We Believe JesusFé, Esperança e Nova Vida

ଆୟୁବ 24

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · oriá

← ଆୟୁବ 23 ଆୟୁବ ଆୟୁବ 25 →

1କାହିଁକି ସର୍ବଶକ୍ତିମାନଙ୍କ ଦ୍ୱାରା ସମୟ ନିରୂପିତ ହୋଇ ନାହିଁ

2କେହି କେହି ଭୂମିର ସୀମାଚିହ୍ନ ଘୁଞ୍ଚାନ୍ତି,

3ସେମାନେ ପିତୃହୀନର ଗର୍ଦ୍ଦଭ ଅଡ଼ାଇ ନିଅନ୍ତି,

4ସେମାନେ ଦୀନହୀନକୁ ବାଟରୁ ତଡ଼ି ଦିଅନ୍ତି;

5ଦେଖ, ସେମାନେ ପ୍ରାନ୍ତରସ୍ଥ ବନ୍ୟ ଗର୍ଦ୍ଦଭ ତୁଲ୍ୟ

6ସେମାନେ କ୍ଷେତ୍ରରେ ଆପଣାମାନଙ୍କ ଖାଦ୍ୟ କାଟନ୍ତି

7ସେମାନେ ସାରାରାତ୍ରି ବସ୍ତ୍ର ବିନା ଉଲଙ୍ଗ ହୋଇ ଶୟନ କରନ୍ତି

8ସେମାନେ ପର୍ବତରେ ବୃଷ୍ଟିରେ ତିନ୍ତନ୍ତି,

9କେହି କେହି ପିତୃହୀନକୁ ମାତୃସ୍ତନରୁ ଛଡ଼ାଇ ନିଅନ୍ତି

10ଏହେତୁ ସେମାନେ ବସ୍ତ୍ର ବିନା ଉଲଙ୍ଗ ହୋଇ ବୁଲନ୍ତି

11ସେମାନେ ଏହି ଲୋକମାନଙ୍କ ପ୍ରାଚୀର ଭିତରେ ତୈଳ ପ୍ରସ୍ତୁତ କରନ୍ତି

12ଜନପୂର୍ଣ୍ଣ ନଗରରୁ ଲୋକେ କାତରୋକ୍ତି କରନ୍ତି,

13ସେମାନଙ୍କର କେହି କେହି ଆଲୁଅର ବିଦ୍ରୋହୀ;

14ହତ୍ୟାକାରୀ ପ୍ରଭାତ ସମୟରେ ଉଠି

15ପାରଦାରିକର ଚକ୍ଷୁ ମଧ୍ୟ ସନ୍ଧ୍ୟାକାଳର ଅପେକ୍ଷା କରି କହେ,

16ସେମାନେ ଅନ୍ଧକାରରେ ଗୃହ ସିନ୍ଧି କରନ୍ତି;

17କାରଣ ସେସମସ୍ତଙ୍କ ପ୍ରତି ପ୍ରଭାତ ମୃତ୍ୟୁଚ୍ଛାୟା ପରି ଅଟେ;

18“ସେ ଜଳ ଉପରେ ଶୀଘ୍ରଗାମୀ;

19ଯେପରି ଅନାବୃଷ୍ଟି ଓ ଗ୍ରୀଷ୍ମ ହିମଜଳକୁ,

20ଗର୍ଭ ତାହାକୁ ପାସୋରି ଯିବ;

21ସେ ନିଃସନ୍ତାନା ବନ୍ଧ୍ୟାକୁ ଗ୍ରାସ କରେ

22ସେ ଆପଣା ଶକ୍ତିରେ ବିକ୍ରମୀ ଲୋକକୁ ମଧ୍ୟ ଟାଣି ପକାଏ,

23ପରମେଶ୍ୱର ସେମାନଙ୍କୁ ନିରାପଦରେ ରହିବାକୁ ଦିଅନ୍ତି

24ସେମାନେ ଉନ୍ନତ ହୁଅନ୍ତି; ତଥାପି ଅଳ୍ପ କାଳରେ ଅନ୍ତର୍ହିତ ହୁଅନ୍ତି;

25ପୁଣି, ବର୍ତ୍ତମାନ ଯଦି ଏପରି ନ ହୁଏ, ତେବେ କିଏ ଆମ୍ଭକୁ ମିଥ୍ୟାବାଦୀ ବୋଲି ପ୍ରମାଣ କରିବ

← ଆୟୁବ 23 ଆୟୁବ ଆୟୁବ 25 →