତି ଉଡ଼ିଯିବ,
29ପରମେଶ୍ୱରଙ୍କଠାରୁ ଦୁଷ୍ଟ ଲୋକର ଏହି ବାଣ୍ଟ