1ଏଥିରେ ଆୟୁବ ଉତ୍ତର କରି କହିଲା,
2“ମନୋଯୋଗ କରି ମୋʼ କଥା ଶୁଣ
3ମୋତେ ଅନୁମତି ଦିଅ, ମୁଁ ମଧ୍ୟ କଥା କହିବି
4ମୋʼ ଗୁହାରି କʼଣ ମନୁଷ୍ୟ ନିକଟରେ?
5ମୋତେ ନିରୀକ୍ଷଣ କରି ଚମତ୍କୃତ ହୁଅ
6ମୁଁ ସ୍ମରଣ କଲେ ବ୍ୟାକୁଳ ହୁଏ
7ଦୁଷ୍ଟମାନେ କାହିଁକି ଜୀବିତ ଥାʼନ୍ତି,
8ସେମାନଙ୍କ ବଂଶ ସେମାନଙ୍କ ସଙ୍ଗେ ସେମାନଙ୍କ ସାକ୍ଷାତରେ
9ସେମାନଙ୍କ ଗୃହ ଭୟରୁ ରକ୍ଷିତ ଥାଏ,
10ସେମାନଙ୍କ ବୃଷ ସଙ୍ଗମ କରି ନିଷ୍ଫଳ ହୁଏ ନାହିଁ;
11ସେମାନେ ଆପଣା ଆପଣା ବାଳକଗଣକୁ ପଲ ପରି ବାହାରେ ପଠାନ୍ତି
12ସେମାନେ ତବଲା ଓ ବୀଣା ବଜାଇ ଗାନ କରନ୍ତି
13ସେହି ଦୁଷ୍ଟମାନେ ସମୃଦ୍ଧିରେ ଆପଣା ଆପଣା ଦିନ କ୍ଷେପଣ କରନ୍ତି
14ତଥାପି ସେମାନେ ପରମେଶ୍ୱରଙ୍କୁ କହିଲେ, ‘ଆମ୍ଭମାନଙ୍କ ନିକଟରୁ ଦୂର ହୁଅ;
15ସର୍ବଶକ୍ତିମାନ କିଏ ଯେ, ଆମ୍ଭେମାନେ ତାହାଙ୍କର ସେବା କରିବା?
16ଦେଖ, ସେମାନଙ୍କର ସୁଖ ସମୃଦ୍ଧି ସେମାନଙ୍କ ହସ୍ତରେ ନାହିଁ;
17କେତେ ଥର ଦୁଷ୍ଟମାନଙ୍କର ପ୍ରଦୀପ ନିଭାଯାଏ?
18ସେମାନେ ବାୟୁ ଆଗରେ କୁଟା ପରି
19ତୁମ୍ଭେମାନେ କହୁଅଛ, ‘ପରମେଶ୍ୱର ତାହାର ସନ୍ତାନଗଣ ନିମନ୍ତେ ତାହାର ଅଧର୍ମ ସଞ୍ଚୟ କରନ୍ତି।’
20ତାହାର ନିଜ ଚକ୍ଷୁ ତାହାର ବିନାଶ ଦେଖୁ
21କାରଣ ମଧ୍ୟଭାଗରୁ ତାହାର ମାସ-ସଂଖ୍ୟା କଟାଗଲେ,21:21 ଅର୍ଥାତ୍ ସେ ମଲେ
22ପରମେଶ୍ୱର ଊର୍ଦ୍ଧ୍ୱବାସୀମାନଙ୍କର ଶାସନ କରନ୍ତି,
23କେହି ସମ୍ପୂର୍ଣ୍ଣ ବିଶ୍ରାମ ଓ ଶାନ୍ତି ଭୋଗ କରି
24ତାହାର ସ୍ତନ ଦୁଗ୍ଧରେ ପରିପୂର୍ଣ୍ଣ
25ଆଉ, କେହି ପ୍ରାଣର ତିକ୍ତତାରେ ମରେ
26ଏମାନେ ଏକ ସମାନ ମାଟିରେ ଶୟନ କରନ୍ତି21:26 ଅର୍ଥାତ୍ ସେମାନେ ଉଭୟ ମରନ୍ତି
27ଦେଖ, ମୁଁ ତୁମ୍ଭମାନଙ୍କର ବିଚାରସବୁ
28କାରଣ ତୁମ୍ଭେମାନେ କହୁଅଛ, ‘ସେହି ଅଧିପତିର ଗୃହ କାହିଁ?
29ତୁମ୍ଭେମାନେ କʼଣ ପଥିକମାନଙ୍କୁ ପଚାରି ନାହଁ?
30ଦୁଷ୍ଟ ଲୋକ ବିପଦର ଦିନ ପର୍ଯ୍ୟନ୍ତ ରକ୍ଷିତ?
31ତାହାର ସମ୍ମୁଖରେ କିଏ ତାହାର ପଥ ପ୍ରକାଶ କରିବ?
32ତଥାପି ସେ କବରକୁ ବହାଯିବ
33ଉପତ୍ୟକାର ମୃତ୍ତିକା ତାହା ପ୍ରତି ମିଷ୍ଟ ହେବ,
34ତେବେ କିପରି ତୁମ୍ଭେମାନେ ମୋତେ ବୃଥାରେ ସାନ୍ତ୍ୱନା ଦେଉଅଛ,